ଭୁବନେଶ୍ୱରରେ ପହଞ୍ଚିଲେ ନଡ୍ଡା, ଦେବେ ମାଷ୍ଟରପ୍ଲାନ!
ଭୁବନେଶ୍ବର, ୨୬।୯: ଭୁବନେଶ୍ବରରେ ପହଞ୍ଚିଛନ୍ତି ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ସଦସ୍ୟତା ଅଭିଯାନରେ ସାମିଲ ହେବେ। ଏହାପରେ ବହୁ ପଦାଧିକାରୀଙ୍କ ସହ ଆଲୋଚନା କରିବେ। ଏଥିସହ ସେ ଓଡ଼ିଶାର ପାର୍ଟି ଅଫିସରେ ଭାଜପାର ମନ୍ତ୍ରୀ,…
ସମୁଦ୍ର ମଝିରେ ଫସିଲେ ୧୪ ମତ୍ସ୍ୟଜୀବୀ, ଉଦ୍ଧାର କରିବାକୁ ଯାଇଥିବା ବୋଟ ବି ଫସିଲା
ଭୁବନେଶ୍ୱର,୨୬।୯: ପାରାଦୀପ ମହାନଦୀ ମୁହାଣରେ ଫସିଛନ୍ତି ୧୪ ମତ୍ସ୍ୟଜୀବୀ । ଗୁରୁବାର ଦୁଇଟି ମାଛଧରା ବୋଟ ଅଚଳ ହୋଇଯିବାରୁ ମଝି ସମୁଦ୍ରରେ ଫସିରହିଥିବା ସୂଚନା ମିଳିଛି। ସେମାନଙ୍କୁ ଉଦ୍ଧାର କରାଯାଇ ପାରି ନ ଥିବା ଜଣାଯାଇଛି। ପ୍ରଥମେ ଏକ ମାଝଧରା ବୋଟ…
ଛେଚିବ ବର୍ଷା: ୨ ଜିଲାକୁ ଅରେଞ୍ଜ, ୨୧ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୨୬।୯ (ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ବୁଧବାର ଭବାନୀପାଟଣାରେ ସର୍ବାଧିକ ୧୫୫ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି…
ବାହାହେବାକୁ ଅଡିବସିଛନ୍ତି ପ୍ରେମିକା: ପ୍ରେମିକ ଘର ବାରଣ୍ଡାରେ ଧାରଣା
ବାଳକାଟୀ,୨୬/୯(ମନୋଜ ମଣ୍ଡଳ):ବାଲିଅନ୍ତା ଥାନା ଅଧୀନ ସରକଣା ଗ୍ରାମର ଜଣେ ଯୁବକଙ୍କୁ ବିବାହ କରିବା ଜିଦ୍ରେ ତାଙ୍କ ଘର ବାରଣ୍ଡାରେ ବୁଧବାର ଜଣେ ଯୁବତୀ ଧାରଣା ଦେଇଛନ୍ତି। ଯୁବତୀ ଜଣକ ସମ୍ପୃକ୍ତ ଯୁବକଙ୍କ ପ୍ରେମିକା ବୋଲି ଦାବି କରିଥିବାବେଳେ କିଛିଦିନ ତଳେ ଉଭୟଙ୍କ…
ଆଜି ଆସୁଛନ୍ତି ନଡ୍ଡା
ଭୁବନେଶ୍ୱର,୨୬।୯(ସୁନିତ୍ ମିଶ୍ର):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସକାଳ ୧୦ଟା ୩୦ରେ ନଡ୍ଡା ଭୁବନେଶ୍ୱର ବିମାନବନ୍ଦରଠାରେ ଆସି ପହଞ୍ଚିବେ। ଦଳ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଅପରାହ୍ନରେ ସେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଦଳର…
ଓଏଏସ୍ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ
ଭୁବନେଶ୍ୱର,୨୫।୯(ଅନିଲଦାସ): ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ବୁଧବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, କଟକ ମହାନଗର ନିଗମ(ସିଏମ୍ସି)ର ଅତିରିକ୍ତ କମିଶନର…
ଆସନ୍ତା ମହିଳା ପର୍ବରେ ମିଳିବ ସୁଭଦ୍ରା ଟଙ୍କା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫।୯: ସୁଭଦ୍ରା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ସୂଚନା ଦେଇଛନ୍ତି। ଆଗକୁ ଆସୁଥିବା ମହିଳାଙ୍କ ପର୍ବରେ ଆଉ ଏକ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ଆଗକୁ ମହିଳାଙ୍କ ଉତ୍ସବ ଆସୁଛି, ଏଥିରେ ସୁଭଦ୍ରା ଟଙ୍କା ଦିଆଯିବ। ପର୍ଯ୍ୟାୟ…
ଉପମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଗାଡ଼ି ଧକ୍କାରେ ୨ ଛାତ୍ରୀଛାତ୍ର ଆହତ, ବଡ଼ ପଦକ୍ଷେପ ନେଲେ ପ୍ରଭାତୀ
ଗୋପ,୨୫।୯: ବୁଧବାର ପୂର୍ବାହ୍ନରେ ଏକ ଦୁର୍ଭାଗ୍ୟଜନକ ଘଟଣାରେ ପୁରୀ ଜିଲାର ଗୋପ ବ୍ଲକ ଅନ୍ତର୍ଗତ ସୋରିସିଆପଡା ଅଞ୍ଚଳରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ସୁରକ୍ଷାରେ ଥିବା ପୋଲିସ୍ ଭ୍ୟାନ୍ ଧକ୍କାରେ ଦୁଇଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ପରେ ଉଭୟଙ୍କୁ ତୁରନ୍ତ…
ରାଜ୍ୟର ଭିତ୍ତିଭୂମି ଅନୁଧ୍ୟାନ ପାଇଁ ଓଡ଼ିଶା ଗସ୍ତରେ ବିଶ୍ୱବ୍ୟାଙ୍କ ଟିମ୍
ଭୁବନେଶ୍ୱର,୨୫।୯: ଭିତ୍ତିଭୂମି କ୍ଷେତ୍ରରେ ଓଡ଼ିଶାର ବ୍ୟାପକ ରଣନୀତି ସମ୍ପର୍କରେ ଅଧ୍ୟୟନ ଏବଂ ଏ କ୍ଷେତ୍ରରେ ଘରୋଇ ପୁଞ୍ଜିନିବେଶ ବୃଦ୍ଧି ପାଇଁ ସୁପାରିଶ କରିବା ଉଦ୍ଦେଶ୍ୟରେ ଭାରତ ସରକାର, ବିଶ୍ଵବ୍ୟାଙ୍କ ସହଯୋଗରେ ଅଧ୍ୟୟନ ନିମନ୍ତେ ଓଡ଼ିଶା ସମେତ ଗୁଜରାଟ, ମଧ୍ୟପ୍ରଦେଶ ଏବଂ ମେଘାଳୟ…
ଆଇନମନ୍ତ୍ରୀ ଦେଲେ ବଡ଼ ସୂଚନା, କହିଲେ ଶ୍ରୀମନ୍ଦିର ପ୍ରଶାସନରେ ନିଯୁକ୍ତ ହେବେ…
ଭୁବନେଶ୍ୱର,୨୫ା୯: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଶ୍ରୀମନ୍ଦିର ପ୍ରଶାସନରେ ପୁଡ୍ ଅଫିସର ନିଯୁକ୍ତି ହେବେ। ଏହି ଅଫିସର ମହାପ୍ରସାଦ, ଶୁଖିଲା ଭୋଗର ମାନ ଯାଞ୍ଚ କରିବେ। ଏଥିସହିତ ଶ୍ରୀମନ୍ଦିରରେ ବ୍ୟବହୃତ ଭୋଗ ସାମଗ୍ରୀ…
ଜାରି ରହିବ ନର୍ସିଂ କର୍ମଚାରୀ ଆନ୍ଦୋଳନ: ସରକାରଙ୍କ ସହ ଆଲୋଚନା ବିଫଳ
ଭୁବନେଶ୍ୱର,୨୫।୯: ଜାରି ରହିବ ନର୍ସିଂ କର୍ମଚାରୀ ଆନ୍ଦୋଳନ। ବୁଧବାର ସରକାରଙ୍କ ସହ ଆଲୋଚନା ବିଫଳ ହୋଇଥିବା ସଂଘର ପକ୍ଷରୁ ସୂଚନା ମିଳିଛି। ସ୍ବାସ୍ଥ୍ୟ ସଚିବ ସହ ଆଲୋଚନା ପରେ ସଂଘର ଏହି ନିଷ୍ପତ୍ତି ନେଇଛି। ୧୦ ଦଫା ଦାବିରେ ସଂଘ ଆନ୍ଦୋଳନ…
ମୋ ବସ୍ ଧକ୍କାରେ ଜଣଙ୍କ ମୃତ୍ୟୁ: ବସ୍କୁ ଅଟକ ରଖିଲେ ଲୋକେ
ଭୁବନେଶ୍ୱର,୨୫।୯: ପୁଣି ବଦନାମ ମୁଣ୍ଡାଇଲା ମୋ ବସ୍। ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁରରେ ମୋ ବସ୍ ମାଡିଯିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାମ ପୁରୀ ଜିଲାର ପାରିକୁଦ ଅଞ୍ଚଳର ଖିରୋଦ ପାଢ଼ୀ ବୋଲି ଜଣାପଡିଛି। ସୂଚନ ଅନୁଯାୟୀ ‘ମୋ ବସ୍’…
Archives


