ମେଟ୍ରୋ

ନର୍ସିଂ ଆନ୍ଦୋଳନକୁ ନେଇ ବଡ଼ ଖବର, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୮।୯: ୪ଦିନର କାର୍ଯ୍ୟବନ୍ଦ ଆନ୍ଦୋଳନ ପରେ ଶନିବାର ନର୍ସିଂ କର୍ମଚାରୀଙ୍କ ସହ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଲୋଚନା କରିଛନ୍ତି। ସରକାର ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର ସମସ୍ତ ଦାବି ନେଇ ଅବଗତ ରହିଛି। ଏହାକୁ ପୂରଣ କରିବା ପାଇଁ ସଂଘ ପକ୍ଷରୁ…

ମୋହନ ସରକାରଙ୍କ ବଡ଼ ଘୋଷଣା, ବଢିଲା ଅବଧି…

ଭୁବନେଶ୍ୱର,୨୮।୯: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ବିଭାଗରେ ୭ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏନେଇ ସୂଚନା…

ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ଗୋପାଳକ ଓ ଦୁଗ୍ଧଚାଷୀଙ୍କୁ ମିଳିବ…

ଭୁବନେଶ୍ୱର,୨୮।୯: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ବିଭାଗରେ ୭ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏନେଇ ସୂଚନା…

ଭାଜପାର ମାଷ୍ଟର ଗେମ୍‌: ପାର୍ବଣରେ ନୂଆ ପ୍ଲାନ୍‌, ହାତେଇ ନେବକି…

ଭୁବନେଶ୍ୱର,୨୮।୯: ଧରାପୃଷ୍ଠକୁ ଆସୁଛନ୍ତି ମା’ ଜଗତଜନନୀ ଦୁର୍ଗା। ଏନେଇ ଚଳଚଞ୍ଚଳ ହୋଇଉଠୁଛି ପୂଜା ମଣ୍ଡପ। ଏହି ପରିପ୍ରେକ୍ଷୀରେ ଭାଜପା ଏକ ବଡ଼ ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରିଛି। ପାର୍ବଣରେ ସମସ୍ତ ପୂଜା ପେଣ୍ଡାଲରେ ଭାଜପା କ୍ୟାମ୍ପ ପକାଇବ। ଏନେଇ ଦଳ ପକ୍ଷରୁ…

ବିଜେଡି ଖତମ୍ ହେଇସାରିଛି କାହିଁକି ଏମିତି କହିଲେ ତୋମାର

ଭୁବନେଶ୍ୱର,୨୮।୯: ବିଜେଡିକୁ ସମାଲୋଚନା କରିଛନ୍ତି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର। ସେ କହିଛନ୍ତି ଗତ ୨୪ ବର୍ଷର ଶାସନ ଭିତରେ ବିଜେଡି ଯାହା କରିପାରି ନଥିଲା, ଶହେ ଦିନର ଶାସନ ଭିତରେ ଭାଜପା କରି ଦେଖାଇଛି ।…

ପୂର୍ବ ସରକାରରେ ଧରାପଡ଼ୁଥିଲେ କେରାଣ୍ଡି, ମହୁରାଳି, ଏବେ ଭାକୁର, ଶେଉଳ ଆଗକୁ …କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର,୨୮।୯: ଶୁକ୍ରବାର ଜିଲାପାଳ ସମ୍ମିଳନୀ ଉଦ୍‌ଯାପନୀ ସମାରୋହରେ ମୁଖ୍ୟମନ୍ତ୍ରୀ   କହିଛନ୍ତି, ଦୁର୍ନୀତିକୁ ପ୍ରଶ୍ରୟ ଦିଆଯିବ ନାହିଁ। ପୂର୍ବ ସରକାରରେ କେବଳ କେରାଣ୍ଡି, ମହୁରାଳି ଧରା ଯାଉଥିଲା। ଏବେ ଭାକୁର, ଶେଉଳ ଧରା ପଡ଼ିଲେଣି ଆଗକୁ ତିମି ମଧ୍ୟ ପଡ଼ିବେ। ଏହା ସହ…

ବିଜେଡି ପରାଜୟର କ’ଣ ବଡ଼ କାରଣ କହିଲେ ମଙ୍ଗଳା କିଷାନ

ନିର୍ବାଚନରେ ବିଜେଡି ପରାଜୟ ନେଇ ଜଣଙ୍କ ପରେ ଜଣେ ନେତା ମୁହଁ ଖୋଲି ଚାଲିଛନ୍ତି । ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି। ବିଜେଡି…

୩ଘଣ୍ଟା ଭିତରେ ପ୍ରବଳ ବର୍ଷିବ, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୮।୯: ରାଜ୍ୟରେ ଏବେ ଜାରି ରହିଛି ଲଘୁଚାପର ପ୍ରଭାବ । ଗତ ଦୁଇ ଦିନ ହେବ ବର୍ଷାର ପରିମାଣ ବଢିଥିବା ବେଳେ ଆଜି ଟ୍ବିନ ସିଟିରେ ପାଗ ଫିଟିଛି । ସେହିପରି ରାଜ୍ୟରେ ଅନେକ ସ୍ଥାନରେ ଖରା ଅନୁଭୂତ ହୋଇଥିବା ବେଳେ…

ଆସନ୍ତା ୩୦ରେ ବନ୍ଦ ରହିବ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୮।୯: ଆସନ୍ତା ସୋମବାର ଅର୍ଥାତ୍‌ ସେପ୍ଟେମ୍ବର ୩୦ ତାରିଖ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହିଦିନ ଜନଶୁଣାଣି…

ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଭାଜପାର ପରିବର୍ତ୍ତନ…

ଭୁବନେଶ୍ୱର,୨୮ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ୩୦ ତାରିଖରେ ସେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ଏବଂ ୧ ତାରିଖରେ ଚାଇଁବାସାର କୋଲ୍ହାନ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ନିଯୁକ୍ତି ପାଇବେ ହୋମ୍‌ଗାର୍ଡ, କାର୍ଯ୍ୟରତ ସମୟରେ ଦେହାନ୍ତ ହେଲେ ମିଳିବ…

ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଶନିବାର ଆୟୋଜିତ ଜିଲାପାଳ ଏବଂ ଏସ୍‌ପିମାନଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଗତ ସରକାରରେ ହୋମ୍‌ଗାର୍ଡଙ୍କ ନିଯୁକ୍ତିକୁ ବନ୍ଦ କରି ଦିଆଯାଇଥିଲା। ଆମ ସରକାର ହୋମ୍‌ଗାର୍ଡଙ୍କ ନିଯୁକ୍ତିକୁ ଗୁରୁତ୍ୱ…

ଭରତପୁର ଘଟଣା: କାଲି ହେବ ମିଛ ସତର ପରୀକ୍ଷା, ଗୁଜୁରାଟ ଯିବେ….

ଭୁବନେଶ୍ୱର,୨୮।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ  ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ଆଉ ୪ ପୋଲିସ ଅଧିକାରୀଙ୍କର ପଲିଗ୍ରାଫ ଟେଷ୍ଟ ହେବ। ଏଥିଲାଗି ସେମାନଙ୍କୁ ନେଇ  ରବିବାର କ୍ରାଇମବ୍ରାଞ୍ଚ ଟିମ୍‌ ଗୁଜରାଟ ଯିବ। ସୋମବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri