ମେଟ୍ରୋ

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ ବନ୍ଧରେ ଭାସିଗଲେ ୩ ଯୁବକ । ୩ ଯୁବକ ମାଛୁଆ ବଜାର ଅଞ୍ଚଳର…

SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ। ରାଜ୍ୟରେ ବର୍ତ୍ତମାନ ୩ କୋଟି ୧୩ ଲକ୍ଷ ଭୋଟର ରହିଛନ୍ତି। ଅଯୋଗ୍ୟ ବ୍ୟକ୍ତିଙ୍କୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି, ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୫ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୫୦ କିମି ଦୂରରେ ଅବପାତ ହୋଇଥିବାବେଳେ ଚାନ୍ଦବାଲିର ଉତ୍ତରପୂର୍ବ ଦିଗର ୬୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ବର୍ତ୍ତମାନ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ଅବପାତ। ଓଡ଼ିଶା ଉପକୂଳକୁ ମାଡି…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୯.୪ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ ସ୍ଥାନୀୟ ଯୁବକ ନିଖୋଜ ହୋଇଯାଇଛନ୍ତି। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ…

ଭୁବନେଶ୍ୱର,୪ା୭: ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଶନିବାରଠାରୁ ଡାକ୍ତରମାନେ କାର୍ଯ୍ୟରେ ଯୋଗ ଦେବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଓମ୍‌ସା ଏବଂ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି।…

ବିଧାୟକ ଅଶୋକ ଦାସଙ୍କ ନାଁରେ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ, ସମସ୍ୟାରେ ଥିବା କହି ମାଗୁଛନ୍ତି ଟଙ୍କା

ଭୁବନେଶ୍ୱର, ୪/୭: କଂଗ୍ରେସ ବିଧାୟକ ଅଶୋକ ଦାସଙ୍କ ନାଁରେ ଏକ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ ଖୋଲି କିଛି ଅସାମାଜିକ ବ୍ୟକ୍ତି ଟଙ୍କା ମାଗୁଥିବା ଅଭିଯୋଗ ସାମ୍ନାକୁ ଆସିଛି। ବିଧାୟକଙ୍କ ନାଁ ଓ ପରିଚୟର ଅପବ୍ୟବହାର କରି ବିଭିନ୍ନ ବ୍ୟକ୍ତିଙ୍କୁ ମେସେଜ୍ ପଠାଯାଉଥିବାବେଳେ,…

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ ନିଜ କ୍ୱାର୍ଟର୍ସରେ ଝୁଲିପଡ଼ିଛନ୍ତି। ମୃତ୍ୟର କାରଣ ଅସ୍ପଷ୍ଟ ରହିଥିଲାବେଳେ, ମୃତଦେହକୁ ଏସସିବି ମେଡିକାଲକୁ ପଠାଯାଇଛି। ଘଟଣା…

ଡାକ୍ତର ଆନ୍ଦୋଳନ: ଆଲୋଚନାକୁ ଡାକିଲେ ସରକାର

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ ଓ ବହିଷ୍କାର ପାଇଁ ନିର୍ଦ୍ଦେଶ ଦେବା ସତ୍ତ୍ୱେ ଦାବି ପୂରଣ ଜିଦ୍‌ରେ ଓଡ଼ିଶା…

ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର,୪।୭(ସୁନିତ୍‌ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍‌ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସ୍ଥାନୀୟ ଲୋକସେବା ଭବନ କନ୍‌ଭେନସନ ସେଣ୍ଟରଠାରେ ଶୁକ୍ରବାର ଆୟୋଜିତ କାର୍ଯ୍ୟକ୍ରମରେ…

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି। ଫଳରେ ସାରା…

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା ଦୌରା ଜଜ୍‌ଙ୍କ ପକ୍ଷରୁ ଉଭୟଙ୍କୁ ନୋଟିସ୍‌ ଜାରି ହୋଇଛି। ୧୫ ତାରିଖ ସୁଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?