ମେଟ୍ରୋ

ଆଜିଠୁ ବିଜେଡି କରିବ ଜନସମ୍ପର୍କ ପଦଯାତ୍ରା: ସମସ୍ତଙ୍କୁ ଏକଜୁଟ ହେବାକୁ…

ଭୁବନେଶ୍ୱର,୨।୧୦: ଆଜିଠୁ ବିଜେଡି କରିବ ଜନସମ୍ପର୍କ ପଦଯାତ୍ରା। ରାଜ୍ୟରେ ବିଭିନ୍ନ ସ୍ଥାନରେ ଲୋକଙ୍କ ସହ ଯୋଡିହେବାକୁ ଦଳୀୟ କାର୍ଯ୍ୟକ୍ରମ କରିବ ବିଜେଡି। ବୁଧବାର ଦଳ ପକ୍ଷରୁ ରାଜ୍ୟବ୍ୟାପି ଜନ ସଂପର୍କ ପଦଯାତ୍ରା ଅନୁଷ୍ଠିତ ହେବ। ଏହି ପରିପେଖିରେ ବିଜୁ ଜନତା ଦଳର…

ଶଙ୍ଖ ଭବନରେ ପୁଣି କାହିଁକି ହେଲା କଥା କଟାକଟି, କାହିଁକି ବିରୋଧର ଶିକାର ହେଲେ …

ଭୁବନେଶ୍ୱର,୨।୧୦: ଏବେ ପ୍ରାୟ ସବୁବେଳେ ଶଙ୍ଖ ଭବନ ସରଗରମ। ଥମିବାର ନାଁ ନେଉନି ମୁହାଁମୁହିଁ ସ୍ଥିତି। ଭୁବନେଶ୍ବର କର୍ପୋରେଟରଙ୍କ ମଧ୍ୟରେ ବିବାଦ ପରେ ସୋମବାର ଖୋର୍ଦ୍ଧା ଜିଲା ବିଜେଡି ନେତାଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିବା ସୂଚନା ମିଳିଛି। ମଙ୍ଗଳବାର ଖୋର୍ଦ୍ଧା ଜିଲା…

ବଦଳିଲା ୟୁନିଫର୍ମ ରଙ୍ଗ, ଏଣିକି ଛାତ୍ରୀଛାତ୍ର ପିନ୍ଧିବେ…

ଭୁବନେଶ୍ୱର, ୨।୧୦: ସରକାରୀ ମାଧ୍ୟମିକ ବିଦ୍ୟାଳୟର ୟୁନିଫର୍ମ ରଙ୍ଗ ବଦଳିଛି। ସବୁଜ ରଙ୍ଗ ବଦଳରେ ଏଣିକି ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରୀଛାତ୍ର । ମୁଖ୍ୟମନ୍ତ୍ରୀ ଛାତ୍ରୀଛାତ୍ର ପରିଧାନ ଯୋଜନା ଅଧୀନରେ ଥିବା ସରକାରୀ ଅନୁଦାନପ୍ରାପ୍ତ…

ବଢ଼ିବ ତାପମାତ୍ରା:ଗୁଳୁଗୁଳି ଯୋଗୁ ଳୋକେ ଅତିଷ୍ଠ

ଭୁବନେଶ୍ୱର,୨।୧୦(ଅନୁରାଧା ମହାରଣା):ରାଜ୍ୟରେ ଗତ ୨ଦିନ ଧରି କଁାଭାଁ ସ୍ଥାନରେ ବର୍ଷା ହୋଇଥିବାବେଳେ ଅଧିକାଂଶ ସ୍ଥାନରେ ତାତି ଓ ଗୁଳୁଗୁଳି ଲୋକଙ୍କୁ ଅତିଷ୍ଠ କରିଛି। ବାଲେଶ୍ୱରରେ ସର୍ବାଧିକ ୩୭ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ପ୍ରାୟ ୬ଟି ସ୍ଥାନରେ ତାପମାତ୍ରା ୩୬ରୁ…

ସିଆର୍‌ପିଙ୍କୁ ଅଟକ ରଖିଥିଲେ, ଅଚେତ ହେଲେ ବି ଶୁଣି ନ ଥିଲେ: ଆଉ ଏବେ…

ଧାମନଗର,୨।୧୦(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଦଳାଙ୍ଗ ପଞ୍ଚାୟତର ସ୍ବୟଂସହାୟକ ଗୋଷ୍ଠୀକୁ ନେଇ ଗଠିତ ମହାସଂଘର ସଭାନେତ୍ରୀ ଓ ଏମ୍‌ବିକେଙ୍କ ବିରୋଧରେ ସମସ୍ତ ସିଆର୍‌ପି ବିଡିଓଙ୍କ ନିଟକରେ ଅଭିଯୋଗ କରିଛନ୍ତି। ସେମାନେ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ବ୍ଲକ…

ଅକ୍ଟୋବର ୯ରୁ ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ

ଭୁବନେଶ୍ୱର,୨ା୧୦(ଅନିଲ ଦାସ):ବିଜୁ ଜନତା ଦଳର ସଦସ୍ୟତା ସଂଗ୍ରହ ଅଭିଯାନ ଆସନ୍ତା ଅକ୍ଟୋବର ୯ ତାରିଖରୁ ଆରମ୍ଭ ହେବ। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟ ସଭାପତି…

ଓଡ଼ିଶାରେ ଦେଖାଗଲା ଧୂମକେତୁ ‘ସି/୨୦୨୩ ଏ-୩’

ଭୁବନେଶ୍ୱର, ୨।୧୦(ବନ୍ଦନା ସେଠୀ):ଅକ୍ଟୋବର ୧ ମଙ୍ଗଳବାର ଭୋର୍‌ ସମୟରେ ଓଡ଼ିଶା ସମେତ ଦେଶର କେତେକ ସ୍ଥାନରେ ‘ସି/୨୦୨୩ ଏ-୩’ ଧୂମକେତୁ ଦେଖାଦେଇଛି। ଅଳ୍ପ ସମୟ ପାଇଁ ଦୃଶ୍ୟମାନ ହୋଇଥିବା ଏହି ଧୁମକେତୁ ସାଧାରଣ ଦୂରବୀକ୍ଷଣ ଓ ବାଇନାକୁଲାର୍‌ରେ ଦେଖାଜ୍‌ଯାଇଥିଲା। ‘ସି/୨୦୨୩ ଏ-୩’ଧୂମକେତୁ…

ଆଜିଠୁ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଦିଲ୍ଲୀଠାରେ ହେବାକୁ ଥିବା ନିବେଶକ ସମ୍ମିଳନୀରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲରେ ଏହି ସମ୍ମିଳନୀ ହେବ। ମେକ୍‌…

ବ୍ଲାକଲିଷ୍ଟ ସଂସ୍ଥାକୁ ଦିଆଯାଇଛି ଆର୍‌ଆଇ, ଅମିନ ପରୀକ୍ଷା ଦାୟିତ୍ୱ: ଆଇଟି ମନ୍ତ୍ରୀ ଦେଲେ ବଡ଼ ମନ୍ତବ୍ୟ

ଭୁବନେଶ୍ୱର,୧ା୧୦: ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌ ସୁପର ଭାଇଜର, ଅମିନ ପରୀକ୍ଷାରେ ଅନିୟମିତତା ହେଉଥିବା ଅଭିଯୋଗ ମଧ୍ୟରେ ବଡ ବୟାନ ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମନ୍ତ୍ରୀ କହିଛନ୍ତି ଯେ, ”ବ୍ଲାକଲିଷ୍ଟ ସଂସ୍ଥାକୁ…

ରାଜ୍ୟରେ କେବେଠୁ ଲାଗୁହେବ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟବୀମା? ମନ୍ତ୍ରୀ କହିଲେ…

ଭୁବନେଶ୍ୱର୧।୧୦: ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନଆରୋଗ୍ୟ ସ୍ବାସ୍ଥ୍ୟବୀମା ଖୁବଶୀଘ୍ର ଲାଗୁ ହେବା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ମଙ୍ଗଳବାର ସୂଚନାଦେଇଛନ୍ତି। ୧ କୋଟି ପରିବାରର ସାଢ଼େ ୩ କୋଟି ଲୋକ ପାଇବେ ସ୍ବାସ୍ଥ୍ୟକାର୍ଡ। କାର୍ଡରେ ଦେଶର ୨୭ ହଜାର…

ରାଜନୈତିକ ରୁଟି ସେକିବାକୁ ନବୀନଙ୍କ ସାମ୍ପ୍ରଦାୟିକ ବୟାନବାଜି, କାହିଁକି ଏମିତି କହିଲେ ଏହି ଭାଜପା ନେତା

ଭୁବନେଶ୍ୱର,୧ା୧୦: ନବୀନଙ୍କ ମନ୍ତବ୍ୟ ଉପରେ କଡ଼ା ଜବାବ ଦେଇଛି ଭାଜପା। ଦଳ କହିଛି, ନବୀନଙ୍କ ବକ୍ତବ୍ୟରୁ ଜଣାପଡୁଛି ସେ ନିଜେ ଓଡ଼ିଶାରେ ଅଶାନ୍ତି କରିବାକୁ ଚାହୁଁଛନ୍ତି। ‘ଏକ୍ସ’ ଜରିଆରେ ଭାଜପା ପକ୍ଷରୁ ମୁଖପାତ୍ର ଅନିଲ ବିଶ୍ବାଳ ପ୍ରତିକ୍ରିୟା ଦେଇଛନ୍ତି। ‘ଏକ୍ସ’ ପୋଷ୍ଟରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ପ୍ରତି ପରିବାରକୁ ମିଳିବ…

ଭୁବନେଶ୍ୱର,୧।୧୦: BSKYକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଖୁବଶୀଘ୍ର ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହେବ। ଯୋଜନା ଲାଗୁ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ସରକାରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri