ଭୋଗ ନାଁରେ ବିକ୍ରି ହେଉଛି ଅପମିଶ୍ରିତ ଖଜା
ପୁରୀ,୧୫ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁଙ୍କ ଭୋଗ କହି ଶ୍ରୀମନ୍ଦିର ବାହାରେ ବିକ୍ରି ହେଉଛି ଅପମିଶ୍ରିତ ଖଜା, ଯାହାକୁ ନେଇ ସୁଆର-ମହାସୁଆର ନିଯୋଗ ସମ୍ପାଦକ ନାରାୟଣ ମହାସୁଆର ଅଭିଯୋଗ କରିଛନ୍ତି। କିଛି ମୁନାଫାଖୋର୍ ବ୍ୟବସାୟୀ ଆଣ୍ଠୁ ଓ ଗୋଡ଼ରେ ମଇଦା ଚକଟି ଖଜା…
ମାଠିଆ ବାଡ଼େଇ ରାଜନୀତି କଲେ ପୂର୍ବ ସରକାର: ମନ୍ତ୍ରୀ ହରିଚନ୍ଦନ
ଭୁବନେଶ୍ୱର,୧୫।୧୨(ଅନିଲ ଦାସ): ମହାନଦୀ ପ୍ରସଙ୍ଗକୁ ନେଇ ଆରୋପ ପ୍ରତ୍ୟାରୋପ ରାଜନୀତି ଜୋର ଧରିଛି। ବିଜେଡି ଅଭିଯୋଗ କରିଛି, ନୂଆ ଅଧ୍ୟକ୍ଷ ନିଯୁକ୍ତି ଅର୍ଥ ଦାସେ ଆସିଲେ ମୂଳରୁ ଗାଅ। ଶୁଣାଣି ଶେଷବେଳକୁ ମହାନଦୀ ଲୀନ ହୋଇଯାଇଥିବ। କଂଗ୍ରେସ ମଧ୍ୟ ବିଜେଡି ସହ…
ଶୀତ ଲହରି ନେଇ ଏହି ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୫ା୧୨(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରି ଜାରି ରହିଛି। ଶନିବାର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୦.୫ ଡିଗ୍ରୀ ସେଲସିୟସ୍ ରହିଥିବାବେଳେ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୭.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ୧୮ରୁ ୨୦ ତାରିଖ ମଧ୍ୟରେ…
ଜାନୁଆରୀରେ ଜୋରଦାର ହେବ ଲଢ଼େଇ: ବିଜେଡି
ଭୁବନେଶ୍ୱର,୧୫।୧୨(ଅନିଲ ଦାସ): ଆନ୍ଧ୍ର ସରକାରଙ୍କ ଦ୍ବାରା ନିର୍ମାଣାଧୀନ ପୋଲାଭରମ୍ ପ୍ରକଳ୍ପ ଯୋଗୁ ମାଲକାନଗିରି ଜିଲାର ମୋଟୁ ଅଞ୍ଚଳର କେତେକ ପଞ୍ଚାୟତ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ଏହି ପ୍ରକଳ୍ପ ପାଇଁ ହେବାକୁ ଥିବା କ୍ଷତିକୁ ବିରୋଧ କରି ବିଜେଡି ଏକ ଆନ୍ଦୋଳନ…
ଟ୍ରେନ୍ରେ ଓ୍ବାକିଂ ବୁକ୍ଫେୟାର- ଟ୍ରାଭେଲ
ଭୁବନେଶ୍ୱର,୧୫ା୧୨ (ସୌମ୍ୟରଞ୍ଜନ ରାଉତ): ଟ୍ରେନ୍ରେ ୨ୟ ଓ୍ବାକିଂ ବୁକ୍ଫେୟାର- ଟ୍ରାଭେଲ୍ ରାଇଟିଂ ଫେଷ୍ଟିଭାଲ ଶନିବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ରେଳଷ୍ଟେଶନରୁ ଟ୍ରେନ ଯାତ୍ରା ମାଧ୍ୟମରେ ଭ୍ରମଣକାରୀମାନେ ଏହି ସାହିତ୍ୟ ଉତ୍ସବର ମଜା ଉଠାଇବା ସହ ଅନୁଭୂତି ବଖାଣିଛନ୍ତି। ଓ୍ବାକିଂ ବୁକ୍ଫେୟାର ପକ୍ଷରୁ…
ଭୁବନେଶ୍ୱରରୁ କଟକ ଆସୁଥିବା ବେଳେ ଜଳିଗଲା ମୋ ବସ
କଟକ,୧୪ା୧୨ (କାର୍ତ୍ତିକ ସାହୁ): କଟକ ମଧୁପାଟଣା ଛକ ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ଭୁବନେଶ୍ୱରରୁ କଟକ ଆସୁଥିବା ବେଳେ ଏକ ମୋ ବସରେ ନିଆଁ ଲାଗି ଯାଇଛି। ତେବେ ନିଆଁ ଲାଗିବାର କାରଣ ଜଣାପଡି ନ ଥିବା ବେଳେ…
ମାଞ୍ଜା ସୂତାରେ ଗୁଡି ଉଡ଼ାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ: ଡିସିପି
