ମେଟ୍ରୋ

ମୁଖ୍ୟ ଶାସନ ସଚିବଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ଆବାସିକ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀ ଗର୍ଭବତୀ ହେବା ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି) ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ତଲବ କରିଛନ୍ତି। ମାନବାଧିକାର କର୍ମୀ ତଥା ସୁପ୍ରିମକୋର୍ଟ ଓକିଲ ରାଧାକାନ୍ତ ତ୍ରିପାଠୀ...

ଅର୍ଚ୍ଚନାଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ। ଗତ ଶୁକ୍ରବାର ଅର୍ଚ୍ଚନା ଜାମିନ ଆବେଦନ କରିଥିଲେ। ଆଜି ତାଙ୍କ ଏହି ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି।

ମୁହଁ ଖୋଲିଲେ ବ୍ୟବସାୟୀ, ଫସାଉଥିଲେ ଅର୍ଚ୍ଚନା

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ବ୍ଲାକ୍‌ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗ ଏବେ ଜେଲରେ ଅଛନ୍ତି। ତାଙ୍କୁ ନେଇ ଏବେ ବି ଚାରିଆଡ଼େ ଚର୍ଚ୍ଚା ଲାଗି ରହିଛି।...

ବିଡିଏ ପାଇଁ ଭୁବନେଶ୍ବର ବିଶ୍ବସ୍ତରରେ ପ୍ରଶଂସିତ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ବିଡିଏ ପାଇଁ ଭୁବନେଶ୍ବର ବିଶ୍ବସ୍ତରରେ ପ୍ରଶଂସିତ। ପ୍ରବଳ ବର୍ଷାରେ ମୁମ୍ବାଇ, ଚେନ୍ନାଇରେ ଯେଉଁ ପରିସ୍ଥିତି ଉପୁଜୁଛି ସେଭଳି ପରିସ୍ଥିତି ଭୁବନେଶ୍ବରରେ ହେଉନାହିଁ। ଏହା ବିଡିଏର ଅବଦାନ। କର୍ମଚାରୀଙ୍କ ଦକ୍ଷତା, ମନୋବଳ ଓ ଅକ୍ଳାନ୍ତ ପରିଶ୍ରମ ବଳରେ ଏସବୁ ସମ୍ଭବ...

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୪୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରାଜ୍ୟରୁ ସୋମବାର ୪୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୫୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୯ ଜଣ ଚିହ୍ନଟ...

ଗଡ଼ିଲା ପ୍ରଥମ ଆଲୁମିନିୟମ ପଣ୍ୟବାହୀ ରେଳ ରେକ୍‌

ଭୁବନେଶ୍ୱର, ୧୭।୧୦ (ବ୍ୟୁରୋ): ଭାରତର ପ୍ରଥମ ଆଲୁମିନିୟମ ପଣ୍ୟବାହୀ ରେଳ ରେକ୍‌ (ଓ୍ବାଗନ) ଓଡ଼ିଶାରୁ ଗଡ଼ିିଛି। ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରେଳଷ୍ଟେଶନର ୬ନମ୍ବର ପ୍ଲାଟଫର୍ମଠାରେ ଏହି ରେଳ ରେକ୍‌କୁ...

୨୦୨୩ ମାର୍ଚ୍ଚରେ ରାଜ୍ୟର ୮ ସହରରେ ମିଳିବ ୫ଜି ସେବା

ଭୁବନେଶ୍ୱର,୧୭ା୧୦ (ବ୍ୟୁରୋ): ଆସନ୍ତା ବର୍ଷ ଓଡ଼ିଶାରେ ୫ଜି ସେବା ଆରମ୍ଭ କରାଯିବ। ୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ପ୍ରଥମ ପର୍ଯ୍ୟାୟରେ ୨ଶହଟି ବଡ଼ ବଡ଼ ସହରରେ ଏହି ସେବା ଉପଲବ୍ଧ ହେବ। ଏଥିମଧ୍ୟରେ ଓଡ଼ିଶାର ୮ଟି ସହରକୁ ସାମିଲ କରାଯାଇଛି।...

‘ଓଡ଼ିଶା ଦେଶର ଟେକ୍ନୋଲୋଜି ରିସୋର୍ସ ହବ୍‌’

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରାଜ୍ୟରେ ଆଇଟି ଇକୋସିଷ୍ଟମକୁ ବ୍ୟାପକ କରିବା ପାଇଁ ଭୁବନେଶ୍ୱରର ଚନ୍ଦକା ଶିଳ୍ପାଞ୍ଚଳର ଇନ୍‌ଫୋସିଟି ନିକଟ ଓ-ହବ୍‌ଠାରେ ଆଇବିଏମ୍‌ର କ୍ଲାଏଣ୍ଟ ଇନୋଭେଶନ୍‌ ସେଣ୍ଟର(ସିଆଇସି)କୁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ପୂର୍ବ ଭାରତରେ ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ଆଇବିଏମ୍‌ର...

ହାଇଦ୍ରାବାଦରେ ମୁଖ୍ୟମନ୍ତ୍ରୀ, ଆଜି ନିବେଶକ ସମ୍ମିଳନୀ

ଭୁବନେଶ୍ବର,୧୭ା୧୦(ବ୍ୟୁରୋ): ଓଡ଼ିଶା ନିବେଶକ ସମ୍ମିଳନୀ ସୋମବାର ହାଇଦ୍ରାବାଦରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗଦେଇ ପୁଞ୍ଜିପତିଙ୍କ ସହ ସିଧାସଳଖ ଆଲୋଚନା କରିବେ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ନିବେଶକଙ୍କୁ ଆମନ୍ତ୍ରଣ କରିବେ। ରବିବାର ନବୀନଙ୍କ ଜନ୍ମଦିନ ହୋଇଥିବା ସତ୍ତ୍ବେ...

ନିବେଶ ପାଇଁ ଓଡ଼ିଶା ଉତ୍ତମ ସ୍ଥାନ

ଭୁବନେଶ୍ବର,୧୭ା୧୦(ବ୍ୟୁରୋ): ଭାରତୀୟ ଶିଳ୍ପ ଏବଂ ବାଣିଜ୍ୟ ମହାସଂଘ (ଫିକି) ସହଯୋଗରେ ଓଡ଼ିଶା ସରକାରଙ୍କ ପକ୍ଷରୁ ସୋମବାର ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ସରକାରଙ୍କ ପ୍ରତିନିଧି ଦଳ ଏହି ସମ୍ମିଳନୀରେ ଯୋଗଦେବାକୁ...

ଆଜିଠାରୁ ପିଜି ପାଠପଢ଼ା

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ୨୦୨୨-୨୩ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ସ୍ନାତକୋତ୍ତର(ପିଜି) ଛାତ୍ରୀଛାତ୍ରଙ୍କ ପାଠପଢ଼ା ସୋମବାରରୁ ଆରମ୍ଭ ହେବ। ଯେଉଁ ଛାତ୍ରୀଛାତ୍ର ହଷ୍ଟେଲରେ ରହିବା ପାଇଁ ନାମ ଲେଖାଇଛନ୍ତି, ସେମାନଙ୍କ ପାଇଁ ହଷ୍ଟେଲରେ ସବୁ ପ୍ରକାର ସୁବିଧା ରଖିବା ପାଇଁ ପୂର୍ବରୁ ଉଚ୍ଚଶିକ୍ଷା...

ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ସଂକ୍ରାନ୍ତରେ ଶନିବାର ରାଜ୍ୟ ସରକାର ଘୋଷଣା କରିଥିବାବେଳେ ରବିବାର ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ। ଚୁକ୍ତିଭିତ୍ତିକ ଗ୍ରୁପ୍‌ ‘ବି’, ‘ସି’, ‘ଡି’ ପାହ୍ୟାର ନିଯୁକ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri