ମେଟ୍ରୋ

ବଡ଼ ବୟାନ ଦେଲେ ମନ୍ତ୍ରୀ; ଓଡ଼ିଶାରେ ଆଉ ଖୋଲିବ ନାହିଁ ମଦ ଦୋକାନ

ଭୁବନେଶ୍ୱର, ୮ା୮: ରାଜ୍ୟରେ ଦେଶୀ ମଦ ବନ୍ଦ କରିବାକୁ କଥା ଦେଇ ସରକାରକୁ ଆସିଥିବା ଭାଜପା ସରକାର ଓଡ଼ିଶାରେ ଆଉ ମଦ ଦୋକାନ ନ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବଡ଼ ବୟାନ ଦେଇଛନ୍ତି। ”ଓଡ଼ିଶାରେ...

ତଟ ମୁକୁଳା, ଅସୁରକ୍ଷିତ ଉପକୂଳ ଓଡ଼ିଶା

ପାରାଦୀପ, ୮ା୮(ଶରତ ରାଉତ): ବାଂଲାଦେଶରେ ରାଜନୈତିକ ଅସ୍ଥିରତା ଯୋଗୁ ସେଠାକାର ନାଗରିକ ଉପକୂଳ ସୀମା ଦେଇ ଭାରତର ଓଡ଼ିଶା ଓ ପଶ୍ଚିମବଙ୍ଗ ରାଜ୍ୟରେ ପ୍ରବେଶ କରିପାରନ୍ତି। ପୂର୍ବରୁ ଉପକୂଳ ଓଡ଼ିଶାରେ ବାଂଲାଦେଶ ନାଗରିକମାନେ ଅବାଧରେ ସେମାନଙ୍କ କାୟା ବିସ୍ତାର କରି...

ସିରିଆଲ-ଫିଲ୍ମରେ ଶିଶୁଙ୍କ ନିୟୋଜନ ନେଇ କଟକଣା

ଭୁବନେଶ୍ୱର,୮ା୮(ଶର୍ମିଷ୍ଠା ପାଣିଗ୍ରାହୀ): ମନୋରଞ୍ଜନ ଶିଳ୍ପ ଓ ବ୍ୟବସାୟିକ ମନୋରଞ୍ଜନ କାର୍ଯ୍ୟକ୍ରମରେ ଶିଶୁ ଏବଂ କିଶୋରଙ୍କୁ ନିୟୋଜନ ନେଇ କେତେକ କଟକଣା ଲଗାଯାଇଛି। ଏନେଇ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍‌ସିପିସିଆର୍‌) ପକ୍ଷରୁ ଏକ ଆଡଭାଇଜରି ଜାରି କରାଯାଇଛି। ପୋକ୍‌ସୋ...

ଓଡ଼ିଶାକୁ ପଶି ଆସିବେ ବାଂଲାଦେଶୀ! ସମୁଦ୍ର ତଟରେ କଡ଼ା ନଜର

ପୁରୀ, ୮ା୮(ଅଜିତ୍‌ କୁମାର ମହାନ୍ତି): ଆରକ୍ଷଣକୁ ନେଇ ପଡ଼ୋଶୀ ଦେଶ ବାଂଲାଦେଶରେ ହିଂସା ଓ ରାଜନୈତିକ ସଙ୍କଟ ଉଗ୍ର ରୂପ ନେଇଛି। ଶେଖ୍‌ ହାସିନା ସରକାରଙ୍କ ପତନ ପରେ ବାଂଲାଦେଶ ଜଳୁଛି। ବାଂଲାଦେଶରେ ବ୍ୟାପକ ଅରାଜକତା ବଢ଼ିଥିବାବେଳେ ହିଂସାକାଣ୍ଡ ଓ...

ଯୋଗାଣ ବିଭାଗର ଚଢ଼ାଉ ଲୋକଦେଖାଣିଆ

କଟକ,୮ା୮ (କାର୍ତ୍ତିକ ସାହୁ): କ୍ରମାଗତ ଭାବେ ଆଳୁ ଦର ବଢ଼ି ଚାଲିଥିବାବେଳେ ଯୋଗାଣ ବିଭାଗର ଅଧିକାରୀ କିନ୍ତୁ ବେଫିକର ଅଛନ୍ତି। ଆଳୁ କିଲୋ ୩୨ ଟଙ୍କାରେ ବିକ୍ରି କରିବାକୁ ସରକାର କଡ଼ା ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ବାସ୍ତବ କ୍ଷେତ୍ରରେ ୫୦...

