Odisha Elections 2024

ମେଟ୍ରୋ

ଓଡ଼ିଆ ଚଳଚ୍ଚିତ୍ରକୁ ନେଇ ଜାତୀୟ ସ୍ତରରେ ଆଲୋଚନା

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ରକୁ ନେଇ ଜାତୀୟ ସ୍ତରରେ ଆଲୋଚନା ଆରମ୍ଭ ହୋଇଛି। ଏହାର ଏକ ଭିଡିଓ ମଙ୍ଗଳବାର ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଦେଖିବାକୁ ମିଳିଛି। ଉକ୍ତ ଭିଡିଓଟି ସିନେ ସମୀକ୍ଷକ ଅନୁପମା ଚୋପ୍ରାଙ୍କ ଦ୍ୱାରା ଆୟୋଜିତ ପ୍ରଥମ ‘ପ୍ୟାନ୍‌...

ସହରରେ ସିଟି ଫେଷ୍ଟିଭାଲ, ଜିଲାରେ ହେବ ଉତ୍ସବ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଆସନ୍ତା ବର୍ଷ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌-୨୦୨୩ ଅନୁଷ୍ଠିତ ହେବ। ଏ ନେଇ ପ୍ରସ୍ତୁତି ଜୋରଦାର ଚାଲିଛି। ବିଶ୍ୱକପ୍‌ ବେଳେ ସାରା ରାଜ୍ୟରେ ସିଟି ଫେଷ୍ଟିଭାଲ ଓ ଜିଲା ସ୍ତରରେ ଜିଲାସ୍ତରୀୟ ଉତ୍ସବ ଆୟୋଜିତ ହେବ।...

ଉଚ୍ଛେଦ, ବାର୍‌ ଆଣ୍ଡ୍‌ ରେଷ୍ଟୁରାଣ୍ଟ ସିଲ୍‌

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ରାଜଧାନୀରେ ଜବରଦଖଲ ଉଚ୍ଛେଦ ସହିତ ପରିମଳ ବ୍ୟବସ୍ଥା ନେଇ ଯାଞ୍ଚ ଓ ପଦକ୍ଷେପକୁ ଜୋରଦାର କରାଯାଉଛି। ଦୋକାନ ହେଉ କି ହୋଟେଲ, ସ୍ବଚ୍ଛତା ନିୟମ ନ ମାନିଲେ ବିଡିଏ ପକ୍ଷରୁ ଜରିମାନା ଆଦାୟ ସହ ଦୋକାନଗୁଡିକୁ ସିଲ୍‌...

ସବୁଠି ପହଞ୍ଚତ୍ପାରୁନି ଇ-ବର୍ଜ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ସ୍ମାର୍ଟସିଟିବାସୀଙ୍କୁ ସ୍ମାର୍ଟ ଜୀବନଶୈଳୀ ଦେବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପରିମଳ ରକ୍ଷା ଉପରେ ଗୁରୁତ୍ୱ ଦେଉଛି। ସହରକୁ ସ୍ବଚ୍ଛ ଓ ପରିଚ୍ଛନ୍ନ ରଖିବା ସହ କୋଣ ଅନୁକୋଣରୁ ବର୍ଜ୍ୟ ପରିଚାଳନା ପାଇଁ ମାଳମାଳ ଯୋଜନା ପ୍ରସ୍ତୁତ ହେଉଛି।...

ଅର୍ଚ୍ଚନାଙ୍କୁ ଗିରଫ ଦର୍ଶାଇ ପୁଣି ରିମାଣ୍ଡରେ ଆଣିଲା ଇଡି

ଭୁବନେଶ୍ୱର, ୧୪।୧୨ (ବ୍ୟୁରୋ): ହନିଟ୍ରାପ୍‌ର ମାୟାଜାଲରେ ଫସାଇ ବିପୁଳ ଅର୍ଥ ହଡ଼ପ ଅଭିଯୋଗରେ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ପୁଣିଥରେ ଗିରଫ ହୋଇଛନ୍ତି। ବେଆଇନ ଅର୍ଥ କାରବାର ମାମଲାରେ ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ) ଆବଶ୍ୟକ ପ୍ରମାଣ ପାଇବା...

୧୩ ଜିଲାରେ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ହ୍ରାସ ପାଇଛି। ବାତ୍ୟା ମାଣ୍ଡୋସ ଯୋଗୁ ବାୟୁମଣ୍ଡଳରେ ଜଳୀୟ ବାଷ୍ପ ଭରି ରହିଛି। ଏଥିଯୋଗୁ ରାତ୍ରିର ତାପମାତ୍ରାରେ ୨ରୁ ୪ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ପାଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ,...

