ଭରତପୁର ମାମଲା: ପ୍ରଥମ ବୈଠକ ପରେ ସଚିବ କହିଲେ ହେବ…
ଭୁବନେଶ୍ୱର,୩୦।୯: ଭରତପୁର ମାମଲାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ପ୍ରଥମ ବୈଠକ ପରେ କମିଶନଙ୍କ ସଚିବ କହିଛନ୍ତି, ଘଟଣାକୁ ନେଇ ସତ୍ୟପାଠ ଆହ୍ବାନ କରାଯିବ । ସତ୍ୟପାଠ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ କରାଯିବ । ମଙ୍ଗଳବାରଠାରୁ ୨୧ ଦିନ…
ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ପ୍ରଫୁଲ୍ଲ ଘଡ଼ାଇ କହିଲେ…
ଭୁବନେଶ୍ୱର,୩୦।୯: ଯାଜପୁରରେ ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ଉପରେ ବିଜେଡି ବରିଷ୍ଠ ନେତା ପ୍ରଫୁଲ୍ଲ ଘଡ଼ାଇଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିୀଛନ୍ତି, ନବୀନ ବାବୁଙ୍କ ସମୟରେ ଯାଜପୁରର ଅନେକ ବିକାଶ ହୋଇଛି। ତେବେ ସବୁ ଯେ ବିକାଶ ହୋଇଛି, ତାହା ନୁହେଁ, କିଛି କାମ…
ଭରତପୁର ମାମଲା: ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ
ଭୁବନେଶ୍ୱର,୩୦।୯: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ବର ସର୍କିଟ ହାଉସରେ ପ୍ରଥମ ବୈଠକ ବସିଛି। ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ପୋଲିସ ଡିଜି ଓ ଗୃହ ସଚିବ ମଧ୍ୟ ଉପସ୍ଥିତ…
ପ୍ରଥମେ କଳି କଲେ ଆଉ ତା’ପରେ ମନ୍ଦିର ଗଲେ…
ଭୁବନେଶ୍ୱର,୩୦।୯: ତେଜିଲା ଭୁବନେଶ୍ବର ବିଜେଡି କଳି। ଭୁବନେଶ୍ବର ବିଜେଡିର ଭିତିରି କଳି ଏବେ ପଦାରେ ପଡିଛି। ଏନେଇ ଏକାଠି ହୋଇଛନ୍ତି ୨୫/୩୦ ବିଜେଡି କର୍ପୋରେଟର୍। ଏହି ସମସ୍ତେ ଅଶୋକ ଓ ଅନନ୍ତଙ୍କ ସମର୍ଥକ କର୍ପୋରେଟର। ସୋମବାର ଗୋଟିଏ ବସରେ ସମସ୍ତେ ପୁରୀ…
ବିମାନ ବନ୍ଦରରୁ ଝାଡଖଣ୍ଡ ଅଭିମୁଖେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦।୯: ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ବାହାରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରବିବାର ଭୁବନେଶ୍ବର ବିମାନ ବନ୍ଦରରୁ ସ୍ବତନ୍ତ୍ର ବିମାନରେ ସେ ବାହାରିଛନ୍ତି। ଆଜି ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ମୁଖ୍ୟମନ୍ତ୍ରୀ। କାଲି ଚାଇଁବାସାର କୋଲହାନ ସଭାରେ ଯୋଗ ଦେବେ। ଆଗକୁ…
ରାସନ କାର୍ଡକୁ ନେଇ ବଡ଼ ଖବର, ଏମାନଙ୍କୁ ମିଳିବନି ଚାଉଳ-ଗହମ…
ଭୁବନେଶ୍ୱର,୩୦।୯: ରାସନ କାର୍ଡକୁ ନେଇ ବଡ଼ ଖବର। ଏହି ଜିନିଷ ନ କରିଥିଲେ ଆପଣଙ୍କ ଲିଷ୍ଟରୁ ନାଁ କଟିଯିବ। ଏପରିକି ଅପାଣଙ୍କୁ ଆଉ ଚାଉଳ-ଗହମ ମଧ୍ୟ ମିଳିବ ନାହିଁ। କେନ୍ଦ୍ର ସରକାର ଏଥର ରାସନ କାର୍ଡରେ ଇ-କେୱାଇସି କରିବା ବାଧ୍ୟତାମୂଳକ କରିଛନ୍ତି।…
ଆଜି ଝାଡଖଣ୍ଡ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର,୩୦।୯: ଆଜି ଦୁଇ ଦିନିଆ ଝାଡଖଣ୍ଡ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରଥମେ ମୁଖ୍ୟମନ୍ତ୍ରୀ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଏବଂ ଆସନ୍ତାକାଲି ଚାଇଁବାସାର କୋଲହାନ ଯିବେ। ଆଗକୁ ଝାଡଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।…
ଆଜି ଗୁଜରାଟରେ ହେବ ୫ ପୋଲିସ ଅଧିକାରୀଙ୍କ ମିଛଧରା ପରୀକ୍ଷା
ଭୁବନେଶ୍ୱର,୩୦ା୯(ସତ୍ୟଜିତ୍ ରାଉତ): ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ସୋମବାର ଗୁଜରାଟ ଗାନ୍ଧୀନଗରସ୍ଥିତ ଷ୍ଟେଟ୍ ଫୋରେନସିକ୍ ସାଇନ୍ସ ଲାବୋରେଟୋରି (ଏସ୍ଏଫ୍ଏସ୍ଏଲ୍)ରେ ୫ ପୋଲିସ ଅଧିକାରୀଙ୍କ ମିଛଧରା ପରୀକ୍ଷା ହେବ। ଏଥିପାଇଁ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର,…
ଅତିରିକ୍ତ ସଚିବଙ୍କ ଜାଲ୍ ଦସ୍ତଖତରେ ନକଲି ନିଯୁକ୍ତିପତ୍ର
ଭୁବନେଶ୍ୱର,୩୦ା୯(ସୂର୍ଯ୍ୟକାନ୍ତ ବେହେରା): ରାଜ୍ୟରେ ବର୍ତ୍ତମାନ ରାଜସ୍ବ ନିରୀକ୍ଷକ (ଆର୍ଆଇ) ପଦବୀ ଲାଗି ପର୍ଯ୍ୟାୟକ୍ରମେ ପରୀକ୍ଷା ଚାଲୁ ରହିଛି। ଏହାକୁ ନେଇ ସାଇବର ଅପରାଧୀମାନେ ବେଶ୍ ସକ୍ରିୟ ହୋଇଉଠିଛନ୍ତି। ଆର୍ଆଇ ଚାକିରି ଦେବାକୁ କହି ଆଶାୟୀଙ୍କଠାରୁ ମୋଟା ଅଙ୍କର ଟଙ୍କା ଠକି ନେବାକୁ…
୬ରେ ଆଉ ଏକ ଲଘୁଚାପ, ୧୦ ଯାଏ ଏହି ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୩୦ା୯(ଅନୁରାଧା ମହାରଣା): ରାଜ୍ୟରେ ଏବେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ଅକ୍ଟୋବର ୬ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶବର୍ତ୍ତୀ ଅଞ୍ଚଳରେ…
ସହରାଞ୍ଚଳ ଶାସନରେ ଓଡ଼ିଶା ଦ୍ୱିତୀୟ
ମୁମ୍ବାଇ,୩୦ା୯: ସହରାଞ୍ଚଳ ଶାସନ କ୍ଷେତ୍ରରେ କେରଳ ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ଓଡ଼ିଶା ଦ୍ୱିତୀୟରେ ରହିଛି। ସଦ୍ୟ ପ୍ରକାଶିତ ଅର୍ବାନ ଗଭର୍ନାନ୍ସ ଇଣ୍ଡେକ୍ସ (ୟୁଜିଆଇ) ୨୦୨୪ରୁ ଏହି ବିଷୟ ସ୍ପଷ୍ଟ ହୋଇଛି। ପ୍ରଜା ଫାଉଣ୍ଡେନ୍ ପକ୍ଷରୁ ଭାରତର ବିଭିନ୍ନ ସହରରେ…
ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଭାଜପାର ମଙ୍ଗ ଧରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର,୨୯।୯: ଆଗକୁ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭାଜପାର ନିର୍ବାଚନ ପ୍ରଚାର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହଛି। ପୂର୍ବାହ୍ନ ୧୦ଟାରେ ସେ ଭୁବନେଶ୍ୱର ବିମାନବନ୍ଦରରୁ…
Archives


