ମେଟ୍ରୋ

ଯେତେ ଖୋଲୁଛି ସେତେ ମିଳୁଛି, ଯନ୍ତ୍ରୀଙ୍କ ଘରୁ ବାହାରୁଛି ପୁଳାପୁଳା ସୁନା, ଘରେ ଅଛି ସୁନାର ଗଣେଶ ଠାକୁର

ଭୁବନେଶ୍ୱର,୧୨।୮: ପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ତାଙ୍କ ନାଁରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ପରେ ସ୍ବତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ...

ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ: ୯ଟି ସ୍ଥାନରେ ଏକକାଳୀନ ଚଢାଉ

ଭୁବନେଶ୍ୱର,୧୨।୮: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି। ଆର୍‌ଆଣ୍ଡ୍‌ବି ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ରେଡ୍‌ ହୋଇଥିବା ଜଣାପଡିଛି। ଭୁବନେଶ୍ବର, କଟକ, ଝାରସୁଗୁଡ଼ାର ୯ଟି ସ୍ଥାନରେ ଏକକାଳୀନ ରେଡ୍‌...

ସୁରକ୍ଷା ଖୋଜୁଛି ଗଜରାଜ

ଭୁବନେଶ୍ୱର,୧୨ା୮(ଅସମାପିକା ସାହୁ):ଅଗଷ୍ଟ ୧୨ ସୋମବାର ହେଉଛି ବିଶ୍ୱ ହସ୍ତୀ ଦିବସ। ହାତୀଙ୍କୁ ସୁରକ୍ଷା ଦେବା ସହ ସେମାନଙ୍କ ସଂରକ୍ଷଣ ଦିଗରେ ସଚେତନତା କରିବା ପାଇଁ ଏହି ଦିବସ ପାଳନ କରାଯାଉଛି। କିନ୍ତୁ ବାସ୍ତବରେ ଏମାନଙ୍କ ସୁରକ୍ଷାରେ ଅବହେଳା ଓ ହାତୀ-ମଣିଷ...

କିଏ, କଉଁଠି କରିବେ ପତାକା ଉତ୍ତୋଳନ, ଜାଣନ୍ତୁ…

ଭୁବନେଶ୍ୱର,୧୧।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କି’ଏ କେଉଁଠି ପତାକା ଉତ୍ତୋଳନ କରିବେ ସେନେଇ ସରକାରଙ୍କ ପକ୍ଷରୁ ରବିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗରେ ଅନୁଷ୍ଠିତ ହେବାକୁ...

ମମତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାକୁ ଆଳୁ ଯୋଗାଣ ନେଇ କହିଲେ…

ଭୁବନେଶ୍ୱର,୧୧ା୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଶନିବାର ଫୋନ୍‌ରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ମୁଖ୍ୟମନ୍ତ୍ରୀ ମମତାଙ୍କୁ ଅନୁରୋଧ କରିଛନ୍ତି। ତେବେ ମୋହନଙ୍କ କଥା ରଖିଛନ୍ତି ଦିଦି। ସେ...

ପୁଣି ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ଆଇନମନ୍ତ୍ରୀ , କହୁ କହୁ କହିଦେଲେ…

ଭୁବନେଶ୍ୱର,୧୧।୮: ନିର୍ବାଚନ ସୟରେ ଏବଂ ତା ପୂର୍ବରୁ କାର୍ତ୍ତିକ ପାଣ୍ଡିଆନ ଏକ ସରକାରୀ ହେଲିକପ୍ଟରରେ ସାରା ଓଡ଼ିଶା ବୁଲି ପ୍ରଚାର କରୁଥିବା ଦେଖିବାକୁ ମିଳିଥିଲା । ଏହାକୁ ନେଇ ଏବେ ଭାଜପା ଆକ୍ସନମୋଡରେ ଅଛି। ପୂର୍ବରୁ ପରିବହନ ମନ୍ତ୍ରୀ ବିଭୂତି...

୩ ଜିଲାରେ ଜମି କିଣିଛି ରଙ୍ଗିଲା ସତ୍ୟଜିତ

ଭୁବନେଶ୍ୱର,୧୧ା୮(ସୂର୍ଯ୍ୟକାନ୍ତ ବେହେରା): ମିଥ୍ୟା ପରିଚୟ ଦେଇ ବହୁ ମହିଳାଙ୍କୁ ବିବାହ ବାହାନାରେ ଲକ୍ଷ ଲକ୍ଷ ଟଙ୍କା, ଗାଡ଼ି ଆଦି ଠକିଥିବା ସତ୍ୟଜିତ ସାମଲଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ୫ଦିନିଆ ରିମାଣ୍ଡରେ ଆଣିଛି କମିଶନରେଟ ପୋଲିସ। ଶନିବାର ସକାଳେ ତାଙ୍କୁ ଝାରପଡ଼ା ଜେଲରୁ...

୧୪ରୁ ପୁଣି ବଢ଼ିବ ବର୍ଷା

ଭୁବନେଶ୍ୱର, ୧୧ା୮(ଅସମାପିକା ସାହୁ): ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାରୁ ବର୍ଷା ଲାଗି ରହିଛି। ଶନିବାର ନୟାଗଡ଼ରେ ସର୍ବାଧିକ ୨୫.୬ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ମାଲକାନଗିରିରେ ୧୩.୪, ସୋନପୁର ୧୨, ବାରିପଦା ୮.୪, ବଲାଙ୍ଗୀର ୮, ଢେଙ୍କାନାଳ ୭.୬ ଓ...

ରାଜ୍ୟ ସରକାରଙ୍କୁ ଜମି ଓ ଅର୍ଥ ମାଗିବା ଛଡ଼ା କେନ୍ଦ୍ର ସରକାର ଆଉ କିଛି କରିନାହାନ୍ତି : ବିଜେଡି

ଭୁବନେଶ୍ୱର, ୧୧।୮(ଅନିଲଦାସ): ଗତ ୮ ବର୍ଷ ମଧ୍ୟରେ ଓଡ଼ିଶା ପାଇଁ କୌଣସି ନୂଆ ରେଳଲାଇନ ମଞ୍ଜୁର ହୋଇନାହିଁ। କିଛି ପ୍ରକଳ୍ପ ବଜେଟରେ ମଞ୍ଜୁରୀ ପାଇ ମଧ୍ୟ କେନ୍ଦ୍ର ସରକାର ଶୀତଳଭଣ୍ଡାରରେ ରଖି ଦେଇଛନ୍ତି। ଅଣଭାଜପା ଶାସିତ ରାଜ୍ୟ ପ୍ରତି କେନ୍ଦ୍ର...

ଅଗଷ୍ଟ ୧୫ରେ ସୁଭଦ୍ରା ଯୋଜନା ପାଇଁ ଆସିବ ଏସ୍‌ଓପି, ଜାଣନ୍ତୁ ଏଥିରୁ କେଉଁମାନେ ପଡ଼ିବେ ବାଦ୍‌

ଭୁବନେଶ୍ୱର,୧୦ା୮: ଆସନ୍ତା ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ସୁଭଦ୍ରା ଯୋଜନା ପାଇଁ ଏସ୍‌ଓପି ଆସିବ। ଏହି ଯୋଜନାରେ କିଏ ପାଇବେ, କିଏ ପାଇବେନି, ତାର ସ୍ପଷ୍ଟ ଚିତ୍ର ରହିବ। ସୁଭଦ୍ରା ଯୋଜନା ପାଇଁ ଆଧାର କାର୍ଡ ହିଁ ଯଥେଷ୍ଟ। ତେବେ...

ପୂର୍ତ୍ତବିଭାଗ ମୁଖ୍ୟଯନ୍ତ୍ରୀଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୦ା୮: କଟକ (ରାସ୍ତା ଓ ଗୃହନିର୍ମାଣ) ସର୍କଲର ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ଦୁର୍ନୀତି ଓ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ୧୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶ୍ରୀ ରଥଙ୍କୁ...

ଶସ୍ତା ହେଲା ଆଳୁ; ୧୦୦ ଟଙ୍କାରେ ମିଳୁଛି ତିନି କେଜି

ଭୁବନେଶ୍ୱର,୧୦ା୮: ଓଡ଼ିଶାରେ ସୃଷ୍ଟି ହୋଇଥିବା ଆଳୁ ସଙ୍କଟ ମଧ୍ୟରେ ଗ୍ରାହକମାନେ ଶନିବାର ରାଜଧାନୀ ଭୁବନେଶ୍ୱରରେ ତାଜା ଆଳୁ ଅଧିକ ସୁଲଭ ମୂଲ୍ୟରେ ବିକ୍ରି ହୋଇଛି। ରାଜ୍ୟରେ ଆସିଥିବା ନୂତନ ଷ୍ଟକ୍ ଯୋଗୁଁ ଆଳୁ ତିନି କିଲୋଗ୍ରାମରେ ୧୦୦ ଟଙ୍କାରେ ଉପଲବ୍ଧ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri