ମେଟ୍ରୋ

କାହିଁକି ବିଜେଡି ଛାଡୁଛନ୍ତି ନେତା, ଭିତିରି କଥା କହିଦେଲେ ସନ୍ତୃପ୍ତ

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର । ଦଳ ଛାଡୁଥିବା ନେତାଙ୍କ ଉପରେ ବର୍ଷିବା ସହ ଭାଜପାକୁ ମଧ୍ୟ ଟାର୍ଗେଟ…

ସନ୍ତୃପ୍ତ ମିଶ୍ରଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଲଚଲ, ଯୋଗାଯୋଗରେ ବହୁ ଭାଜପା ନେତା…

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର । ଦଳ ଛାଡୁଥିବା ନେତାଙ୍କ ଉପରେ ବର୍ଷିବା ସହ ଭାଜପାକୁ ମଧ୍ୟ ଟାର୍ଗେଟ…

ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ, ପାଣ୍ଡିଆନଙ୍କୁ ନେଇ କହିଲେ…

ଭୁବନେଶ୍ୱର,୧୬।୧୦: ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ। ଖୋଲାଖୋଲି କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ବଡ଼ ବୟାନ ଦେଇଛନ୍ତି ଦେବାଶିଷ। ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ଅମର ଶତପଥୀ ଓ ପ୍ରସନ୍ନ ପାଟ୍ଟଶାଣୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମତାମତ ଦେବା…

ଆସୁଛି ବଡ଼ ବାତ୍ୟା! ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ…

ଭୁବନେଶ୍ୱର,୧୬।୧୦: ପୁଣି ଡରାଇଲାଣି ଅକ୍ଟୋବର ମାସ। ଓଡିଶାକୁ ବାତ୍ୟା ଆଶଙ୍କା ଥିବା ଅନ୍ତର୍ଜାତୀୟ ପାଣିପାଗ ମଡେଲ ଆକଳନ କରିଛି । ଚିତ୍ର ସ୍ପଷ୍ଟ ହୋଇନଥିଲେ ବି ଆସନ୍ତା ୨୧ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଯାହାକି…

ଟ୍ରାଙ୍କୁଲାଇଜ ହୋଇ ହାତୀ ଛୁଆକୁ ନନ୍ଦନକାନନ ଅଣାଯାଉଛି

ଖୋର୍ଦ୍ଧା,୧୬।୧୦: ରାଉରକେଲାରେ ହାତୀ ପଲଙ୍କୁ ଟ୍ରେନ ଧକ୍କା ଦେବା ଘଟଣାରେ ଆହତ ହାତୀ ଛୁଆକୁ ଚିକିତ୍ସା ପାଇଁ ନନ୍ଦନକାନନ ଅଣାଯାଉଛି। ଟ୍ରାଙ୍କୁଲାଇଜ ପରେ ଆହତ ହାତୀକୁ ନନ୍ଦନ କାନନ ଆଣୁଛି ବନ ବିଭାଗ । ବିଳମ୍ବିତ ରାତିରେ ହାତୀକୁ ଟ୍ରାଙ୍କୁଲାଇଜ କରାଯାଇଥିଲା…

ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୬।୧୦: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ୭୮ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ଏକ ପୋଷ୍ଟ ଶେୟାର କରି ସେ କହିଛନ୍ତି,ଓଡ଼ିଶାର…

ସିବିଏସ୍‌ଇର ନୂଆ ଗାଇଡ୍‌ଲାଇନ୍‌: ୭୫% ଉପସ୍ଥାନ ନ ଥିଲେ…

ଭୁବନେଶ୍ୱର,୧୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ୨୦୨୫ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ମାର୍ଗଦର୍ଶିକା ଅନୁଯାୟୀ, ଶ୍ରେଣୀଗୃହରେ ଛାତ୍ରୀଛାତ୍ରଙ୍କ ୭୫ ପ୍ରତିଶତ ଉପସ୍ଥାନକୁ ବାଧ୍ୟତାମୂଳକ କରାଯାଇଛି। ଏହାଠାରୁ କମ୍‌ ପ୍ରତିଶତ ଉପସ୍ଥାନ…

ବଙ୍ଗୋପସାଗରରେ ଲଘୁଚାପ: ଘଡ଼ଘଡ଼ି ସହ ହେବ ବର୍ଷା

ଭୁବନେଶ୍ୱର,୧୬ା୧୦(ଅନୁରାଧା ମହାରଣା) :ଭାରତରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ବିଦାୟ ନେଇଛି। ଉତ୍ତର ପଶ୍ଚିମ ଭାଗରୁ ୧୭ ତାରିଖ ବଦଳରେ ୨୩ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ଅପସାରଣ ପ୍ରକ୍ରିୟା ମଙ୍ଗଳବାର ଓଡ଼ିଶାରୁ ସମ୍ପୂର୍ଣ୍ଣ ହୋଇଛି। ଏହି ପ୍ରକ୍ରିୟା ଅକ୍ଟୋବର ୧୩ରେ ଆରମ୍ଭ…

ଆଜି ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ହରିୟାଣା, ମୁମ୍ବାଇ ଗସ୍ତ

ଭୁବନେଶ୍ୱର,୧୬ା୧୦(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୪ ଦିନିଆ ହରିୟାଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬ ତାରିଖ ଅପରାହ୍ନରେ ସେ ହରିୟାଣା ଅଭିମୁଖେ ଗସ୍ତକରି ୧୭ ତାରିଖ ଦିନ ଚଣ୍ଡିଗଡ଼ଠାରେ ନବଗଠିତ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ।…

ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି: ଧାନ କିଣାବେଳେ ସିଲ୍‌ ହେବ ପଡ଼ୋଶୀ ରାଜ୍ୟ ସୀମା

ଭୁବନେଶ୍ୱର,୧୫।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଖରିଫ୍‌ ଧାନ କିଣା ସଂକ୍ରାନ୍ତରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟରେ ଧାନ କିଣାବେଳେ ପଡ଼ୋଶୀ ରାଜ୍ୟ ସୀମା ସିଲ୍‌ କରିବାକୁ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି।…

ନବୀନଙ୍କ ବଢୁଛି ଟେନଶନ, ରୋକିବାର ନା ନେଉନି ବିଜେଡିର ଗୋଷ୍ଠୀ କନ୍ଦଳ

ଭୁବନେଶ୍ୱର,୧୫।୧୦: ୨୪ବର୍ଷ ଶାସନରେ ଥିବା ବିଜେଡିକୁ ଏବେ ଘାରିଛି ଗୋଷ୍ଠୀ କନ୍ଦଳର ଡର। କ୍ଷମତା ଗଲା ପରେ ଗୋଟିଏ ଦଳରେ ଏ କେଉଁ ପ୍ରକାର ପରିସ୍ଥିତି ଦେଖାଯାଏ ତା’ର ଉଦାହରଣ ପାଲଟିଛି ବିଜେଡି। ଦିନ ଥିଲା ବିଜେଡିକୁ ଆସିବାକୁ ନେତାଙ୍କ ଲାଇନ୍‌…

ଓଡ଼ିଶା ଛାଡ଼ିଲା ‘ମୌସୁମୀ’

ଭୁବନେଶ୍ୱର,୧୫।୧୦: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରୁ ବିଦାୟ ନେଇଛି। ୧୩ ତାରିଖରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ବୁଧବାର ସୁଦ୍ଧା ଏହା ସମ୍ପୂର୍ଣ୍ଣ ଭାବେ ଓଡ଼ିଶା ଛାଡ଼ିଛି। ପ୍ରଥମ ଦିନରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri