ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା
ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି ।ଓଡ଼ିଶାର ପ୍ରଗତି, ସାଂଗଠନିକ ସୁଦୃଢ଼ୀକରଣ ଓ ଆଗାମୀ କାର୍ଯ୍ୟପନ୍ଥା ଆଲୋଚନା କରିଛନ୍ତି ।…
ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍ ଆଲର୍ଟ ଜାରି
ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ ହୋଇଛି। ଫଳରେ ସାରା ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ପଶ୍ଚିମ ଓଡ଼ିଶାରେ ପ୍ରବଳ…
ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…
ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ ଦେଖିପାରିବେ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶିକ୍ଷାବର୍ଷ ୨୦୨୬-୨୭ ପାଇଁ…
ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !
ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍ ଆସୋସିଏଶନ(ଓମ୍ସା) ନେତୃତ୍ୱରେ ଆନ୍ଦୋଳନରେ ସାମିଲ ହୋଇଥିବା ଡାକ୍ତରମାନଙ୍କ ବିରୋଧରେ ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…
ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ ଏବଂ ଗୀତା ଦାସ ଗାଇବେ । ଲକ୍ଷ୍ମୀପୁରାଣକୁ ନେଇ ସରକାର ଅନନ୍ୟ…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…
ଭୁବନେଶ୍ୱର,୨ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍ଡି ପକ୍ଷରୁ ସୂଚନା ଦିଆଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।…
ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ
ଭୁବନେଶ୍ୱର,୨ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାରୁ ଜଣାପଡ଼ିଛି। ବରଗଡ଼ର ଅମ୍ବାଭୋନାରେ ସର୍ବାଧିକ ୧୮୦ ମି.ମି.…
ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି
ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ ଶିଳ୍ପ ବିଭାଗ ଏବଂ ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଅନ୍ତରାଷ୍ଟ୍ରୀୟ ହୋଲଡିଂ କମ୍ପାନୀ ମଧ୍ୟରେ…
୩ ପରେ ୪ର୍ଥ
ଭୁବନେଶ୍ୱର,୨।୭(ସୁନିତ୍ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି। ବିଶ୍ୱସ୍ତ ସୂତ୍ରରୁ ଜାଣିବାକୁ ମିଳିଛି, ଚୌଦ୍ୱାର ଜେଲରୁ ୨ ଜଣ ଅପରାଧୀ ଫେରାର…
ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍ଆଇ ପରୀକ୍ଷା
ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍-ଇନ୍ସପେକ୍ଟର (ଏସ୍ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ ବୟସ ବଢ଼ିଯାଇଛି। କେବେ ପରୀକ୍ଷା ହେବ ସେନେଇ ବିଜ୍ଞପ୍ତି ପ୍ରକାଶ ପାଉ ନ…
କ୍ୟାବିନେଟ୍ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…
ଭୁବନେଶ୍ବର,୧ା୭: କ୍ୟାବିନେଟ୍ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ ଦେବାକୁ ପଡିବ ନାହିଁ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରସ୍ତାବକୁ ମଞ୍ଜୁରୀ…
ଭାଜପାରେ ସାମିଲ ହେଲେ ମଣ୍ଡଳ ଦମ୍ପତି, ତାଙ୍କ ସହିତ…
ଭୁବନେଶ୍ୱର,୧ା୭: ଭାଜପାରେ ବୁଧବାର ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ। ଶଙ୍ଖ ଛାଡ଼ି ଏହି ଦମ୍ପତି ଏବେ ପଦ୍ମ ଧରିଛନ୍ତି। ତାଙ୍କ ସହିତ ବିଜେଡିର ସୁବାସିନୀ ସାହୁ ମଧ୍ୟ ଆଜି ଭାଜପାରେ…

