ଭାଜପା ଉପରେ ବର୍ଷିଲେ ପ୍ରମିଳା: କହିଲେ ଆଳୁ ସମସ୍ୟାକୁ ସମାଧାନ କରିବାକୁ ଏ ସରକାର ନୁହେଁ…
ଭୁବନେଶ୍ୱର,୧୦।୮: ରାଜ୍ୟରେ ଆଳୁ ସମସ୍ୟା ଲାଗି ରହିଥିବା ବେଳେ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି, ଏବେ ରାଜ୍ୟରେ ଆଳୁ ଆମଦାନୀକୁ ନେଇ ଦୂରାବସ୍ଥା ଜାରି ଥିବାବେଳେ ଯୋଗାଣ ମନ୍ତ୍ରୀଙ୍କ ବିଭିନ୍ନ...
ପ୍ରଧାନମନ୍ତ୍ରୀ-ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି, କହିଲେ ଓଡ଼ିଶା ପରିବହନକୁ ନୂଆ…
ଭୁବନେଶ୍ୱର,୧୦ା୮: ରେଳ ବିକାଶ ପାଇଁ ଓଡ଼ିଶାକୁ ୬ଟି ପ୍ରକଳ୍ପ ମିଳିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଓଡ଼ିଶାର ବିକାଶଧାରାକୁ ଆହୁରି ଆଗକୁ ନେବ।...
ୟୁନିଟ-୧ ମାର୍କେଟରେ ବଡ଼ ଧରଣର ଚଢ଼ାଉ: ଧାର୍ଯ୍ୟ ଦାମ୍ରେ ଆଳୁ ବିକିବାକୁ କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର,୧୦।୮: ଆଳୁ ଦରକୁ ଦୃଷ୍ଟିରେ ରଖି ଶନିବାର ଯୋଗାଣ ବିଭାଗର ପକ୍ଷରୁ ଭୁବନେଶ୍ୱର ୟୁନିଟ-୧ ମାର୍କେଟରେ ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ ସରକାର ଧାର୍ଯ୍ୟ କରିଥିବା ଦାମ୍ରେ ଆଳୁ ବିକିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ଆଳୁ କିଲୋ...
ବାଂଲାଦେଶୀ ଅନୁପ୍ରବେଶ ଆଶଙ୍କାରେ ପ୍ରତିକ୍ରିୟା ରଖିଲେ ଆଇନ ମନ୍ତ୍ରୀ, କହିଲେ…
ଭୁବନେଶ୍ୱର,୧୦।୮: ବାଂଲାଦେଶୀ ଅନୁପ୍ରବେଶ ଆଶଙ୍କାରେ ରାଜ୍ୟ ଆଇନ ମନ୍ତ୍ରୀ ପୃଥିବୀ ରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ରାଜ୍ୟରେ ରହୁଥିବା ବାଂଲାଦେଶୀଙ୍କୁ ଚିହ୍ନଟ କରାଯିବ।ଯଦି କେହି ବିନା ଡକ୍ୟୁମେଣ୍ଟରେ ରହୁଥାନ୍ତି ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସୂଚନାଯୋଗ୍ୟ, ବାଂଲାଦେଶରେ...
ପୁଣି ୧୩ରୁ ପ୍ରବଳ ବର୍ଷା
ଭୁବନେଶ୍ୱର,୧୦।୮: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଆଜି ସୁନ୍ଦରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷା...
ଏଣିକି ପରିବାର ପିଛା ମିଳିବ ୩ କିଲୋ ଆଳୁ
ଭୁବନଶ୍ୱେର,୧୦।୮: ଏଣିକି ରାଜଧାନୀ ବାସିନ୍ଦା ୩ କେଜି ଆଳୁ ୧୦୦ ଟଙ୍କାରେ ପାଇବେ । ପରିବାର ପିଛା ୩ କିଲୋ ଆଳୁ ଯୋଗାଇ ଦେବାକୁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏନେଇ ଭୁବନେଶ୍ୱର ଅତିରିକ୍ତ ଜିଲାପାଳଙ୍କ ଅଫିସ ନିକଟରେ...
ପୁଣି ରିମାଣ୍ଡରେ ଆସିବେ ରସିକିଆ ଠକ
ଭୁବନେଶ୍ୱର,୧୦ା୮(ସୂର୍ଯ୍ୟକାନ୍ତ ବେହେରା): ମିଥ୍ୟା ପରିଚୟ ଦେଇ ୫ ମହିଳାଙ୍କୁ ବିବାହ କରି ଲକ୍ଷାଧିକ ଟଙ୍କା, ଗାଡ଼ି ଆଦି ଠକିଥିବା ସତ୍ୟଜିତ୍ ସାମଲଙ୍କୁ ପୁଣି ଥରେ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ। ଏନେଇ କ୍ୟାପିଟାଲ ଥାନା ପୋଲିସ ଗୁରୁବାର କୋର୍ଟରେ ୧୦...
ଜନଜାତିଙ୍କ ବିକାଶ ଲାଗି ବିଜେଡି ସମର୍ପିତ: ନବୀନ
ଭୁବନେଶ୍ୱର୧୦।୮(ଅନିଲ ଦାସ): ବିଜେଡି ପକ୍ଷରୁ ଶଙ୍ଖ ଭବନରେ ଶୁକ୍ରବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଜନଜାତି ସମ୍ପ୍ରଦାୟର ବିକାଶ ବିନା...
କୁଡୁମୀ ବର୍ଗର ନେତ୍ରୀଙ୍କ ନାଁରେ କହି ବିଜେଡି ନିଜ କର୍ମୀଙ୍କୁ ଅସମ୍ମାନ କରିଛି: ଭାଜପା
ଭୁବନେଶ୍ୱର, ୧୦।୮(ସୁନିତ୍ ମିଶ୍ର): ଜଣେ କୁଡୁମୀ ସମାଜ ଓ ପଛୁଆ ବର୍ଗର ନେତ୍ରୀଙ୍କୁ ସାମାନ୍ୟ ଗଛର ଡାଳ ସହ ତୁଳନାକରି ସମଗ୍ର କୁଡୁମୀ ସମାଜ, ମୟୂରଭଞ୍ଜବାସୀ ତଥା ସମସ୍ତ ବିଜେଡି କର୍ମୀଙ୍କୁ ଅସମ୍ମାନ କରାଯାଇଛି ା ବିଜେଡି ରାଜ୍ୟ ସଭାପତି...
ଫୁଲୁଛି ମହାନଦୀ: ତଳିଆ ଅଞ୍ଚଳରେ ଚିନ୍ତା ବଢ଼ିଲା
ଭୁବନେଶ୍ୱର,୧୦ା୮(ଅନିଲ ଦାସ): ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳସ୍ତର ବୃଦ୍ଧି ପାଇଛି। ଜଳଭଣ୍ଡାରର ୧୪ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ଏଥିଯୋଗୁ ମହାନଦୀ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। କଟକର ମୁଣ୍ଡଳୀ ଦେଇ ୫ ଲକ୍ଷ...
ଭୁବନେଶ୍ବର-ପୁରୀ ଏନଏଚ ୩୧୬ ହେବ ୬ ଲେନ
ଭୁବନେଶ୍ୱର,୯।୮: ଭୁବନେଶ୍ବର-ପୁରୀ ଏନଏଚ ୩୧୬ ହେବ ୬ ଲେନ। ଏଥିସହ ବଡ଼ବିଲ-ଚଣ୍ଡିଖୋଲ ରାସ୍ତା ମଧ୍ୟ ୬ ଲେନ ବିଶିଷ୍ଟ ହେବ। ୬ ଲେନ ରାସ୍ତା ସହ ୨ ପାଶର୍ବରେ ୨ ଲେନ ସର୍ଭିସ ରୋଡ ରହିବ। ଏ ସଂପର୍କୀତ ପ୍ରସ୍ତାବ...
ସରକାରଙ୍କ ବଡ଼ ଘୋଷଣା, କେଜି ୩୦ ଟଙ୍କାରେ ଆଳୁ ଦେବୁ
ଭୁବନେଶ୍ୱର,୯।୮:ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। କେଜି ୩୦ଟଙ୍କାରେ ଦିଆଯିବ ଆଳୁ। ଏନେଇ ଦିଲ୍ଲୀରୁ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ଆଲୋଚନା ସତ୍ତ୍ବେ ପଶ୍ଚିମବଙ୍ଗରୁ ଆଳୁ ଆସିପାରୁନାହିଁ। ତେଣୁ ରାଜ୍ୟ ସରକାର ନାଫେଡ ଜରିଆରେ ଆଳୁ...
Archives