ମେଧାବୃତ୍ତି, ସୋଲାର ନାଁରେ ୪ କୋଟି ଠକେଇ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ପ୍ରି-ମାଟ୍ରିକ ସ୍କଲାରଶିପ୍‌ (ମେଧାବୃତ୍ତି) ଓ ବିଭିନ୍ନ ଲୋକଙ୍କୁ ସୋଲାର ସଚେତନତା କାର୍ଯ୍ୟକ୍ରମ ଜରିଆରେ ଏଲ୍‌ଇଡି ବଲ୍‌ବ ଯୋଗାଇବା ଆଳରେ ଏକ ସଂସ୍ଥା ଓଡ଼ିଶାର ବିଭିନ୍ନ ଲୋକଙ୍କୁ ଫସାଇ ପ୍ରାୟ ୪ କୋଟି ଟଙ୍କା ଠକି ନେଇଛି। ଏହି...

ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଶକ୍ତି ବିଭାଗର ସ୍ବତନ୍ତ୍ର ସଚିବ ତଥା ଓଏଏସ୍‌ ଅଫିସର ସୁରଥ ଚନ୍ଦ୍ର ମଲ୍ଲିକଙ୍କୁ ଅତିରିକ୍ତ ଜେଲ୍‌ ଆଇଜି...

ରାଜ୍ୟରେ ସ୍ବାସ୍ଥ୍ୟ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ସହଜ ହେଲା

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ଏଣିକି ରାଜ୍ୟରେ ସ୍ବାସ୍ଥ୍ୟ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ସହଜ ହେବ। ଗୁଣାତ୍ମକମାନର ସ୍ବାସ୍ଥ୍ୟ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ଏବଂ ଏକ୍ଷେତ୍ରରେ ଘରୋଇ ପୁଞ୍ଜିନିବେଶକୁ ପ୍ରେତ୍ସାହିତ କରିବା ନିମନ୍ତେ ରାଜ୍ୟ ସରକାର ନୋ-ଅବ୍‌ଜେକ୍‌ସନ ପ୍ରମାଣପାତ୍ର ପ୍ରଦାନ ପ୍ରକ୍ରିୟାକୁ ଅଧିକ ସହଜ ଓ...

ଅର୍ଚ୍ଚନାଙ୍କୁ ଗିରଫ କଲା ଇଡି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ବେଆଇନ ଅର୍ଥ କାରବାର ମାମଲାରେ ମଙ୍ଗଳବାର ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଅର୍ଚ୍ଚନା ନାଗଙ୍କୁ ଗିରଫ କରିଛି। ପୂର୍ବରୁ ଇଡି ଅର୍ଚ୍ଚନାଙ୍କ ସହଯୋଗୀ ଖଗେଶ୍ୱର ପାତ୍ରଙ୍କୁ ଗିରଫ କରିଥିଲା। ଗତ ୬ ତାରିଖରେ ଅର୍ଚ୍ଚନାଙ୍କୁ ଇଡି ୭ ଦିନିଆ ରିମାଣ୍ଡରେ ନେଇଥିଲା।...

କଲେଜ ସ୍ତରରେ ଆସିବ ଷ୍ଟାର୍ଟଅପ ନୀତି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): କଲେଜ ସ୍ତରରେ ଆସିବ ଷ୍ଟାର୍ଟଅପ ନୀତି। ଉଭୟ ଯୁକ୍ତ ତିନି ଓ ପିଜିରେ ଆଣିବାକୁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ଏ ନେଇ ମଙ୍ଗଳବାର ଲୋକସେବା ଭାବନରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କ ଅଧ୍ୟକ୍ଷତାରେ ପ୍ରାଥମିକ ବୈଠକ ବସିଥିଲା।...

କୋର୍ଟରେ ପହଞ୍ଚିଲେ ଜଗବନ୍ଧୁ, ୧୫ ଦିନିଆ ରିମାଣ୍ଡ ଆବେଦନ କଲା ଇଡି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ବହୁ ଚର୍ଚ୍ଚିିିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ମଙ୍ଗଳବାର ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ ଭୁବନେଶ୍ୱର କୋର୍ଟରେ ହାଜର ହୋଇଛନ୍ତି। ତେବେ ଜଗବନ୍ଧୁଙ୍କୁ ୧୫ ଦିନିଆ ରିମାଣ୍ଡରେ ନେବାକୁ ଇଡି କୋର୍ଟରେ ଆବେଦନ କରିଛି। ଅନ୍ୟପଟେ, ୭ ଦିନିଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri