ମେଟ୍ରୋ

ମହାନଦୀରେ ଭାସିଯାଇଥିବା ୨ ନାବାଳକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୧୨।୧୦: ସମ୍ବଲପୁର ସହରର ବଡବଜାରସ୍ଥିତ ମହାନଦୀ ସଡ଼କ ଘାଟରେ ଶୁକ୍ରବାର ପାଣିରେ ବୁଡ଼ି ନିଖୋଜ ହୋଇଯାଇଥିବା ୨ ନାବାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ନାବାଳକ ଦ୍ୱୟ ହେଲେ ସମ୍ବଲପୁର କ୍ଷେତରାଜପୁର ଅଞ୍ଚଳର ଏସ.କନିସ୍କ ଓ ହିମାଂଶୁ। ଉଭୟେ କ୍ଷେତରାଜପୁରସ୍ଥିତ ବିଦ୍ୟାଳୟରେ ନବମ…

ପ୍ରକାଶ ବେହେରା ଦଳ ଛାଡ଼ିବା ପରେ ନିଆଁରେ ଘିଅ ଢାଳିଲେ ସମ୍ବିତ, କହିଲେ ବିପର୍ଯ୍ୟୟବେଳେ…

ଭୁବନେଶ୍ୱର,୧୨ା୧୦: ପ୍ରକାଶ ବେହେରା ବିଜେଡି ଛାଡ଼ିବା ପରେ ନିଆଁରେ ଘିଅ ଢାଳିଛନ୍ତି ପୂର୍ବତନ ବିଧାୟକ ସମ୍ବିତ ରାଉତରାୟ। ସେ କହିଛନ୍ତି, ବିପର୍ଯ୍ୟୟ ବେଳେ ଭୀରୁମାନେ ହିଁ ଡଙ୍ଗାରୁ ଡେଇଁ ପଡ଼ନ୍ତି। ସମ୍ବିତ କହିଛନ୍ତି, ପ୍ରକାଶ କେବେ ବିଜେଡିରେ ନ ଥିଲେ। ସେ…

ମୋହନ-ନବୀନଙ୍କ ପୂଜାମଣ୍ଡପ ବୁଲାକୁ ନେଇ ରାଜନୀତି

ଭୁବନେଶ୍ୱର, ୧୨।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ରାଜଧାନୀର ବିଭିନ୍ନ ପୂଜାମଣ୍ଡପ ବୁଲିଛନ୍ତି। ଏହାପରେ ଭାଜପା ଓ ବିଜେଡି ମଧ୍ୟରେ ରାଜନୈତିକ ଲଢ଼େଇ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀଙ୍କ ପୂଜାମଣ୍ଡପ ବୁଲାକୁ…

ପାଗ ଅନୁକୂଳ, ଓଡ଼ିଶାରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୧ା୧୦: ଦୁଇଦିନ ମଧ୍ୟରେ ଓଡିଶାରୁ ଅପସରି ଯିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏନେଇ ପାଗ ଅନୁକୂଳ ଥିବା ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଗୁଜରାଟ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ବିହାରରୁ ମୌସୁମୀ ସମ୍ପୂର୍ଣ୍ଣ ଫେରିଯିବ। ସେହିପରି ମହାରାଷ୍ଟ୍ର, ଛତିଶଗଡ଼,…

ନବୀନଙ୍କୁ ଭାଜପାର ଟାର୍ଗେଟ: ଆଇନ ମନ୍ତ୍ରୀ କହିଲେ ୨୪ ବର୍ଷ ଧରି ବୁଲୁ ନ ଥିଲେ…

ଭୁବନେଶ୍ୱର,୧୧।୧୦: ରାଜଧାନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଦୁର୍ଗା ପୂଜା ମଣ୍ଡପ ବୁଲାକୁ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ମେୟର ସୁଲୋଚନା ଦାସଙ୍କ କ୍ରେଜ ରାଜନୀତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, କାହାର କେତେ…

ଦୁର୍ଗା ପୂଜାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ସବୁ ପୂଜାମଣ୍ଡପକୁ ପାର୍ବଣ ଭେଟି 

ଭୁବନେଶର,୧୦।୧୧: ଶାରଦୀୟ ଦୁର୍ଗା ପୂଜା ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ବଡ଼ ଘୋଷଣା କରିଛନ୍ତି । ରାଜ୍ୟରେ  ଭାଜପା  ସରକାର ପ୍ରଥମଥର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ପୂଜା ମଣ୍ଡପମାନଙ୍କୁ ପୂଜା ଭେଟି ଦେଇଛନ୍ତି । ରାଜ୍ୟର ସବୁ ଦୁର୍ଗା…

ଖଣ୍ଡଗିରି ପାହାଡ଼ ତଳୁ ମଳିଲା  ସ୍ଫୋର୍ଟ୍ସ  ଡ୍ରେସ୍‌ ପିନ୍ଧା ଯୁବକଙ୍କ ମୃତଦେହ : ସନ୍ଦେହ ଘେରରେ…

ଭୁବନେଶ୍ୱର,୧୧।୧୦: ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ପାହାଡ଼ ତଳୁ ଜଣେ ଯୁବକଙ୍କ ମୃତଦେହ ମିଳିଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକଙ୍କ ଦେହରେ ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକ ଜଣଙ୍କ  ସ୍ଫୋର୍ଟ୍ସ  ଡ୍ରେସ୍‌ରେ…

ବିଭିନ୍ନ ପୂଜାମଣ୍ଡପ ବୁଲିଲେ ନବୀନ, ମା’ଙ୍କ ଆଶିଷ ନେଇ ଲୋକଙ୍କ ସହ…

ଭୁବନେଶ୍ୱର,୧୧ା୧୦: ମହାମାୟାଙ୍କ ପୂଜା ପାଇଁ ସମଗ୍ର ରାଜଧାନୀ ଭୁବନେଶ୍ୱର ହୋଇଛି ଚଳଚଞ୍ଚଳ। ଶୁକ୍ରବାର ମହାଷ୍ଟମୀ ଅବସରରେ ରାଜଧାନୀର ବିଭିନ୍ନ ପୂଜାମଣ୍ଡପ ବୁଲୁଛନ୍ତି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଭୁବନେଶ୍ବରରେ ୩ଟି ପୂଜା ମଣ୍ଡପ ବୁଲିବାର କାର୍ଯ୍ୟକ୍ରମ…

ଭୁବନେଶ୍ୱରରେ ଭଡ଼ାରେ ଲାଗିଛି ଆବାସ ଯୋଜନା ଘର: ଛଡାଇ ନେବ ବିଏମସି

ଭୁବନେଶ୍ୱର,୧୦।୧୦: ରାଜଧାନୀରେ ରାଜିବ ଆବାସ ଯୋଜନରେ ସରକାରଙ୍କ ଠାରୁ ମାଗଣାରେ ଘର ପାଇ ତାକୁ ଭଡାରେ ଦେଇ ମୋଟା ଅଙ୍କର ଟଙ୍କା କାମଉଛନ୍ତି। ନିଜକୁ ଭୂମିହୀନ, ଗୃହହୀନ, ଗରିବ ବୋଲି ଦର୍ଶାଇ ହିତାଧିକାରୀ ପାଲଟିଥିବା କିଛି ଘରମାଲିକଙ୍କ ଏଭଳି କେଳେଙ୍କାରୀ ଏବେ…

ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ

ଭୁବନେଶ୍ୱର,୧୦।୧୦: ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ଦିନ ଗୋଟାଏ ଯାଏ ପ୍ରବେଶ ଅନୁମତି ରହିଛି। ଯଶିପୁର କାଳିଆଣି ଗେଟ ଦେଇ ୩୫ଟି ଗାଡି ଏବଂ ବାରିପଦା ପିଠାବଟା ଲୁଲୁଙ୍ଗ ପଟୁ ୨୫ଟି ଗାଡିକୁ ପ୍ରବେଶ ଅନୁମତି…

ଭାରତର ଉଦ୍ୟୋଗୀ ମନୋଭାବର ଏକ ଉଜ୍ଜ୍ୱଳ ଆଲୋକ ଥିଲେ ରତନ ଟାଟା, ନବୀନ କହିଲେ ସମଗ୍ର ବିଶ୍ୱରେ…

ଭୁବନେଶ୍ୱର,୧୦ା୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ଏନେଇ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri