ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍ ଆମ….
ଭୁବନେଶ୍ୱର,୨୨।୧୨: ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା କହିଛନ୍ତି ଠିକ୍ କହିଛନ୍ତି, ପାଣ୍ଡିଆନ୍ ଆମ ନେତା ନୁହଁନ୍ତି । ଆମର ଜଣେ ନେତା…
ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା
ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମଣ୍ଡିରେ ଧାନ କିଣା ନେଇ ମନ୍ତ୍ରୀ ସ୍ବତନ୍ତ୍ର ଧ୍ୟାନ ଦିଅନ୍ତୁ।…
ଚିଟ୍ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…
ଭୁବନେଶ୍ୱର,୨୨।୧୨: ଚିଟ୍ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା ସଭାପତି ମନମୋହନ ସାମଲ କହିଛନ୍ତି, ଗୋଟିଏ ପରେ ଗୋଟିଏ ନିର୍ବାଚନ ପ୍ରତିଶ୍ରୁତି ସରକାର ପାଳନ…
୭ଦିନ ଜାରି ରହିବ ଶୀତ ଲହରି
ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଡିସେମ୍ବର ୨୫ରୁ ରାଜ୍ୟରେ ଶୀତର ପ୍ରକୋପ ଵୃଦ୍ଧି ସମ୍ଭାବନା…
ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…
ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ ନାୟକ ଏବଂ ରାକେଶ କୁମାର ଦାଶ। ବସନ୍ତ କୁମାର ସାମନ୍ତରାୟଙ୍କ ଲିଖିତ ଅଭିଯୋଗ ଆଧାରରେ…
ପ୍ରେମିକା ମୋବାଇଲ୍ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ଚଢ଼ିଗଲା ପିତ୍ତ: ରାସ୍ତା ମଝିରେ କଲେ…
ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ପ୍ରେମିକା ମୋବାଇଲ୍ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ପିତ୍ତ ଚଢ଼ିଗଲା। ରାସ୍ତା ମଝିରେ ପ୍ରେମିକାଙ୍କୁ ଗୋଡ଼ାଇ ପିଟିଲେ। ଏଭଳି ଘଟଣା ଇନ୍ଫୋଭ୍ୟାଲି ଥାନା ପିତାପଲ୍ଲୀ ଛକରେ ଦେଖିବାକୁ ମିଳିଛି। ପ୍ରେମିକାଙ୍କ ଅଭିଯୋଗ ଆଧାରରେ ପୋଲିସ ପ୍ରେମିକଙ୍କୁ ବାନ୍ଧିଛି। ପ୍ରେମିକ ଏକ…
ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….
କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା ଏନେଇ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି । ତେବେ ସବୁଠାରୁ ଚର୍ଚ୍ଚାର…
ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..
ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ କରାଯିବ ବୋଲି ଭକ୍ତ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଟାଟା ପାୱାରର ମନମାନି ବିରୋଧରେ…
ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ
ଭୁବନେଶ୍ବର,୨୧।୧୨: ଭୁବନେଶ୍ୱର ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ତେବେ ମୃତଦେହ ଦେଖିବା ପରେ ସସପେନ୍ସ ବୃଦ୍ଧି ପାଇଛି । ଏହା…
ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…
ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା ହେବ, ନିର୍ବାଚନରେ ଅନେକ କିଛି ଘଟଣା ଘଟିଗଲା। ଦୂର ନେତାଙ୍କ ସହ ଦେଖା ହୋଇ…
ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…
ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ । ସେ ଆହୁରି ମଧ୍ୟ କହିଛନ୍ତି ମତାନ୍ତର ମନାନ୍ତର ରହିବା ସ୍ବାଭାବିକ, କିନ୍ତୁ ସମସ୍ତଙ୍କୁ…
ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…
ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା ଗଣବଳାତ୍କାରର ଶିକାର ହୋଇଛନ୍ତି। ନାବାଳିକାଙ୍କୁ ଡାଟା ଏଣ୍ଟ୍ରି ଚାକିରି କରାଇଦେବାକୁ କହି ୨ଯୁବକ ୟୁନିଟ-୯ରେ…
Archives


