ମେଟ୍ରୋ

ଜାନୁଆରୀ ୧ରୁ ଓଡ଼ିଶାରୁ ୭ ସହରକୁ ସିଧାସଳଖ ଉଡ଼ିବ ବିମାନ

ଭୁବନେଶ୍ୱର,୩୦।୧୨(ଅନିଲ ଦାସ): ଆସନ୍ତା ଜାନୁୟାରୀ ପହିଲାରୁ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଦେଶର ୪ଟି ସହରକୁ ଏବଂ ଜାନୁଆରୀ ୩ ତାରିଖରୁ ବିଜୁପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ୫ ସହରକୁ ବିମାନ ଉଡ଼ିବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଭୁବନେଶ୍ୱର, ଝାରସୁଗୁଡାରୁ ଏଣିକି ଏହି ସବୁ ସହରକୁ ଉଡ଼ିବ ବିମାନ

ଭୁବନେଶ୍ୱର,୩୦।୧୨: ନୂଆବର୍ଷରୁ ଓଡ଼ିଶାର ଦୁଇ ପ୍ରମୁଖ ବିମାନ ବନ୍ଦର ଭୁବନେଶ୍ୱର ଓ ଝାରସୁଗୁଡାରୁ ଅଧିକ ସହରକୁ ସିଧାସଳଖ ଯୋଡି ହେବ ବିମାନସେବା । ଜାନୁଆରୀ ୧ରୁ ଝାରସୁଗୁଡା ବିମାନ ବନ୍ଦରରୁ ଅଧିକ ୪ଟି ସହରକୁ ଆଉ ଜାନୁଆରୀ ୩ରୁ ଭୁବନେଶ୍ୱର ବିମାନ…

ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍

ଭୁବନେଶ୍ୱର,୩୦।୧୨: ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍। ସରକାରୀ ସୂତ୍ରରୁ ପ୍ରକାଶ ଯେ ଦୁଇଟି ଡବଲ ଡେକର ଇଲେକ୍ଟ୍ରିକ୍ ବସ୍ ମୁମ୍ବାଇରୁ ଓଡିଶା ଅଭିମୁଖେ ଆସୁଛି। ଏହି ଡବଲ ଡେକରର ଡିଜାଇନରେ ଓଡିଶାର କଳା ଏବଂ ସଂସ୍କୃତି…

ଉଜୁଡ଼ାଜମି ଦେଖି ଦୁଃଖୀ ହେଲେ ନବୀନ, କହିଲେ ମୁଁ ଥିଲେ..

ଭୁବନେଶ୍ୱର,୩୦।୧୨: ରାଜ୍ୟ ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ସୋମବାର ନିଜ ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ସାଧାରଣ ନିର୍ବାଚନ ପରେ ନବୀନ ପ୍ରଥମ ଥର ପାଇଁ ଗଞ୍ଜାମ ଜିଲା ତଥା ହିଞ୍ଜିଳି ଗସ୍ତ କରିଛନ୍ତି। ଗସ୍ତ ସମୟରେ…

ନନ୍ଦନକାନନରେ କାଲି ଖୁସି, ଆଜି ଦୁଃଖ: ଆଖି ବୁଜିଲା ସିମ୍ପାଞ୍ଜି

ଭୁବନେଶ୍ୱର,୩୦।୧୨: ବାରଙ୍ଗସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରୁ ସୋମବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ବୟସାଧିକ କାରଣରୁ ଜୁଲୁ ନାମକ ସିମ୍ପାଞ୍ଜିର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ଜୁଲୁକୁ ୩୬ ବର୍ଷ ହୋଇଥିଲା। ୧୯୮୮ରେ ସିଙ୍ଗାପୁରରେ ଜୁଲୁ ଜନ୍ମ ନେଇଥିଲା। ୧୯୯୪ରେ…

ସୁସ୍ଥ ହୋଇ ଫେରିବା ପରେ ବିରୋଧୀଙ୍କୁ ଚ୍ୟାଲେଞ୍ଜ କଲେ ପ୍ରତାପ ଷଡ଼ଙ୍ଗୀ, କହିଲେ ଘଟଣା ମିଛ ହୋଇଥିଲେ ମୁଁ ରାଜନୀତିରୁ…

ଭୁବନେଶ୍ୱର,୩୦।୧୨: ଲୋକ ସଭାରେ ଠେଲାପେଲାରେ ଆହତ ହେବା ଘଟଣାକୁ ନେଇ ବାଲେଶ୍ବର ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ବଡ଼ ବୟାନ ଦେଇଛନ୍ତି। ସେ ସିଧାସଳଖ କଂଗ୍ରେସ ଓ ଅନ୍ୟ ବିରୋଧୀଙ୍କୁ ଚ୍ୟାଲେଞ୍ଜ କରିଛନ୍ତି। ପ୍ରତାପ ଷଡ଼ଙ୍ଗୀ କହିଛନ୍ତି, ଘଟଣା ମିଛ ହୋଇଥିଲେ ରାଜନୀତି…

ପି.କେ ମିଶ୍ରଙ୍କ ଝିଅ-ଜ୍ୱାଇଁ କହି ଠକୁଥିଲେ ଦମ୍ପତି, ବାନ୍ଧିଲା କମିସନ୍‌ରେଟ୍‌ ପୋଲିସ

ନୂଆଦିଲ୍ଲୀ,୩୦ା୧୨: ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ପ୍ରକାର ଠକାମୀ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏସବୁ ମଧ୍ୟରେ ଏକ ଦମ୍ପତି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ମିଶ୍ରଙ୍କ ଝିଅ-ଜ୍ୱାଇଁ କହି ଠକୁଥିବା ଘଟଣା ସାମ୍ନାକୁ ଆସିଛି। ଏନେଇ ଏକାଧିକ ଅଭିଯୋଗ ହେବା ପରେ…

ବୀମାଭୁକ୍ତ ଚାଷୀଙ୍କ ଫସଲ କ୍ଷତି ସୂଚନା ଦେବାକୁ ଅବଧି ବଢ଼ାଇଲେ କେନ୍ଦ୍ର ସରକାର, ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୨: ରାଜ୍ୟରେ ଅଦିନିଆ ବର୍ଷା ଯୋଗୁ ଚାଷୀମାନେ ଫସଲ କ୍ଷତିର ସମ୍ମୁଖୀନ ହୋଇଥିବାରୁ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ସହାୟତା ଦେବା ପାଇଁ ଯୋଜନା କରିଛନ୍ତି । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବୈଠକ କରିବା ସହିତ ନୟାଗଡ଼, ଗଜପତି ଓ ଗଞ୍ଜାମ…

ଖାଲି ଧାନ ନୁହେଁ, ପନିପରିବା ଚାଷ ବି ହୋଇଛି କ୍ଷତି : ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩୦।୧୨: ଗ୍ରାଉଣ୍ଡ ଜିରୋରୁ ଅଦିନିଆ ବର୍ଷାରେ ନଷ୍ଟ ହୋଇଥିବା ଧାନ ଫସଲର କ୍ଷୟକ୍ଷତି ଅନୁଧ୍ୟାନ ପରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗଣମାଧ୍ୟମକୁ ସୂଚନା ଦେଇ ଧାନ ବ୍ୟତିତ ପନିପରିବା, କପା ଓ ଚିନାବାଦାମ ଚାଷ ମଧ୍ୟ କ୍ଷତି ହୋଇଥିବା…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଫେବୃଆରୀରୁ ରାଜ୍ୟରେ ଆୟୁଷ୍ମାନ ଭାରତ

ଭୁବନେଶ୍ୱର,୩୦।୧୨: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ବୟାନ ଦେଇଛନ୍ତି। ୨୦୨୫ ଫେବୃଆରୀ ମାସରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ଏପରିକି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମଧ୍ୟ ଲାଗୁ…

ବିମ୍ବାଧର ମୁଦୁଲି ସ୍ବାଧୀନତା ସଂଗ୍ରାମୀ ସମିତି ସଭାପତି:ପୃଥ୍ବୀରାଜ ହରିଚନ୍ଦନ ଅଭ୍ୟର୍ଥନା କମିଟି ଅଧ୍ୟକ୍ଷ

ଭୁବନେଶ୍ୱର,୩୦ା୧୨ (ବନ୍ଦନା ସେଠୀ):ଓଡ଼ିଶା ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସମିତି ସଭାପତି ଭାବେ କେନ୍ଦ୍ରାପଡା ଜିଲାର ସ୍ବାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲି ମନୋନୀତ ହୋଇଛନ୍ତି। ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଦେହାନ୍ତ ପରେ ରାଜ୍ୟ ସଭାପତି ପଦ ଖାଲି ରହିଥିଲା। ଅଖିଳ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?