ମେଟ୍ରୋ

ଫେରିବ ଶୀତ, ଘନ କୁହୁଡି ପାଇଁ ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୧୫।୧: ଗତ ଦୁଇ ଦିନ ମଧ୍ୟରେ କିଛି ଆରାମ ପାଇବା ପରେ ଶୀତ ପୁଣି ଓଡିଶା ଫେରିବାର ସମ୍ଭାବନା ରହିଛି। ଆସନ୍ତା ତିନିରୁ ଚାରି ଦିନ ମଧ୍ୟରେ ସର୍ବନିମ୍ନ କିମ୍ବା ରାତିର ତାପମାତ୍ରାରେ ପରିବର୍ତ୍ତନ ଆସିବ ବୋଲି ବୁଧବାର ଭାରତ ପାଣିପାଗ…

ଅନାସ୍ଥା ପ୍ରସ୍ତାବ ପରେ ସାଂଘାତିକ ଅଭିଯୋଗ ଆଣିଲେ ପୌର ପରିଷଦ ଅଧ୍ୟକ୍ଷା: ସାଙ୍ଗେସାଙ୍ଗେ ଦୀପାଳୀଙ୍କୁ…

ଭୁବନେଶ୍ୱର,୧୫।୧: ବ୍ରଜରାଜନଗର ପୌର ପରିଷଦ ଅଧ୍ୟକ୍ଷା ଯାଜ୍ଞସେନୀ ଓରାମଙ୍କ ବିରୋଧରେ ଅନାସ୍ଥା ଆସିଥିବା ବେଳେ ନବୀନ ନିବାସରୁ ବିଜେଡି ନେତ୍ରୀ ଦୀପାଳି ଦାସଙ୍କୁ ଡାକରା ଆସିଥିବା ଚର୍ଚ୍ଚା ହେଉଛି । ବୁଧବାର ଦଳୀୟ ସୁପ୍ରିମୋଙ୍କ ଉଦ୍ଦେଶ୍ୟରେ ଭିଡିଓ ଜାରି କରି ଯାଜ୍ଞସେନୀ…

ଏହି ହିତାଧିକାରୀଙ୍କୁ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବଢିକି ଆସିଲା ଭତ୍ତା

ଭୁବନେଶ୍ୱର,୧୫।୧: ଭତ୍ତା ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥର ହିତାଧିକାରୀଙ୍କୁ ଡକାଇ ସିଧାସଳଖ ବାଣ୍ଟିଲେ ଚେକ । ହିତାଧିକାରୀଙ୍କୁ ମିଳିଲା ୩୫୦୦ ଟଙ୍କା । ୮୦ ବର୍ଷ ବୟସରୁ ଉଦ୍ଧର୍‌ବ ବୟସ୍କଙ୍କୁ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ନେଇ ରାଗିଗଲେ ଆଇନମନ୍ତ୍ରୀ, କହିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୫ା୧: ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରବଳ ରାଗି ଯାଇଛନ୍ତି। ମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ବୁଧବାର ବୈଠକ ବସିବ। ଏଥିରେ ନିଶ୍ଚିତ ନିର୍ଯାସ ବାହାରିବ। ୩ ଦିନ ହେଲା ଠାକୁରଙ୍କ ନୀତିକାନ୍ତି ବନ୍ଦ…

ସଂଗୃହୀତ ରକ୍ତର ହେବ ଡିଏନ୍‌ଏ ଟେଷ୍ଟ

ଭୁବନେଶ୍ୱର,୧୫ା୧(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ରାସ୍ତା ତଥା ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ରସୁଲଗଡ଼ ରେଳ ଲାଇନ ଓଭରବ୍ରିଜ ଉପରେ ଗତ ୮ ତାରିଖ ସକାଳ ସମୟରେ ପୂର୍ବତନ ପୋଲିସ ମିତ୍ର ତଥା ସଫେଇ କର୍ମଚାରୀ ସଂଘର ସଭାପତିଙ୍କୁ ମାରଣାସ୍ତ୍ରରେ ବୀଭତ୍ସ ହତ୍ୟା ଘଟଣାରେ…

ଫେବୃଆରୀରୁ ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା, ଜାଣନ୍ତୁ ଏଥିରେ କେଉଁ କେଉଁ ସୁବିଧା ମିଳିବ

ଭୁବନେଶ୍ୱର, ୧୫ା୧(ଅନିଲ ଦାସ): ପୂର୍ବ ପ୍ରଚଳିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ)ର ନାମ ପରିବର୍ତ୍ତନ କରାଯାଇ ଗୋପବନ୍ଧୁ ଜନ ଆରୋଗ୍ୟ ନାମରେ ନାମିତ କରାଯାଇଛି। ଆସନ୍ତା ଫେବୃଆରୀରୁ ଓଡ଼ିଶାରେ ବିଏସ୍‌କଓ୍ବୋଇ ପରିବତ୍‌ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ…

୩ ଜିଲାରେ ଘନକୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୫ା୧(ଅନୁରାଧା ମହାରଣା): ରାଜ୍ୟରେ ରାତି ତାପମାତ୍ରା ବା ସର୍ବନିମ୍ନ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଛି। ମଙ୍ଗଳବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୦.୫ ଡିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୧.୫…

ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ିପଡ଼ିଛି: ବିଜେଡି

ଭୁବନେଶ୍ୱର,୧୫ା୧(ଅନିଲଦାସ): ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ମାହାଙ୍ଗା ବିଧାୟକ ସାରଦା ପ୍ରଧାନ କର୍ତ୍ତବ୍ୟରତ ପୋଲିସ୍‌ ଅଧିକାରୀଙ୍କୁ ମାଡ଼ ମାରିବା ସହ ଭାଜପା କର୍ମୀଙ୍କୁ ବାଡ଼େଇଛନ୍ତି। ବର୍ତ୍ତମାନ ରାଜ୍ୟରେ ଅରାଜକତା ଓ ଉଦ୍‌ବେଗଜନକ ସ୍ଥିତି ସୃଷ୍ଟି ହୋଇଛି ବୋଲି ପୂର୍ବତନ ବିଧାୟକ ପ୍ରଶାନ୍ତ…

ଧାନ କିଣା ତଦାରଖ ପାଇଁ ପ୍ରତି ମଣ୍ଡିରେ ନିଯୁକ୍ତ ନୋଡାଲ ଅଫିସର

ଭୁବନେଶ୍ୱର,୧୪।୧: ଚଳିତ ଖରିଫ ଋତୁରେ ରାଜ୍ୟରେ ସରକାରୀ ସ୍ତରରେ ଧାନ କିଣା ପ୍ରକ୍ରିୟା ଯାରି ରହିଛି। ଧାନ କିଣା ପ୍ରକ୍ରିୟାକୁ ସ୍ଵଚ୍ଛ ଓ ନିରପେକ୍ଷ କରିବା ପାଇଁ ରାଜ୍ୟର ପ୍ରତ୍ୟେକ ମଣ୍ଡି ଉପରେ କଡା ନଜର ରଖିବାକୁ ରାଜ୍ୟ ସରକାର କଡା…

କିଏ ହେବ ରାଜ୍ୟ ଭାଜପା ସଭାପତି? ଦିଲ୍ଲୀରେ ଚାଲିଲା ଲମ୍ବା ବୈଠକ

ଭୁବନେଶ୍ୱର, ୧୪।୧: ମଙ୍ଗଳବାର ଓଡିଶାରେ ଦଳର ଭବିଷ୍ୟତ ନେତୃତ୍ୱ ସମ୍ପର୍କରେ ଆଲୋଚନା ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ନେତାମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଛି। ଖବର ଅନୁଯାୟୀ ଭାଜପା ଜାତୀୟ କୋର କମିଟି ସଦସ୍ୟମାନଙ୍କର ଏକ ବୈଠକ…

ଖଣ୍ଡଗିରି ଯାତ୍ରାକୁ ନେଇ ବଡ଼ ଖବର, ନିଶା-ସାହୁ ଭାଉଜ…

ଭୁବନେଶ୍ୱର,୧୪।୧:ଏଣିକି ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ମନା। ଆଉ ଭୁବନେଶ୍ବର ଖଣ୍ଡଗିରିରେ ନାଚି ପାରିବେନି ଆଇଟମ ଡ୍ୟାନ୍ସର। ଚଳିତବର୍ଷ ଭୁବନେଶ୍ୱର ଖଣ୍ଡଗିରି ଯାତ୍ରାରେ ହେବନି ଅଶ୍ଲୀଳ ନୃତ୍ୟ। ଏନେଇ ଯାତ୍ରା କମିଟି ସଦସ୍ୟ ଓ ପୋଲିସ ବୈଠକରେ ବଡ଼ ନିଷ୍ପତ୍ତି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?