ତଲାବିରା: ଫସିଲେ ନବୀନ!

ଭୁବନେଶ୍ୱର,୮।୮(ସୁନିତ୍‌ ମିଶ୍ର): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ କୋଇଲା ଦୁର୍ନୀତି ପ୍ରସଙ୍ଗକୁ ନେଇ ରାଜନୀତି ଜୋର୍‌ ଧରିଛି। ହିଣ୍ଡାଲ୍‌କୋ ନାଁରେ ସିବିଆଇ ଏତଲା ରୁଜୁକରିବା ପରେ ଅଡୁଆ ବଢ଼ିଥିବା କୁହାଯାଉଛି। ଯେହେତୁ ୨୦୦୫ରେ...

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ, ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ

କଟକ,୮ା୮ (କାର୍ତ୍ତିକ ସାହୁ): କଟକ ଜିଲା ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଭିଜିଲାନ୍ସର ୮ଟି ଟିମ୍‌ ଏକକାଳୀନ ବିଡିଓ ସାହୁଙ୍କ ଆଠଗଡ଼ସ୍ଥିତ ସରକାରୀ କାର୍ଯ୍ୟାଳୟ ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ର ୮ଟି ସ୍ଥାନରେ ବୁଧବାର...

୧୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୮।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ...

ଆଇଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ, ୧୭ ଜିଲାପାଳ ବଦଳିଲେ

ଭୁବନେଶ୍ୱର,୮।୮(ଅନିଲ ଦାସ)ରାଜ୍ୟ ସରକାର ଆଇଏଏସ୍‌ ଏବଂ ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ବୁଧବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୭ ଜଣ...

ରାଜଧାନୀରେ ଡବଲ ମର୍ଡର

ଭୁବନେଶ୍ୱର,୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ବିଳମ୍ବିତ ରାତିରେ ଡବଲ ମର୍ଡର ହୋଇଛି। ଭୁବନେଶ୍ୱରସ୍ଥିତ ହାଇଟେକ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଏହି ହତ୍ୟାକାଣ୍ଡ ଘଟିଛି। ଗାଡି ପାର୍କିଂକୁ ନେଇ ଛୁରି ଭୁସି ହତ୍ୟା କରାଯାଇଥିବା ଜଣାଯାଇଛି। ତେବେ ହତ୍ୟାକାରୀଙ୍କୁ ଧରିବା...

୬ ବାର୍‌ ଡ୍ୟାନ୍ସରଙ୍କୁ ଅଟକାଇ ବନ୍ଧା ହେଲେ ମାଲିକ

ଭୁବନେଶ୍ୱର,୭ା୮: ରାଜ୍ୟ ବାହାରୁ ୬ ବାର୍‌ଡ୍ୟାନ୍ସରଙ୍କୁ ଭୁବନେଶ୍ୱର ଆଣିଥିଲେ। ମିଛ ପ୍ରତିଶ୍ରୁତି ଦେଇ ଭୁବନେଶ୍ୱର ନଶା ବାର୍‌ରେ ବିଳମ୍ବିତ ରାତି ଯାଏ ଡ୍ୟାନ୍ସ କରିବାକୁ ବାଧ୍ୟ କଲେ। ଆଉ କାମ କରିବାକୁ ରାଜି ନ ହେବାରୁ ଆରମ୍ଭ ହୋଇଯାଇଥିଲା ଅକଥନୀୟ...

୨ ସବ୍‌-ରେଜିଷ୍ଟ୍ରାରଙ୍କୁ ନିଲମ୍ବନ କଲେ ସରକାର

ଭୁବନେଶ୍ୱର,୭ା୮: ରାଜ୍ୟ ସରକାର ୨ ଜଣ ସବ୍‌-ରେଜିଷ୍ଟ୍ରାରଙ୍କୁ ବୁଧବାର ଚାକିରିରୁ ନିଲମ୍ବିତ କରିଛନ୍ତି। ଜଗତପୁରରେ କାର୍ଯ୍ୟରତ ସବ୍‌-ରେଜିଷ୍ଟ୍ରାର ଆର୍ଯ୍ୟଦୀପ୍ତ ଅରଣ୍ୟକ ସାମନ୍ତରାୟଙ୍କୁ ଜମି ବିକ୍ରିରେ ବେଆଇନ କାରବାର ପାଇଁ ଚାକିରିରୁ ନିଲମ୍ବନ କରାଯାଇଛି। ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri