୧.୫୦ ଟ୍ରିଲିଅନ୍ ଡଲାରରେ ପହଞ୍ଚିବ ଓଡ଼ିଶା ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୬।୮: ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ମଙ୍ଗଳବାର ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ବି.ଭି.ଆର୍ ସୁବ୍ରମନିୟମ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ...
ରାଜ୍ୟ ବ୍ୟବସାୟୀ ଓ ଶୀତଳ ଭଣ୍ଡାର ସଂଘ ସହ ଆଲୋଚନା କଲେ ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର, ୬।୮: ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ...
‘ବବି କହିଥିଲେ ତୁମ କଥା ବୁଝାଯିବ’, ବଡ଼ ଅଭିଯୋଗ ଆଣିଲେ ମମତା ମହନ୍ତ
ଭୁବନେଶ୍ୱର, ୦୬।୦୮: ବିଜୁ ଜନତା ଦଳ ତଥା ରାଜ୍ୟସଭାରୁ ଇସ୍ତଫା ଦେଇଥିବା ମମତା ମହନ୍ତ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁରେ ବଡ ଅଭିଯୋଗ ଆଣିଛନ୍ତି। ଦଳ ଭିତରେ ତାଙ୍କୁ ଅଣଦେଖା କରାଯିବା ସହିତ ରାଜ୍ୟସଭାରୁ କାଢ଼ିଦେବାକୁ କୁହାଯାଇଥିବା...
ବଜାରରେ ନାହିଁ ଆଳୁ: ପୁଣି ବଢ଼ିଲା ଦର
ଭୁବନେଶ୍ୱର,୬।୮: ପୁଣି ରାଜ୍ୟରେ ଆଳୁ ସଙ୍କଟ ଦେଖାଦେଇଛି। ଆଳୁ ଦର ଆକାଶ ଛୁଆଁ ହୋଇଛି। ଆଳୁକୁ ନେଇ ଏବେ ମଧ୍ୟ ଟେନ୍ସନ ଲାଗି ରହିଥିବା ବେଳେ କଟକ ଓ ଭୁବନେଶ୍ୱରରେ ଆଳୁ ଗୋଦାମ ଆଳୁ ନାହିଁ। ଫଳରେ ଟୁଇନ୍ ସିଟିରେ...
ଗାନ୍ଧୀ ମାର୍ଗରେ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ
ଭୁବନେଶ୍ୱର,୬।୮(ଅନିଲ ଦାସ):ଚଳିତବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ସହିତ ସୋମବାର ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି...
ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ବୟାନ: ମ୍ୟୁନିସିପାଲିଟ, ଏନ୍ଏସିକୁ ନେଇ କହିଲେ…
ଭୁବନେଶ୍ୱର,୬।୮: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ମଙ୍ଗଳବାର ବଡ଼ ବୟାନ ଦେଇଛନ୍ତି। ବିଧାନସଭା ଶେଷ ହେବା ପରେ ନୂଆ ମ୍ୟୁନିସିପାଲିଟି ଓ ଏନ୍ଏସି ପାଇଁ ପ୍ରକ୍ରିୟା ଆରମ୍ଭ ହେବ। ବିଜେଡି ସରକାର କେବଳ ନିର୍ବାଚନକୁ...
କୋଟିପତି ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ, ଘରୁ ମିଳିଥିଲା ପୁଳାପୁଳା ସୁନା
ଭୁବନେଶ୍ୱର,୬।୮: କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛି। ଭୁବନେଶ୍ବର ଓ ଭଦ୍ରକରୁ ୩ ମହଲା କୋଠା ଠାବ ହୋଇଥିଲା। ଏଥିସହ ୧...
ଆହୁରି ୩ ଦିନ ବର୍ଷା: ପ୍ରବଳ ବର୍ଷିବ
ଆହୁରି ୩ ଦିନ ବର୍ଷା: ପ୍ରବଳ ବର୍ଷିବ ଭୁବନେଶ୍ୱର,୬।୮: ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆହୁରି ୩ ଦିନ ବର୍ଷିବ। କଟକ ଭୁବନେଶ୍ୱରରେ ସକାଳୁ ବର୍ଷା ହେଉଛି। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ...
ଆଜି ରିମାଣ୍ଡରେ ଯିବେ ୫ ସ୍ତ୍ରୀଙ୍କ ସ୍ବାମୀ,୪୯ ଜଣଙ୍କ ପ୍ରେମିକ: ଖୋଲିବ କେଳେଙ୍କାରୀ ଗୁମର
ଭୁବନେଶ୍ୱର,୪।୮: ୫ ସ୍ତ୍ରୀଙ୍କ ସ୍ବାମୀ ସତ୍ୟଜିତ ସାମଲଙ୍କୁ ମଙ୍ଗଳବାର କମିସନରେଟ ପୋଲିସ ରିମାଣ୍ଡରେ ନେବେ। କମିସନରେଟ ପୋଲିସ ତାଙ୍କୁ ଅଧିକ ପଚରାଉଚରା କରିବା ପାଇଁ ରିମାଣ୍ଡରେ ନେଉଥିବା ଜଣାପଡ଼ିଛି। ପରେ ଠକ ପ୍ରେମିକର କେଳେଙ୍କାରୀର ଗୁମର ଖୋଲିବ । ସୂଚନାଯୋଗ୍ୟ,...
କନିଷ୍ଠ ଶିକ୍ଷକ ନିଯୁକ୍ତି: ଜିଲାୱାରି ଚୂଡ଼ାନ୍ତ ତାଲିକା ପ୍ରକାଶ
ଭୁବନେଶ୍ୱର,୬।୮(ଅସମାପିକା ସାହୁ):କନିଷ୍ଠ ଶିକ୍ଷକ(ସ୍କିମାଟିକ) ନିଯୁକ୍ତି ପାଇଁ ଜିଲାୱାରି ଚୂଡ଼ାନ୍ତ ତାଲିକା ସୋମବାର ପ୍ରକାଶ ପାଇଛି। କେବଳ ୩ଟି ଜିଲାକୁ ଛାଡ଼ି ବାକି ସମସ୍ତ ଜିଲାର ୱେବ୍ସାଇଟ୍ରେ ତାଲିକା ଉପଲବ୍ଧ ହୋଇଛି। ଜିଲାପାଳଙ୍କ ମୋହର ପରେ ଉକ୍ତ ୩ଟି ଜିଲାର ତାଲିକା...
ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି କଲେ ୩ ମନ୍ତ୍ରୀ
ଭୁବନେଶ୍ୱର,୬।୮(ସୁନିତ୍ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ୩ ମନ୍ତ୍ରୀ ଉପସ୍ଥିତ ରହି ଲୋକମାନଙ୍କ ଅଭିଯୋଗ ଶୁଣିଛନ୍ତି। ଏଥିରେ ଆଇନ, ପୂର୍ତ୍ତ, ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ଶିଳ୍ପମନ୍ତ୍ରୀ ସମ୍ପଦ କୁମାର ସ୍ବାଇଁ ଉପସ୍ଥିତ...
କଥା ଗୋଟିଏ, କାମ ଆଉ ଗୋଟିଏ: ଭାଇରାଲ ହେଉଛି ଅସ୍ମିତା ପ୍ରସଙ୍ଗ
ଭୁବନେଶ୍ୱର,୬ା୮(ଅନିଲ ଦାସ):ଓଡ଼ିଶାର ପ୍ରଶାସନିକ ବ୍ୟବସ୍ଥାରେ ଆଶାନୁରୂପ ପରିବର୍ତ୍ତନ ଘଟୁନାହିଁ ବୋଲି ସାମାଜିକ ଗଣମାଧ୍ୟମରେ ଅନେକ ପୋଷ୍ଟ ଭାଇରାଲ ହେଉଥିବା ଲକ୍ଷ୍ୟ କରାଯାଉଛି। ଅସ୍ମିତା ଶବ୍ଦ ବ୍ୟବହାର କରି ନିର୍ବାଚନରେ ଲୋକଙ୍କ ବିଶ୍ୱାସଭାଜନ ହୋଇପାରିଥିବା ଭାରତୀୟ ଜନତା ପାର୍ଟି(ଭାଜପା) ସେହି ଅସ୍ମିତାକୁ...
Archives


