ମେଟ୍ରୋ

ଜୟନାରାୟଣଙ୍କ ବିସ୍ଫୋରକ ବୟାନ୍‌: ଖୁବ୍‌ଶୀଘ୍ର ବିଜେଡି ଭାଙ୍ଗି ଛିନ୍‌ଛତ୍ର ହୋଇଯିବ,ଯୋଗାଯୋଗରେ ଅଛନ୍ତି…

ଭୁବନେଶ୍ୱର,୧୮।୧୦: ଭାଜପା ବିଧାୟକ ଜୟନାରାୟଣ ମିଶ୍ର ଶୁକ୍ରବାର ଏକ ଭବିଷ୍ୟବାଣୀ କରିଛନ୍ତି। ଖୁବ୍‌ଶୀଘ୍ର ବିଜେଡି ଭାଙ୍ଗି ଛିନ୍‌ଛତ୍ର ହୋଇଯିବ ବୋଲି ସେ ପୂର୍ବାନୁମାନ କରିଛନ୍ତି। ବିଜେଡିର ଆୟୁଷ ଖୁବ୍‌ କମ ଦିନ। ବିଜେଡିର ବହୁ ନେତା ଭାଜପା ଯୋଗାଯୋଗରେ ଅଛନ୍ତି। ପ୍ରଥମେ…

ଭରତପୁର ଥାନା ମାମଲା: ଟେଷ୍ଟ ରିପୋର୍ଟ ଆସିନି, ତଦନ୍ତ କମିଶନଙ୍କ ନିକଟରେ ହାଜର ହୋଇ ଏଡିଜି କହିଲେ…

ଭୁବନେଶ୍ୱର,୧୮ା୧୦: ଭରତପୁର ଥାନା ଘଟଣାରେ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ତଦନ୍ତ କମିଶନଙ୍କ ନିକଟରେ ହାଜର ହେବା ବେଳେ ସେ କହିଛନ୍ତି, ସମସ୍ତ ଅଫିସରଙ୍କ ପଲିଗ୍ରାଫ ଟେଷ୍ଟ ହୋଇ ସାରିଛି। ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ…

ମୋକିମଙ୍କ ବିସ୍ଫୋରକ ବୟାନ: ବିଜେଡି, ଭାଜପାର ବହୁ ନେତା….

ଭୁବନେଶ୍ୱର,୧୮।୧୦: ବରିଷ୍ଠ କଂଗ୍ରେସ ନେତା ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବଡ଼ ବୟାନ ଦେଇ କହିଛନ୍ତି, ବହୁ ବିଜେଡି ନେତା କଂଗ୍ରେସ ସହ ଯୋଗାଯୋଗରେ ଅଛନ୍ତି। ଦୀପାବଳି ପାଖାପାଖି ପିସିସି ସଭାପତି କିଏ ହେବେ ସେନେଇ ଘୋଷଣା ହୋଇଯିବ। ପିସିସି ଗଠନ…

ଭୁବନେଶ୍ୱରରେ ଏତିକି ଦିନ ଆସିବନି ପାଣି, ୱାଟକୋ କହିଲା…

ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱରରେ ଆଜି ଦିନ ୨ଟାରୁ ଆସନ୍ତାକାଲି ଦିନ ୨ଟା ଯାଏଁ ଜଳ ଯୋଗାଣ ବନ୍ଦ ରହିବ। ପାଇପ ମରାମତି ଯୋଗୁ ମୁଣ୍ଡଳିରୁ ଜଳ ଯୋଗାଣ ବନ୍ଦ ରଖାଯିବ ବୋଲି କହିଛିି ୱାଟକୋ। କଳିଙ୍ଗନଗର, ପାତ୍ରପଡା, ଭରତପୁର, ଶାମପୁର, ଘାଟିକିଆ, ଖଣ୍ଡଗିରି…

ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ନେଇ ଏମିତି କହିଲେ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ

ଭୁବନେଶ୍ୱର,୧୮ା୧୦: ଶ୍ରୀମନ୍ଦିରରେ କେବଳ ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ଆମ ପାଇଁ ଗର୍ବ ବୋଲି କହିଛନ୍ତି ଓମଫେଡ୍‌ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ। ଶ୍ରୀମନ୍ଦିରରେ କେବଳ ଓମଫେଡ୍‌ ଘିଅ ବ୍ୟବହାର ନେଇ ନିଷ୍ପତ୍ତି ହେବା ପରେ ସେ ଏପରି ପ୍ରତିକ୍ରିୟା ରଖିଛନ୍ତି।…

ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା: ଏହି ସବୁ ଲୋକଙ୍କୁ ମିଳିବ…

ଭୁବନେଶ୍ୱର,୧୮।୧୦: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ। ଏନେଇ ମୋହନ ସରକାର ପୂର୍ବରୁ ଘୋଷଣା କରିସାରିଛନ୍ତି। ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା…

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା କରାଯାଇଛି। ଏହି କ୍ରମରେ ଅନୁଗୁଳ ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ୧୨ଟି ଅତ୍ୟାଧୁନିକ ପାଟ୍ରୋଲିଂ ଭ୍ୟାନ…

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ ୬ଟି ଥିମେଟିକ୍‌ ସବ୍‌କମିଟି ଗଠନ କରାଯାଇଛି। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି…

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୧୧୮ଜଣ ଓଏଏସ୍‌ଙ୍କର ବଦଳି ହୋଇଛି। ଏଥିରେ ପ୍ରାୟ ୭୦ରୁ ଅଧିକ ତହସିଲଦାର ବଦଳିଛନ୍ତି। ଏଥିରେ…

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର ରାତିରେ ଦୁର୍ବ୍ୟବହାରର ଶିକାର ହୋଇଛନ୍ତି। ଦୁଇ ଜଣ ଅସାମାଜିକ ଯୁବକ ରାସ୍ତାରେ ସେମାନଙ୍କ ସହ…

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି ସମ୍ବନ୍ଧୀୟ ପରୀକ୍ଷାର ଅନିୟମିତତାକୁ ସରକାର ଅତି ଗୁରୁତ୍ୱର ସହ ବିଚାରକୁ ନେଇଛନ୍ତିି। ସମସ୍ତ ଅଭିଯୋଗ…

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ ମିଳିବ। ଏପରି ସ୍ଥଳେ ଓଡ଼ିଶା ପାଇଁ ବାତ୍ୟା ବିପଦ ଘନେଇଲାଣି। ଏହାକୁ ନେଇ ଚାଷୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri