ମେଟ୍ରୋ

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି ହେଉଥିବାବେଳେ ଶୁକ୍ରବାର କାର୍ତ୍ତିକ ମାସ ଆରମ୍ଭ ହେଉଛି। ଏହାର ଅବ୍ୟବହିତ ପୂର୍ବରୁ ଓଡ଼ିଶା ବଜାରରେ…

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ। ୟୁନିଟ-୫ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଞ୍ଜୀକୃତ…

ପାଣ୍ଡିଆନ୍‌ଙ୍କ ଗୁମର ଖୋଲିଲେ ପ୍ରସନ୍ନ ପାଟ୍ଟଶାଣୀ: ବିଜୁ ପଟ୍ଟନାୟକ-ଗୀତା ମେହେଟ୍ଟାଙ୍କୁ ନେଇ କଲେ ବଡ଼ ଖୁଲାସା

ଭୁବନେଶ୍ୱର,୧୭।୧୦: ଗତ ନିର୍ବାଚନରେ ବିଜେଡିର ପରାଜୟ ପରେ ଦଳରେ ଥିବା ଓ ଅନ୍ୟ ଦଳକୁ ଯାଇଥିବା ବରିଷ୍ଠ ନେତାମାନେ ଜଣକ ପରେ ଜଣେ ବୟାନ ଦେଉଛନ୍ତି। ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଥିବା ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟ୍ଟଶାଣୀ ବିଜେଡିର ପୂର୍ବତନ…

ଭୁବନେଶ୍ୱରରେ ଏହି ସବୁ ସ୍ଥାନରେ ୨୪ ଘଣ୍ଟା ବନ୍ଦ ରହିବ ପାନୀୟ ଜଳ ଯୋଗାଣ

ଭୁବନେଶ୍ୱର,୧୭।୧୦: ଭୁବନେଶ୍ୱରରେ ଅଧିକାଂଶ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ୨୪ ଘଣ୍ଟା ଧରି ବନ୍ଦ ରହିବ। ଶୁକ୍ରବାର ଅପରାହ୍ନ ୨ଟାରୁ ଶନିବାର ୨ଟା ପର୍ଯ୍ୟନ୍ତ ପାନୀୟ ଜଳ ଯୋଗାଣ ବନ୍ଦ ରହିବ ବୋଲି ଜଣାପଡିଛି। ଘାଟିକିଆ, ପୋଖରୀପୁଟ, ହାଇ ଲେଭେଲ ଟ୍ୟାଙ୍କ,…

ଡିଭାଇଡରରେ ପିଟି ହେଲା ବିଏମ୍‌ଡବ୍ଲ୍ୟୁ

ଭୁବନେଶ୍ୱର,୧୭।୧୦: ଚନ୍ଦ୍ରଶେଖରପୁର ଥାନା ଅଧୀନ ମୈତ୍ରୀବିହାର-ଶୈଳଶ୍ରୀବିହାର ରାସ୍ତାରେ ଗୁରୁବାର ଏକ ଦାମୀ କାର୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ମୁତାବକ, ଦାମୀ କାର୍‌ଟି ମୈତ୍ରୀବିହାର-ଶୈଳଶ୍ରୀବିହାର ରାସ୍ତାରେ ଦ୍ରୁତଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ଡିଭାଇଡ଼ରରେ ପିଟି ହୋଇଯାଇଥିଲା। ଏକରିକି…

ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କହିଲେ ବାବୁମାନେ ବିମାନ ବୁଲାରେ…

ଭୁବନେଶ୍ୱର,୧୭ା୧୦: ପୂର୍ବ ସରକାରରେ ମନ୍ତ୍ରୀ ଏବଂ ବାବୁମାନେ ବିମାନ ବୁଲାରେ ଖର୍ଚ୍ଚ କରିଥିବା ଅର୍ଥକୁ ନେଇ ପୁଣି କଡ଼ା ଟାର୍ଗେଟ୍‌ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଚାଟାର୍ଡ ଫ୍ଲାଇଟ୍‌ ବଦଳରେ ମୁଖ୍ୟମନ୍ତ୍ରୀ ସାଧାରଣ ବିମାନରେ ଯାଇ ବହୁ ଅର୍ଥ…

ଆସୁଛି ଲଘୁଚାପ, ନେବ କି ବାତ୍ୟା ରୂପ? ଜାଣନ୍ତୁ କ’ଣ କହୁଛି ପାଣିପାଗ ବିଭାଗ

ଭୁବନେଶ୍ୱର,୧୭।୧୦: ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରସ୍ଥ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।…

ପୁଣି ବିସ୍ଫୋରକ ବୟାନ ଦେଲେ ଅମର ଶତପଥୀ, କହିଲେ ବିଜେଡି ଛାଡ଼ିପାରନ୍ତି…

ଭୁବନେଶ୍ୱର,୧୭ା୧୦: ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଗୁରୁବାର ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଅମର ପ୍ରସାଦ ଶତପଥୀ। ସେ କହିଛନ୍ତି, ଆଉ କିଛି ରାଜ୍ୟ ସଭା ଏମ୍‌ପି…

୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ! ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବା ସମ୍ଭାବନା

ଭୁବନେଶ୍ୱର,୧୭ା୧୦: ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଓଡ଼ିଶା ଉପରେ ଏହାର ପ୍ରଭାବ ନଥିବାରୁ ରାଜ୍ୟରେ ପାଗ ଶୁଖିଲା ରହିଛି। ତେବେ ଆସନ୍ତା ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉଏକ ଘୂର୍ଣ୍ଣିବଳୟ ସୃଷ୍ଟି…

ଡବଲ ଇଞ୍ଜିନ ସରକାରକୁ ନେଇ ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଚଣ୍ଡିଗଡ଼/ଭୁବନେଶ୍ୱର,୧୭ା୧୦: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ହରିୟାଣାରେ ପହଞ୍ଚିଛନ୍ତି। ଆଜି ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ସେ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚି ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଡବଲ ଇଞ୍ଜିନ ସରକାରମାନେ ଦୁଇଗୁଣା ବିକାଶ। ସେ ଆହୁରି…

୩ କଂଗ୍ରେସ ନେତାଙ୍କ ନାଁରେ ମାମଲା

ଭୁବନେଶ୍ୱର,୧୭ା୧୦ (ସତ୍ୟଜିତ୍‌ ରାଉତ): ୨୦୨୪ ନିର୍ବାଚନ ବେଳେ ପ୍ରଚାର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସକୁ ଏଲ୍‌ଇଡି ଟିଭି ଓ ଗାଡ଼ି ଯୋଗାଇ ଜଣେ ବ୍ୟବସାୟୀ ୧.୪୨ କୋଟି ଟଙ୍କା ଠକେଇର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱର ଜେଏମ୍‌ଏଫ୍‌ସି-୫ଙ୍କ ନିର୍ଦ୍ଦେଶକ୍ରମେ କଂଗ୍ରେସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri