ମେଟ୍ରୋ

ଦଶହରା ଉତ୍ସବକୁ ନେଇ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୨୬ା୯: ରାଜ୍ୟରେ ଦଶହରା ଉତ୍ସବକୁ ନେଇ ଓଡ଼ିଶା ହାଇକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ। ଏଥିସହିତ ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।…

ବଦଳିଲେ ୪୩ଜଣ ବିଡିଓ, ଜାଣନ୍ତୁ ଆପଣଙ୍କ ବ୍ଲକ୍‌ର କିଏ…

ଭୁବନେଶ୍ୱର,୨୬।୯: ଓଏଏସ ସ୍ତରରରେ ବଡ଼ ଧରଣର ଅଦଳବଦଳ କଲେ ସରକାର। ୪୩ଜଣ ବିଡିଓଙ୍କୁ ବଦଳି କରାଯାଇଛି। ଏନେଇ ଗୁରୁବାର ପଞ୍ଚାୟତରାଜ ଓ ପାନୀୟ ଜଳ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଚନ୍ଦ୍ରମଣି ନାଗଙ୍କୁ ରାଜବଡ଼ାସମ୍ବରରୁ ଟିଟିଲାଗଡ଼ ବଦଳି କରାଯାଇଛି। ସେହିପରି ଆକାଶ…

‘ଆମର ଏଠି ନେତା ପୁଅ ନେତା ହୁଅନ୍ତିନି, ମାଟିରୁ ଆସିଥିବା ବ୍ୟକ୍ତି ନେତା ହୁଅନ୍ତି’

ଭୁବନେଶ୍ୱର,୨୬ା୯: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଗୁରୁବାର ଭୁବନେଶ୍ୱରରେ ପହଞ୍ଚି ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ। ନଡ୍ଡା ନୂଆ ସଦସ୍ୟଙ୍କୁ ମାର୍ଗଦର୍ଶନ କରାଇବା ସହ ଭାଜପା ଏକମାତ୍ର ଗଣତାନ୍ତ୍ରିକ, କ୍ୟାଡରଯୁକ୍ତ ରାଜନୈତିକ…

ଭାଜପାର ବଢିଲା ଟେନଶନ: ବିଜେଡି କରିଦେଲା ଏପରି ଦାବି, ଭାଜପାରେ ହଲଚଲ!

ଭୁବନେଶ୍ୱର,୨୬।୯: ପ୍ରେସମିଟ୍‌ କରି ଜାତିଭିତ୍ତିକ ଜନଗଣନା ଦାବି କଲା ବିଜୁ ଜନତା ଦଳ। ଗଣମାଧ୍ୟକୁ ସମ୍ବୋଧନ କରି ଶାସକ ଭାଜପା ଆଗରେ ଏପରି ଦାବି ରଖିଛନ୍ତି ରାଜ୍ୟ ସଭା ଏମପି ସସ୍ମିତ ପାତ୍ର, ଶୁଭାଶିଷ ଖୁଣ୍ଟିଆ ଓ ମୁଖପାତ୍ର ଲେନିନ ମହାନ୍ତି।…

ଦେଇନାହାନ୍ତି ଏହି ଡକ୍ୟୁମେଣ୍ଟ, ଜମା ଆସିବନି ସୁଭଦ୍ରା ଟଙ୍କା, ଜାଣି ନିଅନ୍ତୁ…

ଭୁବନେଶ୍ୱର,୨୬।୯: ଭାଜପା ସରକାରଙ୍କ ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିରେ ମହିଳାଙ୍କୁ ୫ହଜାର ଟଙ୍କାର ଭାଉଚର୍‌ ଆସିଛି। ଆଗାମୀ ବର୍ଷ ମହିଳା ଦିବସରେ ଦ୍ୱିତୀୟ କିସ୍ତି ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ବୁଧବାର ଗଣମାଧ୍ୟମରେ ପ୍ରତିକ୍ରିୟା ରଖି ପ୍ରଭାତୀ…

ଭୁବନେଶ୍ୱରରେ ପହଞ୍ଚିଲେ ନଡ୍ଡା, ଦେବେ ମାଷ୍ଟରପ୍ଲାନ!

ଭୁବନେଶ୍ବର, ୨୬।୯: ଭୁବନେଶ୍ବରରେ ପହଞ୍ଚିଛନ୍ତି ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ସଦସ୍ୟତା ଅଭିଯାନରେ ସାମିଲ ହେବେ। ଏହାପରେ ବହୁ ପଦାଧିକାରୀଙ୍କ ସହ ଆଲୋଚନା କରିବେ। ଏଥିସହ ସେ ଓଡ଼ିଶାର ପାର୍ଟି ଅଫିସରେ ଭାଜପାର ମନ୍ତ୍ରୀ,…

ସମୁଦ୍ର ମଝିରେ ଫସିଲେ ୧୪ ମତ୍ସ୍ୟଜୀବୀ, ଉଦ୍ଧାର କରିବାକୁ ଯାଇଥିବା ବୋଟ ବି ଫସିଲା

ଭୁବନେଶ୍ୱର,୨୬।୯: ପାରାଦୀପ ମହାନଦୀ ମୁହାଣରେ ଫସିଛନ୍ତି ୧୪ ମତ୍ସ୍ୟଜୀବୀ । ଗୁରୁବାର ଦୁଇଟି ମାଛଧରା ବୋଟ ଅଚଳ ହୋଇଯିବାରୁ ମଝି ସମୁଦ୍ରରେ ଫସିରହିଥିବା ସୂଚନା ମିଳିଛି। ସେମାନଙ୍କୁ ଉଦ୍ଧାର କରାଯାଇ ପାରି ନ ଥିବା ଜଣାଯାଇଛି। ପ୍ରଥମେ ଏକ ମାଝଧରା ବୋଟ…

ଛେଚିବ ବର୍ଷା: ୨ ଜିଲାକୁ ଅରେଞ୍ଜ, ୨୧ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୬।୯ (ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ବୁଧବାର ଭବାନୀପାଟଣାରେ ସର୍ବାଧିକ ୧୫୫ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି…

ବାହାହେବାକୁ ଅଡିବସିଛନ୍ତି ପ୍ରେମିକା: ପ୍ରେମିକ ଘର ବାରଣ୍ଡାରେ ଧାରଣା

ବାଳକାଟୀ,୨୬/୯(ମନୋଜ ମଣ୍ଡଳ):ବାଲିଅନ୍ତା ଥାନା ଅଧୀନ ସରକଣା ଗ୍ରାମର ଜଣେ ଯୁବକଙ୍କୁ ବିବାହ କରିବା ଜିଦ୍‌ରେ ତାଙ୍କ ଘର ବାରଣ୍ଡାରେ ବୁଧବାର ଜଣେ ଯୁବତୀ ଧାରଣା ଦେଇଛନ୍ତି। ଯୁବତୀ ଜଣକ ସମ୍ପୃକ୍ତ ଯୁବକଙ୍କ ପ୍ରେମିକା ବୋଲି ଦାବି କରିଥିବାବେଳେ କିଛିଦିନ ତଳେ ଉଭୟଙ୍କ…

ଆଜି ଆସୁଛନ୍ତି ନଡ୍ଡା

ଭୁବନେଶ୍ୱର,୨୬।୯(ସୁନିତ୍‌ ମିଶ୍ର):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସକାଳ ୧୦ଟା ୩୦ରେ ନଡ୍ଡା ଭୁବନେଶ୍ୱର ବିମାନବନ୍ଦରଠାରେ ଆସି ପହଞ୍ଚିବେ। ଦଳ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଅପରାହ୍ନରେ ସେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଦଳର…

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୨୫।୯(ଅନିଲଦାସ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ବୁଧବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, କଟକ ମହାନଗର ନିଗମ(ସିଏମ୍‌ସି)ର ଅତିରିକ୍ତ କମିଶନର…

ଆସନ୍ତା ମହିଳା ପର୍ବରେ ମିଳିବ ସୁଭଦ୍ରା ଟଙ୍କା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର,୨୫।୯: ସୁଭଦ୍ରା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ସୂଚନା ଦେଇଛନ୍ତି। ଆଗକୁ ଆସୁଥିବା ମହିଳାଙ୍କ ପର୍ବରେ ଆଉ ଏକ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ଆଗକୁ ମହିଳାଙ୍କ ଉତ୍ସବ ଆସୁଛି, ଏଥିରେ ସୁଭଦ୍ରା ଟଙ୍କା ଦିଆଯିବ। ପର୍ଯ୍ୟାୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri