ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା
ଭୁବନେଶ୍ୱର,୨୧ା୧୨(ସୁନିତ୍ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି କରିଥିଲେ। ସେହି ଭୋଜିରେ କିନ୍ତୁ କେହି ସେମିତି ନିଜକୁ ବରିଷ୍ଠ ବା ରାଜ୍ୟସ୍ତରୀୟ ନେତା…
ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି
ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ ହଜାର ହଜାର ଗାଡ଼ି ପଞ୍ଜୀକରଣ ହେଉଥିବାରୁ ଏହାର ଧୂଅଁା ପରିବେଶକୁ ନଷ୍ଟ କରୁଛି। ଏପରି…
ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ
ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି ସକାଳ ସମୟରେ ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡି ଯାତାୟାତରେ ବାଧା ସୃଷ୍ଟି କରୁଛି। ଆଞ୍ଚଳିକ…
ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?
ଭୁବନେଶ୍ୱର,୨୧ା୧୨(ସୁନିତ୍ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ବର୍ତ୍ତମାନ ଦାୟିତ୍ୱ ତୁଲାଉଥିବା ୧୯୯୦ ବ୍ୟାଚ୍ ଆଇଏଏସ୍ ଅଫିସର ମନୋଜ…
୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…
ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି ସକାଳ ସମୟରେ ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡି ଯାତାୟାତରେ ବାଧା ସୃଷ୍ଟି…
ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…
ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ ଜମି ଜବର ଦଖଲ ନେଇ RIଙ୍କ ଉପରେ ଉଦ୍ବେଗ ପ୍ରକାଶ କରିଛନ୍ତି। ସେହିପରି ବେଆଇନ…
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ
ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ କଂଗ୍ରେସ। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ଉଦ୍ୟମ ବେଳେ ଅଣ୍ଡାମାଡ଼ ହୋଇଛି। ଏହି ସମୟରେ ଯୁବ…
ବିଜେଡି ନେତାଙ୍କ ଭୋଜି: ନେତୃତ୍ୱକୁ ବିରୋଧ ଚର୍ଚ୍ଚା…..
ଭୁବନେଶ୍ୱର,୨୦।୧୨(ସୁନିତ୍ ମିଶ୍ର):ବିଜେଡିର କେତେଜଣ ପୂର୍ବତନ ବିଧାୟକ ଏବଂ ଗତ ନିର୍ବାଚନରେ ପରାଜିତ ନେତା ଭୁବନେଶ୍ୱର ଉପକଣ୍ଠରେ ଏକାଠି ହୋଇ ଏକ ଭୋଜିର ଆୟୋଜନ କରିଥିଲେ। ଏହି ଭୋଜିରେ ଯୋଗଦେଇଥିବା ନେତାମାନଙ୍କ ମଧ୍ୟରୁ କିଏ ତା’ର ନେତୃତ୍ୱ ନେଇଥିଲେ ସେକଥା ହୋଇପାରି ନାହିଁ।…
ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି
ଭୁବନେଶ୍ୱର, ୨୦।୧୨(ସୁନିତ୍ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି। ହେଲେ ଦେଖିବାକୁ ମିଳିଛି, ରାଜ୍ୟ ସରକାରଙ୍କୁ ଏକ ବିଚିତ୍ର ପରିସ୍ଥିତିରେ ଖଣିରୁ ଅନେକ ଶହ…
ସରକାରଙ୍କ ବଡ଼ ଘୋଷଣା: ପ୍ରତି ବ୍ଲକରେ ଖୋଲିବ…
ଭୁବନେଶ୍ୱର,୨୦ା୧୨ (ସୁଚିସ୍ମିତା ସାହୁ):ଓଡ଼ିଶାରେ ଉଚ୍ଚଶିକ୍ଷାର ବିକାଶକୁ ନେଇ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ରେ ୪ଟି ପ୍ରମୁଖ ମାନଦଣ୍ଡକୁ ସ୍ଥାନିତ କରାଯାଇଛି। ଉଚ୍ଚଶିକ୍ଷା କ୍ଷେତ୍ରରେ ୨୦୩୬ ସୁଦ୍ଧା ୫୦% ଓ ୨୦୪୭ ସୁଦ୍ଧା ୬୦% ସାମଗ୍ରିକ ଶିକ୍ଷା ଅନୁପାତକୁ ସୁନିଶ୍ଚିତ…
ଖୁସିଖବର ଦେଲେ ମୁଖ୍ୟମନ୍ତ୍ରୀ: ୫୬ହଜାର ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି
ଭୁବନେଶ୍ୱର,୨୦।୧୨(ରବିନାରାୟଣ ଜେନା):ଓଡ଼ିଶା ଦେଶର ବିକାଶର ଇଞ୍ଜିନ୍ ହେବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ହାଇଦ୍ରାବାଦ୍ସ୍ଥିତ ଇନଭେଷ୍ଟର୍ସ ମିଟ୍ସର ଉଦ୍ଯାପନୀ ଅବସରରେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ନିବେଶକ ସମ୍ମିଳନୀ ଏକ ଏଭଳି ପ୍ଲାଟ୍ଫର୍ମ ଯେଉଁଠି…
ବଦଳିଗଲେ ନବୀନ, ପ୍ରଥମରୁ ଏମିତି ନ ଥିଲେ…
ଭୁବନେଶ୍ୱର, ୨୦।୧୨(ସୁନିତ୍ ମିଶ୍ର):ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବୃଦ୍ଧି ସମ୍ପର୍କିତ ବିଲ୍ ଯାହା ବିଧାନସଭାରେ ପାରିତ ହୋଇଛି ସେଥିରେ ସଂଶୋଧନ ହେବା ନେଇ ଚର୍ଚ୍ଚା ଜୋର୍ ଧରିଛି। ଭାଜପା ବିଧାୟକମାନେ ଏନେଇ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ…
Archives


