ସ୍ୱାଧୀନ ଭାବେ ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ଭାଜପାର ଜଗନ୍ନାଥ ପ୍ରଧାନ, ଜାଣନ୍ତୁ କାହିଁକି
ଭୁବନେଶ୍ୱର,୨୧।୮: ରାଜ୍ୟ ସଭା ପାଇଁ ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗନ୍ନାଥ ପ୍ରଧାନ। ଗତକାଲି ମମତା ମହାନ୍ତଙ୍କ ନାଁ ଭାଜପା ଘୋଷଣା କରିବା ପରେ ବୁଧବାର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମରଙ୍କ...
ଟଙ୍କାଏ ବଢିବ ମଧ୍ୟାହ୍ନ ଭୋଜନ ସହାୟତା, ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା
ଭୁବନେଶ୍ୱର,୨୧।୮: ଟଙ୍କାଏ ବଢିବ ମଧ୍ୟାହ୍ନ ଭୋଜନ ସହାୟତା । ପ୍ରତି ମିଲ ପିଛା ଦାମକୁ ୧ ଟଙ୍କା ବୃଦ୍ଧି କରାଯିବ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମିଳିଥିବା ସୂଚନା ମୁତାବକ,...
୪ଟା ଯାଏ ଗୃହମୁଲତବୀ: ଗୃହର ମଧ୍ୟଭାଗ ଦୁଇ ହାତ ହଲାଇ ବାହିନୀପତି କହିଲେ…
ଭୁବନେଶ୍ୱର,୨୧।୮: ବୁଧବାର ବିଧାନସଭାର ଦ୍ୱିତୀୟ ଦିନ। ତେବେ ଗୃହରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ହୋ ହଲ୍ଲା ସହ ନାରାବାଜି ଦେଇଛନ୍ତି। ଏମିତିକି ଗୃହର ମଧ୍ୟଭାଗକୁ ବିଧାୟକମାନେ ଆସିଥିଲେ। କଂଗ୍ରେସ ବିଧାୟକ ତାରା ବାହିନୀପତି ଦୁଇହାତ ହଲାଇ ଆଗରେ...
ନାମାଙ୍କନ ଭରିଲେ ମମତା
ଭୁବନେଶ୍ୱର,୨୧।୮: ଭାଜପା ରାଜ୍ୟ ସଭା ପ୍ରାର୍ଥୀ ମମତା ମହାନ୍ତ ନାମାଙ୍କନ କରିଛନ୍ତି। ମମତା ମହାନ୍ତ ବିଧାନସଭାରେ ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ତାଙ୍କ ସହିତ ଉପସ୍ଥିତ ଥିବା ବେଳେ ଭାଜପା ନେତୃବୃନ୍ଦ ସାମିଲଥିଲେ।...
ଚିକିଟି ମଦମୃତ୍ୟୁ: ବର୍ଷବର୍ଷ ଧରି ବିଜେଡି ଲିଙ୍କ୍ରେ ଚାଲିଥିବା କହିଲେ ବିଧାୟକ
ଭୁବନେଶ୍ୱର,୨୧।୮: ଗଞ୍ଜାମ ଜିଲାରେ ମଦ ବିଭୀଷିକା ଦେଖିବାକୁ ମିଳିଛି। ଚିକିଟି ଏନଏସି କେ ନୂଆଗାଁ ଥାନା ମାଉନ୍ଦପୁର ଗ୍ରାମରେ ଦେଶୀ ମଦ ପିଇ ୨୩ ଜଣ ଗୁରୁତର ହୋଇଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଗୁରୁତରଙ୍କ ମୃତ ଘଟିଛି। ତେବେ...
ଆଜି ନାମାଙ୍କନ ଭରିବେ ମମତା: ତାଙ୍କ ରାଜ୍ୟ ସଭାକୁ ଯିବା ଏକ ପ୍ରକାର…
ଭୁବନେଶ୍ୱର,୨୧।୮: ଭାଜପା ମମତା ମହନ୍ତଙ୍କୁ ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କରିଛି। ମମତା ଆଜି ନାମାଙ୍କନ ଭରିବେ । ତେବେ ଭାଜପା ପାଖରେ ସଂଖ୍ୟା ଦୃଷ୍ଟିରୁ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ଏକପ୍ରକାର ରାଜ୍ୟ ସଭାକୁ ଯିବା ନିଶ୍ଚିତ ହୋଇସାରିଛି।...
୨୨ରେ କେନ୍ଦ୍ରାପଡ଼ା ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ:ନବୀନଙ୍କୁ ଭେଟିଲେ ଜିଲା ପରିଷଦ ସଭ୍ୟ
ଭୁବନେଶ୍ୱର,୨୧।୮(ଅନିଲ ଦାସ):ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନବୀନ ନିବାସଠାରେ କେନ୍ଦ୍ରାପଡ଼ା ଜିଲାର ଦଳୀୟ ବିଧାୟକ ଓ ପରାଜିତ ବିଧାୟକ ପ୍ରାର୍ଥୀମାନଙ୍କ ଉପସ୍ଥିତିରେ ଜିଲା ପରିଷଦ ସଭ୍ୟମାନଙ୍କ ସହ ବୈଠକ କରିଛନ୍ତି । ଏଥିରେ ଦଳର ବରିଷ୍ଠ ନେତା ଦେବୀପ୍ରସାଦ...
ବିଧାନସଭାରେ କଲେଜ ନିର୍ବାଚନ ତାତି
ଭୁବନେଶ୍ୱର,୨୧।୮ (ଅନିଲ ଦାସ):କଲେଜ ନିର୍ବାଚନକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ହୋଇଛି । ବିରୋଧୀ କଂଗ୍ରେସ ଏହି ପ୍ରସଙ୍ଗକୁ ନେଇ ବିଧାନସଭାକୁ ଅଚଳ କରିଦେଇଛି। ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବୀ ସବୁ କିଛି ବିରୋଧୀଙ୍କ ହୋ ହଲ୍ଲାରେ ହଜିଯାଇଛି। କିଛିଦିନ ବ୍ରେକ...
ଭାଜପା ଉଦ୍ୟମ ପଣ୍ଡ ହୋଇଛି: ବିଜେଡି
ଭୁବନେଶ୍ୱର,୨୧।୮(ଅନିଲ ଦାସ):ନିମାପଡ଼ା ଏନ୍ଏସି ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୋଧରେ ମଙ୍ଗଳବାର ଅଣାଯାଇଥିବା ଅନାସ୍ଥା ଭୋଟ କାଟ୍ ଖାଇଯିବାରୁ ବିଜେଡି ପକ୍ଷରୁ ଭାଜପାକୁ ଟାର୍ଗେଟ କରାଯାଇଛି। ସସ୍ମିତା ପଦ ବଜାୟ ରଖିଥିବାରୁ ଭାଜପା ପାଇଁ ଏହା ଏକ ଶକ୍ତ ଧକ୍କା ହୋଇଛି...
ଏହିଦିନଠାରୁ ଆରମ୍ଭ ହେବ ଯୁକ୍ତ୨ ପରୀକ୍ଷା: ସେପ୍ଟେମ୍ବରରୁ ଫର୍ମ ପୂରଣ
ଭୁବନେଶ୍ୱର, ୨୧ା୮(ଅସମାପିକା ସାହୁ):ଆସନ୍ତା ବର୍ଷ ଫେବୃଆରୀ ୧୫ରୁ ଯୁକ୍ତ୨ ବାର୍ଷିକ ପରୀକ୍ଷା ହେବ। ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ରୁ ୧୨ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକ ତାଙ୍କ ସୁବିଧା ଦେଖି ଏହି ସମୟ ମଧ୍ୟରେ ପରୀକ୍ଷା...
ରାଷ୍ଟ୍ରପତିଙ୍କୁ ଭେଟିଲେ ଅଶ୍ୱିନୀ:ଓଡ଼ିଶାରେ ଏହି କାର୍ଯ୍ୟ ପାଇଁ କଲେ ଆଲୋଚନା
ଭୁବନେଶ୍ୱର,୨୧।୮(ଅନୁରାଧା ମହାରଣା):କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ଏ ଅବସରରେ ଓଡ଼ିଶାରେ କାର୍ଯ୍ୟକାରୀ ହେବାକୁ ଥିବା ୬ଟି ନୂଆ ରେଳ ଲାଇନର ମଞ୍ଜୁରୀ ସମ୍ବନ୍ଧରେ ମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଅବଗତ କରାଇଛନ୍ତି। ଏହି ରେଳପ୍ରକଳ୍ପଗୁଡ଼ିକ ଓଡ଼ିଶାର...
ଆଜି ସାରା ରାଜ୍ୟରେ ବର୍ଷିବ: ବିଜୁଳି-ଘଡ଼ଘଡ଼ି ଆଶଙ୍କା
ଭୁବନେଶ୍ୱର,୨୧ା୮(ଅନୁରାଧା ମହାରଣା):ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ଆସନ୍ତା ସପ୍ତାହେ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ତେବେ ବୁଧବାର ରାଜ୍ୟର ପ୍ରାୟ ୨୪ ଜିଲାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।...
Archives


