ମେଟ୍ରୋ

‘ମୋତେ କହିଥିଲେ ମୁଁ ରାଜନୀତି କରିପାରିବି ନାହିଁ…’ଭାଜପାକୁ କଡ଼ା ଟାର୍ଗେଟ କଲେ ନବୀନ, ଶୁଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୨୬।୧୨: କଟକ, ୨୬।୧୨(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡି ପ୍ରତିଷ୍ଠା ଦିବସରେ ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅଭିଭାଷଣ ରଖିଛନ୍ତି। ନବୀନ କହିଛନ୍ତି, ଆଜିର ଦିନରେ ବିଜୁ ଜନତା ଦଳ ଜନ୍ମ ନେଇଥିଲା। ବିଜୁ ବାବୁଙ୍କ ଆଦର୍ଶ…

‘ଭାଜପା ମିଛ କହି…’, ବିଜେଡି ପ୍ରତିଷ୍ଠା ଦିବସରେ ବିଜେଡି ହାରିବାର କାରଣ ଖୋଲି କହିଲେ ନବୀନ

ଭୁବନେଶ୍ୱର,୨୬।୧୨: ବିଜେଡି ହାରିବାର କାରଣ ଖୋଲି କହିଛନ୍ତି ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଭାଜପା ମିଛ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି। ଆମର ଭୁଲ ଆମେ ଭାଜପାର ମିଛକୁ କାଉଣ୍ଟର କଲୁନି। ଭାଜପା…

ଦିନେ ଓଡ଼ିଶାରେ ଭାଜପାକୁ ସାଇନ୍‌ବୋର୍ଡ ପାର୍ଟି କୁହାଯାଉଥିଲା,ଆଉ ଏବେ…

ଭୁବନେଶ୍ୱର, ୨୬ା୧୨(ସୁନିତ୍‌ ମିଶ୍ର):ସମୟ ଥିଲା ଦିନେ ଓଡ଼ିଶାରେ ଭାଜପାକୁ ସାଇନ୍‌ବୋର୍ଡ ପାର୍ଟି ବୋଲି କୁହାଯାଉଥିଲା। କିନ୍ତୁ ଏବେ ରାଜ୍ୟରେ ଭାଜପାର ଡବଲ ଇଞ୍ଜିନ ସରକାର ଚାଲିଛି। ରାଜ୍ୟରେ ଏବେ ନିର୍ବାଚନୀ ସଂକଳ୍ପପତ୍ର ଘୋଷଣାକୁ ପୂରଣ କରାଯାଉଛି। ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା…

ଜାନୁଆରୀରୁ ଚାଷୀ ପଞ୍ଜୀକରଣ, ଚିହ୍ନଟ ହେବେ ଅଣଚାଷୀ

ଭୁବନେଶ୍ୱର, ୨୬ା୧୨(ସୁନିତ୍‌ ମିଶ୍ର):ରାଜ୍ୟର ଯେଉଁ ଅଣଚାଷୀମାନେ ସରକାରଙ୍କ ବିଭିନ୍ନ ଯୋଜନାରୁ ଲାଭ ଉଠାଉଛନ୍ତି ସେମାନଙ୍କୁ ବାଦ୍‌ ଦିଆଯିବ। ରାଜ୍ୟ ସରକାର ଏବେ ଉପଯୁକ୍ତ ଚାଷୀଙ୍କୁ ଚିହ୍ନଟକରିବା ପ୍ରକ୍ରିୟା ଆରମ୍ଭ କରିବେ। ଜାନୁଆରୀରୁ ଚାଷୀ ପଞ୍ଜୀକରଣ ଆରମ୍ଭ ହୋଇଯିବ। ଚାଷୀମାନଙ୍କୁ ୧୪ ଟିକିଆ…

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏହି ଦିନଠାରୁ କମିବ ବର୍ଷା, ୮ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ଆଜିଠୁ ବର୍ଷା କମିବାକୁ ଥିବା ବେଳେ କାଲିଠୁ ସମ୍ପର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ବିଶେଷ କରି ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ…

ଏହି ଦିନ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା:ପ୍ରାୟ ଏକ କୋଟି ମହିଳା…

ଭୁବନେଶ୍ୱର,୨୬ା୧୨(ଅନିଲ ଦାସ):ଆସନ୍ତା ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ଦ୍ୱିତୀୟ କିସ୍ତି ବାବଦ ୫ ହଜାର ଟଙ୍କା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଏହା ଘୋଷଣା କରିଛନ୍ତି। ରାଜ୍ୟର ପ୍ରାୟ ଏକ…

ନିର୍ବାଚନରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧୨: ନିର୍ବାଚନ ସମୟରେ ଆମେ ଲୋକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲୁ, ସବୁ ପ୍ରତିଶ୍ରୁତିକୁ ଗୋଟି ଗୋଟି କରି ପୂରଣ କରି ଚାଲିଛୁ। ଯେଉଁ ଦିନ ସରକାର ଗଠନ ହେଲା, ସେହି ଦିନ ହିଁ କ୍ୟାବିନେଟ୍ ବସାଇ ଆମେ ଚାରିଟି ମୁଖ୍ୟ ନିଷ୍ପତ୍ତି…

ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ

କଟକ, ୨୫।୧୨: ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟଣା ଘଟିଛି କଟକ ଜିଲା ଲାଲ୍‌ବାଗ ଥାନା ସିଦ୍ଧେଶ୍ବରସାହିରେ। ମୃତ ବ୍ୟକ୍ତି କଟକସ୍ଥିତ ସାଇବର ପୋଲିସ ଷ୍ଟେସନରେ ଜଣେ କନଷ୍ଟେବଳ ଥିଲେ।…

ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ବଡ଼ ସୂଚନା: ଦ୍ବିତୀୟ କିସ୍ତିରେ ଏମାନଙ୍କୁ ମିଳିବ…

ଭୁବନେଶ୍ୱର,୨୫।୧୨: ସୁଶାସନ ଦିବସ କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚରେ ମିଳିବ ଦ୍ବିତୀୟ କିସ୍ତି ସୁଭଦ୍ରା ଟଙ୍କା। ଦ୍ବିତୀୟ କିସ୍ତି ଟଙ୍କା ସମସ୍ତଙ୍କୁ ଏକା ସହ ଯିବ। ଜାନୁଆରୀରେ କୋଟିଏ ମହିଳାଙ୍କୁ ପ୍ରଥମ…

ମନମୋହନଙ୍କୁ କଡ଼ା ଟାର୍ଗେଟ୍‌ କଲେ ପ୍ରସନ୍ନ ଆଚାର୍ଯ୍ୟ, କହିଲେ ଚିଟ୍‌ଫଣ୍ଡ୍‌ କଥା ବିଚାର କରୁକରୁ ସରକାରଙ୍କ…

ଭୁବନେଶ୍ୱର,୨୫ା୧୨: ଚିଟ୍‌ଫଣ୍ଡ୍‌ ଟଙ୍କା ଫେରସ୍ତ ନେଇ ଦେଇଥିବା ମନ୍ତବ୍ୟ ଉପରେ ମନମୋହନଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ପୂର୍ବ ସରକାର ଦାୟିତ୍ୱ କହି କେତେଦିନ ଫାଙ୍କା ମାରି ଚାଲିବ ବୋଲି ପ୍ରସନ୍ନ ପ୍ରଶ୍ନ କରିଛନ୍ତି। ସେ…

ଆହୁରି ୨୪ ଘଣ୍ଟା ଜାରି ରହିବ ବର୍ଷା: ଏହି ସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୫।୧୨: ରାଜ୍ୟରେ ଲାଗି ରହିଛି ଲଘୁଚାପ ବର୍ଷା। ଆହୁରି ୨୪ ଘଣ୍ଟା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏନେଇ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତାକାଲି ଦକ୍ଷିଣ ଓଡ଼ିଶା ସମେତ ଆଭ୍ୟନ୍ତରୀଣରେ ବର୍ଷା…

ଚାଷୀଙ୍କୁ ଘାରିଛି ଅଦିନିଆ ବର୍ଷା, ବିଲରେ ଲୋଟିଛି ପାଚିଲା ଧାନ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଗତ କିଛିଦିନ ଧରି ରାଜ୍ୟରେ ଲଘୁଚାପ ଓ ଗୁରୁଚାପ ଜନିତ ବର୍ଷା ଲାଗି ରହିଛି। ଉପକୂଳ ଓଡ଼ିଶାରେ ପାଚିଲା ଧାନ ପାଣି ବିଲରେ ଲୋଟିଛି। ଧାନର ମାନ ଖରାପ ହେଲେ ବିକ୍ରିଯୋଗ୍ୟ ହେବ ନାହିଁ। ଧାନ ଗଜା ହୋଇଯିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?