କୋଠାବାଡ଼ି ନିର୍ମାତାଙ୍କୁ ମିଳିବ ୪ମାସର ରିହାତି
ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତିକୁ ନେଇ କେନ୍ଦ୍ର ନଗର ଉନ୍ନୟନ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ରିଅଲ ଇଷ୍ଟେଟ୍ ଓ ବିଲ୍ଡର୍ସ(କୋଠାବାଡ଼ି ନିର୍ମାତା)ଙ୍କୁ ୪ମାସର ରିହାତି ଅନୁକମ୍ପା ପ୍ରଦାନ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଏ ସଂକ୍ରାନ୍ତରେ ଏକ ନିର୍ଦ୍ଦେଶନାମା…
ସୂତା ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
ଭୁବନେଶ୍ୱର,୩ା୮: ଭୁବନେଶ୍ବରସ୍ଥିତ ପାତ୍ରପଡ଼ାରେ ଥିବା ସୂତା ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଯାଇଛି। ପ୍ରାପ୍ତ ସୂଚନାନୁଯାୟୀ, ସୋମବାର ପୂର୍ବାହ୍ନରେ ସୂତା ଫ୍ୟାକ୍ଟ୍ରି ଭିତରୁ ନିଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। ଭିତରେ ସୂତା ସହ ଜ୍ୱଳନଶୀଳ ସାମଗ୍ରୀ…
ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…
ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ ବର୍ଷା ପରିମାଣ ବଢିବା ସହ ୮ ତାରିଖ ଯାଏ ଲାଗି ରହିବ। ସୋମବାର…
ଆଜି ଶ୍ରାବଣ ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ଏହି କାରଣରୁ…
ଭୁବନେଶ୍ୱର,୩ା୮: ଆଜି ଶ୍ରାବଣର ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ହୋଇଛି। ପୂଜାପଣ୍ଡା ସେବାୟତ-ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାରୁ ନୀତିକାନ୍ତି ବନ୍ଦ ହୋଇଥିବା ସୂଚନାରୁ ଜଣାପଡ଼ିଛି। ମନ୍ଦିରର ପୂଜାପଣ୍ଡା ସେବାୟତ ଏବଂ ବଡୁ ସେବାୟତଙ୍କ ମଧ୍ୟରେ ଗତ…
ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍ରେ ଯାତ୍ରା କରି…
ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ ସଡ଼କ ପଥରେ ଯାଇ କଟକ ଜିଲା ବାଆଁରା ନିକଟ ଜଗଦ୍ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର…
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ
ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା IFS ଅଧିକାରୀ ସଂଗ୍ରାମ କେଶରୀ ବେହେରାଙ୍କୁ ନିଲମ୍ବନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ…
odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…
ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୨ ଦିନ ତଳେ ପିକ୍ ଫ୍ଲଡ ଥିଲା, ହୀରାକୁଦ ବନ୍ଧ…
Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …
ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ସେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରର ୧୨ଟି ବ୍ଲକର…
ଚାଉଳ ବଣ୍ଟନ ସମସ୍ୟା ନେଇ ବଡ଼ କଥା କହିଲେ ମନ୍ତ୍ରୀ, ଏଣିକି….
ଭୁବନେଶ୍ୱର, ୧।୮: ରାଜ୍ୟରେ ସରକାରୀ ଚାଉଳ ବଣ୍ଟନକୁ ନେଇ କୌଣସି ସମସ୍ୟା ନଥିବା ସ୍ପଷ୍ଟ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଚାଉଳ ବଣ୍ଟନକୁ ନେଇ ବିଭିନ୍ନ ସ୍ଥାନରୁ ଆସୁଥିବା ଅଭିଯୋଗ ସମ୍ପର୍କରେ ପ୍ରତିକ୍ରିୟା ରଖି ମନ୍ତ୍ରୀ କହିଛନ୍ତି…
ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି ତ ଆଉ କେଉଁଠି ନଦୀବନ୍ଧ ଭାଙ୍ଗି ଫସଲ ମାଟିରେ ମିଶାଇ ଦେଉଛିି। ପରିସ୍ଥିତି…
ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…
ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ ଦକ୍ଷିଣ ମଧ୍ୟପ୍ରଦେଶ ଉପରେ ଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇଛି। ଶନିବାର…
ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଏହି ଘଟଣା ସମ୍ପର୍କରେ ଖବର ପାଇବା ପରେ…

