ଆଜି ୧୩ ଜିଲାରେ ବର୍ଷା ସମ୍ଭାବନା: ୧୫ ପର୍ଯ୍ୟନ୍ତ ବିଶେଷ ବଦଳିବନି ପାଣିପାଗ
ଭୁବନେଶ୍ୱର,୯।୧୦(ଅନୁରାଧା ମହାରଣା):ରାଜ୍ୟରେ ବର୍ତ୍ତମାନ କୌଣସି ନିର୍ଦ୍ଦିଷ୍ଟ ପାଣିପାଗ ନିୟାମକ ସକ୍ରିୟ ନ ଥିବାବେଳେ ପୂର୍ବାଳି ବାୟୁ ପ୍ରଭାବରେ ରାଜ୍ୟକୁ କ୍ରମାଗତ ଜଳୀୟବାଷ୍ପ ପ୍ରବେଶ କରୁଛି। ଏହା ଉତ୍ତର-ପଶ୍ଚିମ ଦିଗରୁ ପ୍ରବେଶ କରୁଥିବା ଶୁଷ୍କ ବାୟୁ ଏବଂ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି…
ଭୁବନେଶ୍ୱର ସମେତ ୪ ସହରରେ ଚାଲିବ ୩୫୦ ଇ-ବସ୍
ଭୁବନେଶ୍ୱର,୯ା୧୦(ଅନିଲ ଦାସ):ବାୟୁ ଏବଂ ଶବ୍ଦ ପ୍ରଦୂଷଣକୁ ରୋକିବା ସହ ସାଧାରଣ ପରିବହନ ଖର୍ଚ୍ଚକୁ ହ୍ରାସ କରିବା ପାଇଁ ରାଜ୍ୟର ସହରାଞ୍ଚଳରେ ଇଲେକ୍ଟ୍ରିକ ବସ୍ ସେବାକୁ ତ୍ୱରାନ୍ବିତ କରାଯିବ। ଏ ନେଇ ରାଜ୍ୟ ସରକାର ୪୦୦ ଇ-ବସ୍ ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କୁ…
ଆଜି ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ୨ୟ ପର୍ଯ୍ୟାୟ: ଏହି ନମ୍ବରକୁ କଲ୍ କରି ପାଆନ୍ତୁ ଅପ୍ଡେଟ୍
ଭୁବନେଶ୍ୱର, ୯ା୧୦(ସୁନିତ୍ ମିଶ୍ର):‘ସୁଭଦ୍ରା’ ଯୋଜନାରେ ହିତାଧିକାରୀଙ୍କ ଆକାଉଣ୍ଟକୁ ବୁଧବାର ମଧ୍ୟାହ୍ନ ୧୨ଟା ପୂର୍ବରୁ ଟଙ୍କା ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ପ୍ରଭାତୀ କହିଛନ୍ତି, ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ମୁଖ୍ୟମନ୍ତ୍ରୀ…
ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ବଢାଇଲେ ରାଜ୍ୟ ସରକାର
ଭୁବନେଶ୍ୱର,୮।୧୦: ଦଶହରା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଇଛନ୍ତି ଓଡିଶା ସରକାର। ମଙ୍ଗଳବାର ରାଜ୍ୟ ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମା ବଢାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ…
ବାବୁଙ୍କୁ ବାନ୍ଧିଲା ଭିଜିଲାନ୍ସ, ସରକାରୀ କ୍ୱାର୍ଟର ଦେଇଥିଲେ ଭଡ଼ା
ଭୁବନେଶ୍ୱର,୮।୧୦: ପଞ୍ଚାୟତ ରାଜ ଏବଂ ପାନୀୟ ଜଳ ବିଭାଗର ବରିଷ୍ଠ ଅଧିକାରୀ ରମେଶ ଜଣେ ସରକାରୀ ଅଧିକାରୀ ହୋଇଥିବାବେଳେ ସରକାରୀ ନିୟମକୁ ଉଲଙ୍ଘନ କରିଥିଲେ। ସେ ୨୦୨୧ ମସିହା ଜୁନରୁ ମାର୍କେଟ୍ ବିଲ୍ଡିଂ ପଛପାର୍ଶ୍ୱରେ ଥିବା ସରକାରୀ କ୍ୱାର୍ଟର (ନଂ.ଆଇଭି-ଏ ୪୬/୧)କୁ…
କଣ୍ଟାବାଞ୍ଜିରେ ଭାଜପାକୁ ଝଟ୍କା, କୋର୍ଟ ଦେଇଦେଲେ ବଡ଼ ରାୟ
ବଲାଙ୍ଗୀର,୮।୧୦: କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଲକ୍ଷ୍ମଣ ବାଗଙ୍କ ବିରୋଧରେ ରୁଜୁ ନିର୍ବାଚନୀ ଅନିୟମିତତା ମାମଲାରେ ସେ ଉତ୍ତର ଦାଖଲର ଶେଷ ସୁଯୋଗ ହରାଇଛନ୍ତି। ତାଙ୍କ ବିରୋଧରେ ହୋଇଥିବା ନିର୍ବାଚନୀ ମିଥ୍ୟା ସତ୍ୟପାଠ ଦାଖଲ ମାମଲାରେ ୩ ଥର ନୋଟିସ୍ ପରେ…
ଓଡ଼ିଶା ପାଇଁ ଗୌରବ, ଦମନକୁ ଜାତୀୟ ପୁରସ୍କାର
ଭୁବନେଶ୍ୱର,୮।୧୦: ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଦମନ ପୁରସ୍କୃତ ହୋଇଛି। ଦିଲ୍ଲୀ ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରୁଛନ୍ତି। ବିଭିନ୍ନ ବର୍ଗରେ ମନୋନୀତ…
୧୩ ଥାନାରେ ନାହିଁ ସିସିଟିଭି
ଭୁବନେଶ୍ୱର,୮।୧୦: ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ବେଳେ ବଡ଼ ବୟାନ ଦେଇଛନ୍ତି ଏଡିଜି ଦୟାଲ ଗଙ୍ଗୱାର୍। ୧୩ଟି ଥାନାରେ ସିସିଟିଭି ନ ଥିବା ଗଙ୍ଗୱାର୍ ହାଇକୋର୍ଟଙ୍କୁ ଜଣାଇଛନ୍ତି। ବ୍ୟକ୍ତିଗତ ଭାବେ ହାଜର ହୋଇ ୧୫ ଦିନରେ ଏହି ୧୩ଟି ଥାନାରେ…
ସାବଧାନ ଦଶହରା ବଜାରରେ ଘୁରିବୁଲୁଛି ନକଲି ନୋଟ: ଟାର୍ଗେଟରେ…
କଟକ,୮।୧୦: ନକଲିର ଗନ୍ତାଘର କଟକ ସହର। ଏହା ମଧ୍ୟରେ ସାମ୍ନାକୁ ଆସିଛି ନକଲି ନୋଟ କାରବାର ଖବର। ପାର୍ବଣକୁ ଟାର୍ଗେଟ କରିଛନ୍ତି, ନୋଟ ମାଫିଆ। ଦଶହରା ମାର୍କେଟରେ କୋଟି କୋଟି ଟଙ୍କା ଛାଡିବାକୁ ସେମାନେ ଯୋଜନା ଚଳାଇଛନ୍ତି। ଟାର୍ଗେଟରେ ଦଶହରାକୁ ଆସିଥିବା…
ଯନ୍ତ୍ରୀଙ୍କ ଆଖିଖୋସି ହୋଇଗଲା ଭଳି ସମ୍ପତି : କୋଟି କୋଟି ଟଙ୍କାର….
ଭୁବନେଶ୍ୱର,୮।୧୦: ତେଲ ଜଳସେଚନ ପ୍ରକଳ୍ପ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ୱର ଶୈଳଶ୍ରୀ ବିହାରରେ ୩୩୦୦ ବର୍ଗଫୁଟର ୩ ମହଲା କୋଠା, ପୁରୀ ବାଟମଙ୍ଗଳାରେ ଏକ ଆପାର୍ଟମେଣ୍ଟରେ ଫ୍ଲାଟ ଠାବ କରିଛି ଭିଜିଲାନ୍ସ।…
୯ ତାରିଖ ଏହି ସମୟରେ ଖାତାକୁ ଆସିବ ସୁଭଦ୍ରା ଟଙ୍କା, ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ଅପ୍ଡେଟ୍…
ଭୁବନେଶ୍ୱର,୮।୧୦: ‘ସୁଭଦ୍ରା ଯୋଜନା’ର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସନ୍ତାକାଲି ଅର୍ଥାତ ଅକ୍ଟୋବର ୯ରେ ହିତାଧିକାରୀଙ୍କ ଆକାଉଣ୍ଟରେ ପହଞ୍ଚିବ। ଦଶହରା ପୂର୍ବରୁ ମହିଳାଙ୍କୁ ଏହି ଟଙ୍କା ମିଳିବାକୁ ଯାଉଥିବାରୁ ଉତ୍ସାହ ବଢ଼ି ଚାଲିଛି। ଏମିତିରେ କେଉଁ ସମୟରେ ଏହି ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ…
Archives


