ପିଆଜ ବିକିଲେ ସରକାର
ଭୁବନେଶ୍ୱର,୨୭।୯: ଖୁଚୁରା ବଜାରରେ ପିଆଜ ଦର ଆକାଶଛୁଆଁ ହୋଇଛି। କେଉଁଠି ପିଆଜ କିଲୋ ୬୦ ତ ପୁଣି କେଉଁଠି ୭୦ ଛୁଇଁଲାଣି। ଏହାକୁ ଦୃଷ୍ଟିରେ ରଖି ନାଫେଡ ମାଧ୍ୟମରେ ସରକାର ଖାଉଟିଙ୍କୁ ସୁଲଭ ମୂଲ୍ୟରେ ପିଆଜ ଯୋଗାଇ ଦେଉଛନ୍ତି । ଗତ…
ଧାନ କିଣାକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ: କଟନୀଛଟନୀ ବନ୍ଦ, ୪୮ ଘଣ୍ଟାରେ ଖାତାକୁ ଯିବ ଟଙ୍କା
ଭୁବନେଶ୍ୱର,୨୭ା୯: ଲୋକସେବା ଭବନର କନଭେନସନ ହଲରେ ଶୁକ୍ରବାର ଆୟୋଜିତ ଜିଲ୍ଲାପାଳ ସମ୍ମିଳନୀରେ ଯୋଗଦେଇ ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଧାନ ସଂଗ୍ରହ କାର୍ଯ୍ୟକୁ ସରଳ ଓ ତ୍ୱରାନ୍ୱିତ କରିବା ନିମନ୍ତେ ପରାମର୍ଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ସେ କହିଥିଲେ ଯେ,…
IPS ଅରୁଣ ଷଡ଼ଙ୍ଗୀ ହେଲେ OPSC ଚେୟାରମ୍ୟାନ୍
କଟକ,୨୭ା୯: ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଚେୟାରମ୍ୟାନ୍ ନିଯୁକ୍ତ କରିଛନ୍ତି ସରକାର। ଏହି ପଦବୀରେ ତାଙ୍କୁ ଆଗାମୀ ୬ ବର୍ଷ ପାଇଁ ନିଯୁକ୍ତ କରାଯାଇଛି। ଏବେ ସେ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀ ନିର୍ଦ୍ଦେଶକ ଅଛନ୍ତି। ରାଜ୍ୟ…
କୋର୍ଟଙ୍କ ଆଦେଶକୁ ଅବମାନନା: ମେଜରଙ୍କ ବାନ୍ଧବୀଙ୍କ ନାଁରେ ମାମଲା ରୁଜୁ
ଭୁବନେଶ୍ୱର,୨୭ା୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ମାଡ଼ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ପୀଡ଼ିତା ଯେଉଁ ମହିଳା ପୋଲିସଙ୍କ ହାତ କାମୁଡ଼ିଥିଲେ ତାଙ୍କ ମା’ଙ୍କ ପକ୍ଷରୁ ଥାନାରେ ମାମଲା ରୁଜୁ କରାଯାଇଛି। କୋର୍ଟ ଆଦେଶ…
ଯୁବତୀ-ମହିଳାଙ୍କୁ ଟାର୍ଗେଟ୍ କରି ଲୁଟୁଥିଲେ ସୁନା ଚେନ୍, ୪ ଜଣଙ୍କୁ ବାନ୍ଧିଲା କମିଶନରେଟ୍ ପୋଲିସ
ଭୁବନେଶ୍ୱର,୨୭ା୯: ବାଇକ୍ରେ ଆସି କଟକ, ଭୁବନେଶ୍ୱରର ଯୁବତୀ ଏବଂ ମହିଳାଙ୍କୁ ଟାର୍ଗେଟ୍ କରି ସୁନା ଚେନ୍ ଲୁଟୁଥିଲେ। ଏହି ଲୁଟେରା ଗ୍ୟାଙ୍ଗର ମୁଖ୍ୟ ସହ ୪ ଜଣଙ୍କୁ ଧରିଛି କମିଶନରେଟ୍ ପୋଲିସ। ଗ୍ୟାଙ୍ଗ୍ ମୁଖ୍ୟଙ୍କ ନାଁରେ ସୁରଟରୁ ନେଇ ପୁରୀ ଚନ୍ଦନପୁରରେ…
ଭରତପୁର ଥାନା ଘଟଣା: ଆଉ ୩ ଜଣଙ୍କ ହେବ…
ଭୁବନେଶ୍ୱର,୨୭।୯: ଭରତପୁର ଥାନା ଘଟଣାରେ ଆଉ ୩ ଜଣଙ୍କ ପଲିଗ୍ରାଫ ଟେଷ୍ଟ ହେବ। ନିଲମ୍ବିତ ଥାନା ଅଧିକାରୀଙ୍କ ସହ ୩ ମହିଳା କର୍ମଚାରୀଙ୍କ ଏହି ଟେଷ୍ଟ କରାଯିବ। ପଲିଗ୍ରାଫ ଟେଷ୍ଟ ପାଇଁ ଏସ୍ଡିଜେଏମ୍ କୋର୍ଟ ଅନୁମତି ଦେେଇଛନ୍ତି। ଜଣେ ଏସ୍ଆଇଙ୍କ ସହ…
ପ୍ରବଳରୁ ଅତି ପ୍ରବଳ ବର୍ଷିବ, ୫ ଜିଲାକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା
ଭୁବନେଶ୍ୱର,୨୭ା୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ତେବେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଜପତି ଏବଂ ଗଞ୍ଜାମ ଜିଲାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୩…
‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି ପାଇ ନ ଥିବା ମହିଳାଙ୍କ ପାଇଁ ବଡ଼ ଖବର
ଭୁବନେଶ୍ୱର,୨୭।୯: ‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ବଡ଼ ଖବର। କେଉଁ ଦିନ ସୁଭଦ୍ରା ସହାୟତା ମିଳିବ ସେନେଇ ଆଜି ତାରିଖ ଆସିପାରେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏନେଇ ତାରିଖ ଘୋଷଣା କରିପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର…
ମହାପ୍ରଭୁଙ୍କ ଅବଢ଼ାର ହେବ ମାନ ଯାଞ୍ଚ: ରୋଷ ଘରକୁ ଯାଉଥିବା….
ଭୁବନେଶ୍ୱର,୨୭।୯: ଏଣିକି ଶ୍ରୀମନ୍ଦିରରେ ଅବଢ଼ାର ମାନ ଯାଞ୍ଚ ହେବ । ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢ଼ାର ମାନ ଯାଞ୍ଚ ହେବ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ମାନ ଯାଞ୍ଚ କରିବା ପାଇଁ ଫୁଡ ଇନ୍ସପେକ୍ଟର ନିଯୁକ୍ତ…
ବିଜେଡି ହାରିବାର ଏହି ବଡ଼ କାରଣ କହିଲେ ପୂର୍ବତନ ବିଧାୟକ, ଭାଜପା ତୁଳନାରେ ବିଜେଡିର…
ଭୁବନେଶ୍ୱର,୨୭ା୯: ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି। ବିଜେଡି ପରାଜୟ ବରଣ କରିବା ପରେ…
‘ମୋତେ ଗେଟ୍ ଆଉଟ୍ କହିଥିଲେ ଆଇଆଇସି’
ଭୁବନେଶ୍ୱର,୨୭ା୯: ଲୋକସେବା ଭବନରେ ଶୁକ୍ରବାର ଦୁଇ ଦିନିଆ ଜିଲାପାଳମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଆଜିର ଏହି ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସହ ଘଟିଥିବା କିଛି ଦୁଃଖଦ କଥାକୁ ସର୍ବ ସମ୍ମୁଖରେ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ…
ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର ହେଉଛନ୍ତି…
ଭୁବନେଶ୍ୱର,୨୭ା୯: ଲୋକସେବା ଭବନରେ ଶୁକ୍ରବାର ୨ ଦିନିଆ ଜିଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ ପ୍ରଶାସନକୁ ଲୋକାଭିମୁଖୀ କରିବାକୁ ଗୁରୁତ୍ୱାରୋପ କରିଛନ୍ତି। ଆଜି ମୋହନ ସରକାରଙ୍କ ପ୍ରଥମ ଜିଲାପାଳ ସମ୍ମିଳନୀ। ସରକାରକୁ ଆସିବା…
Archives


