ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…
ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି। ଏମିତିକି କିଛି ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଲାଣି। ଏଥିପାଇଁ ସରକାର ସକାଳୁଆ…
ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ ଦେବେ, ସେଥିପାଇଁ ଶୁକ୍ରବାର ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିବା କନିଷ୍ଠ ଶିକ୍ଷକଙ୍କୁ ବିଧିବଦ୍ଧ ଭାବେ…
ବିି.ଏଡ୍. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ
ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍, ବିଏଚ୍.ଏଡ୍. ଓ ଏମ୍.ଏଡ୍. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ସୋମବାରଠାରୁ ଏପ୍ରିଲ ୬ ମଧ୍ୟରେ ଆଶାୟୀ ଛାତ୍ରୀଛାତ୍ର ଆବେଦନ କରିପାରିବେ। ଆବେଦନ…
ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ
ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି। ଏମାନେ ହେଲେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜୟଦେବ ବିଧାୟକ ନବକିଶୋର ମଲ୍ଲିକ,…
ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…
ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ ନାଁ ନେଇ କିଛି ମଦ୍ୟପ ଓ ପ୍ରଥଭ୍ରଷ୍ଟ ଯୁବକ ଆତଙ୍କରାଜ ଖେଳାଇଥିଲେ। ଯାହାଦ୍ୱାରା…
ପ୍ରତାପ ଜେନାଙ୍କ କ୍ୱାର୍ଟର୍ସ ଆଗରେ ହଙ୍ଗାମା: ଗିରଫ ହେଲେ ୨ ଯୁବଛାତ୍ର ନେତା
ଭୁବନେଶ୍ୱର,୨୧ା୩: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ ସିଦ୍ଧାର୍ଥ ସ୍ବାଇଁ ଓ ଦେବୀପ୍ରସାଦ ଲେଙ୍କା। ଉଭୟ ବିଜୁ ଛାତ୍ର ଜନତା ଦଳ…
ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ ଅପ୍ଡେଟ୍
ଭୁବନେଶ୍ୱର,୨୧।୩: ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ ଅପଡେଟ୍ । ରାଜ୍ୟରେ ଆଉ ନିଯୁକ୍ତି ହେବନି ଚୁକ୍ତି ଭିତ୍ତିକ ଶିକ୍ଷକ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ସୂଚନା ଦେଇନ୍ତି। ଅନ୍ୟପକ୍ଷେ ସେ କହିଛନ୍ତି, ୩ ବର୍ଷରେ…
ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…
ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ ୪ଟି ବାଇକ୍ ସମ୍ପୁର୍ଣ୍ଣ ଜଳିଯାଇଛି। ତେବେ ଗୁରୁତର ହୋଇଥିବା ଜଣେ ଯୁବକଙ୍କୁ ଏମ୍ସରେ…
ଇଦ୍ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍, ଭବିଷ୍ୟତରେ ଭାଜପା…
ଭୁବନେଶ୍ୱର,୨୧ା୩: ଆଜି ଇଦ୍ ପାଳନ ଅବସରରେ ମହମ୍ମଦ ମୋକିମ୍ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି ‘ଓଡ଼ିଶା ଜନତା କଂଗ୍ରେସ’ ଗଠନ କରିଛି। ସୋଫିଆ ଏଥିରେ ଯୋଗ ଦେବେ କି…
କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର: ଆକ୍ସନ ମୋଡରେ ନବୀନ
ଭୁବନେଶ୍ୱର,୨୧।୧: କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର ଉପରେ ପ୍ରତିକ୍ରିୟା ରଖିଲେ ବିଜେଡି ଶୃଙ୍ଖଳା କମିଟି ସଦସ୍ୟ ସାରଦା ଜେନା। ସେ କହିଛନ୍ତି, ଉତ୍ତର ସନ୍ତୋଷଜନକ ନୁହେଁ। ବିଧାୟକଙ୍କ ଉତ୍ତରକୁ ତର୍ଜମା କରି ସାରାଂଶ ମୁଖ୍ୟଙ୍କ ପାଖକୁ ପଠାଯାଇଛି। ନୀତି…
ଗିନିଜ ୱାଲର୍ଡ ରେକଡର୍ସରେ ଓଡ଼ିଶା ପଖାଳ: ୧,୧୭୭ କିଲୋଗ୍ରାମ ଓଜନର…
ଭୁବନେଶ୍ୱର,୨୧ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ପର୍ଯ୍ୟଟନ ବିଭାଗ ଏକ ଐତିହାସିକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛି। ୧,୧୭୭ କିଲୋଗ୍ରାମ ଓଜନର ପଖାଳ ପ୍ରସ୍ତୁତ କରିବା ସହ ଏକ ବିଶାଳ ପାତ୍ରରେ ଏହି ବୃହତ୍ତମ ଫର୍ମେଣ୍ଟେଡ ରାଇସ (ପଖାଳ) ପରିବେଷଣ ପାଇଁ ଗିନିଜ ୱାଲର୍ଡ ଅଫ୍…
କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟା ରଖିଲେ ପ୍ରମିଳା: ଦଳ ଫିଲଟର ହେଉଛି, ସବୁ ଅଳିଆ…
ଭୁବନେଶ୍ୱର,୨୦।୩: କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟାରଖିଲେ ପ୍ରମିଳା ମଲ୍ଲିକ। ସେ କହିଛନ୍ତି,ଚିଠି ଗୋଟେ ଅଫିସରୁ ବସି ଟାଇପ ହୋଇଛି। ଏମାନେ ଦସ୍ତଖତ କରିଛନ୍ତି ବୋଲି ସେ କହିଛନ୍ତି। ଆଇନ କଣ ଏକା ସେମାନଙ୍କ ପାଇଁ, ଆଇନର ଆଶ୍ରୟ ନିଅନ୍ତୁ…
Archives