କଟକ,୧୪।୧୨: ଆଗକୁ ମକର ସଂକ୍ରାନ୍ତି। ଆରମ୍ଭ ହୋଇଯିବ ଗୁଡି ଉଡ଼ା। ଗୁଡି ଉଡ଼ା ସମୟରେ ଘଟୁଥିବା ଦୁର୍ଘଟଣାକୁ ଦୃଷ୍ଟିରେ ରଖି କଟକ କମିଶନରେଟ ପୋଲିସ ପକ୍ଷରୁ ଦୃଢ ପଦକ୍ଷେପ ନିଆଯାଇଛି। ମାଞ୍ଜା ସୂତା ବିକ୍ରି କିମ୍ବା ସୂତାରେ ଗୁଡ଼ି ଉଡ଼ାଇଲେ ପୋଲିସ…
ଜେରା ପରେ ବିଷ୍ଣୁପଦଙ୍କ ଡ୍ରାଇଭର କହିଲେ ଡ୍ୟୁଟି ପରେ ସାର୍ କେଉଁଆଡ଼େ…
ଭୁବନେଶ୍ୱର,୧୪ା୧୨: ରାଜଧାନୀ ଭୁବନେଶ୍ୱରରେ ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ମାମଲାରେ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ସିବିଆଇ ସମନ ପଠାଇଛି। ଗତ ୧୦ ତାରିଖରେ ସିବିଆଇର ନୂଆଦିଲ୍ଲୀ ଅଫିସରୁ ଏହି ସମନ ହୋଇଛି। ତଦନ୍ତରେ ସହଯୋଗ ପାଇଁ କୁହାଯିବା ସହ ୧୧…
ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ: ଆଇନମନ୍ତ୍ରୀ କହିଲେ ଯେତେବଡ଼ ଅଧିକାରୀ ହେଉ କି…
ଭୁବନେଶ୍ୱର,୧୨।୧୪: ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ ପ୍ରସଙ୍ଗରେ ମୁହଁ ଖୋଲିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଦୁର୍ନୀତି ପ୍ରମାଣିତ ହେଲେ କାର୍ଯ୍ୟାନୁଷ୍ଠାନ ହେବ। ଦୁର୍ନୀତି ପ୍ରତି ସରକାରଙ୍କ ଶୂନ୍ୟ ସହନଶୀଳତା ରହିଛି। ଯେତେବଡ଼ ଅଧିକାରୀ ହେଉ…
ପୂର୍ବତନ ଭାରତୀୟ ହକି ଖେଳାଳୀ ଦିଲ୍ଲୀପ ତିର୍କୀଙ୍କ ମୋବାଇଲ ଚୋରି
ଭୁବନେଶ୍ୱର,୧୩ା୧୨(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀରେ ମାତିଲେ ଲୁଟେରା । ପୂର୍ବତନ ଏମପି(ରାଜ୍ୟ ସଭା ସାଂସଦ) ତଥା ଭାରତୀୟ ହକି ଖେଳାଳୀ ଦିଲ୍ଲୀପ ତିର୍କୀଙ୍କ ମୋବାଇଲ ଓ ୨ ଟି ଇୟର ପଡସ ଚୋରି କରିନେଲେ ଦୁର୍ବୃତ୍ତ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମର ଗେଟ-୯…
ରାଜ୍ୟ ସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍, କହିଲେ ଆଗାମୀ ଦିନରେ ଅନେକ ନେତା…
ଭୁବନେଶ୍ୱର,୧୩ା୧୨: ରାଜ୍ୟ ସଭା ଉପନିର୍ବାଚନରେ ସୁଜିତ କୁମାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏକମାତ୍ର ପ୍ରାର୍ଥୀ ଭାବେ ଭାଜପାରୁ ନାମାଙ୍କନପତ୍ର ଦାଖଲ କରିଥିଲେ ସୁଜିତ୍। ଜିତିବା ପରେ ସୁଜିତ୍ ତାଙ୍କର ପ୍ରତିକ୍ରିୟାରେ କହିଛନ୍ତି, ବିଜେଡିରୁ ନେତା ମୁହଁ ଫେରାଇବା ଆରମ୍ଭ କଲେଣି। ଏପରିକି…
ପ୍ରେମିକାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ୍ କରି ପ୍ରେମିକ ଗିରଫ
ଭୁବନେଶ୍ବର,୧୩।୧୨: ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକାର ଭିଡିଓ ଭାଇରାଲ କରିଥିବା ଅଭିଯୋଗରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ଜଣେ ପ୍ରେମିକଙ୍କୁ ଗିରଫ କରିଛି। ପୋଲିସ ସୂଚନା ମୁତାବକ, ଜଣେ ଯୁବତୀ ଏବଂ ଯୁବକଙ୍କ ମଧ୍ୟରେ ପ୍ରେମ…
Archives


