ପ୍ରବଳରୁ ଅତି ପ୍ରବଳ ବର୍ଷା, ୬ ଜିଲାକୁ ଆର୍ଲଟ
ଭୁବନେଶ୍ୱର,୧।୮:ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ତୁହାକୁ ତୁହା ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ନେଇ ଆଜି ପାଇଁ ୨୨ ଜିଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ତେବେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ...
ବିଧାନସଭାରେ ଉଠିଲା ଆଇପିଏସ୍ ଅଫିସର ପଣ୍ଡିତ ପ୍ରସଙ୍ଗ
ଭୁବନେଶ୍ୱର,୧।୮(ଅନିଲ ଦାସ): ଆଇପିଏସ୍ ଅଫିସର ପଣ୍ଡିତ ରାଜେଶ ଉତ୍ତମ ରାଓ ଜଣେ ମହିଳା ସବ୍ଇନ୍ସପେକ୍ଟରଙ୍କ ଘରେ ପଶି ଉତ୍ପାତ କରିଛନ୍ତି। ମହିଳା ଓ ତାଙ୍କ ସ୍ବାମୀଙ୍କୁ ମାଡ଼ ମାରିଛନ୍ତି। ଜଣେ ସ୍ବେଚ୍ଛାସେବୀ ଏହାକୁ ଲୋକଲୋଚନକୁ ଆଣିବା ପରେ ତାଙ୍କୁ ନିଲମ୍ବିତ...
୧୬.୨୭ ଲକ୍ଷ ଜାଲ୍ କାର୍ଡରେ ରାଶନ ଲୁଟ୍
ଭୁବନେଶ୍ୱର,୧।୮(ଅନିଲ ଦାସ): ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନ ନେଉଥିବା ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବାକୁ ରାଜ୍ୟ ସରକାର ଇ-କଓ୍ବୋଇସି ଲାଗୁ କରିବେ। ଏହାକୁ ହିତାଧିକାରୀଙ୍କ ପୋର୍ଟାଲରେ ଅପ୍ଲୋଡ କରାଯିବ। ଏହାଦ୍ବାରା କେଉଁ...
ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା: ଆହୁରି ୩ଦିନ ଲଗାଣ ବର୍ଷା
ଭୁବନେଶ୍ୱର, ୩୧।୭(ଅନୁରାଧା ମହାରଣା)- ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ରାଜ୍ୟର କିଛି କିଛି ସ୍ଥାନରେ ପାଗ ମେଘୁଆ ସହ ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ଜାରିରହିଛି। ଆସନ୍ତା ୩ତାରିଖ ପର୍ଯ୍ୟନ୍ତ ଏପରି ସ୍ଥିତି ଜାରି ରହିବ...
ଓଡ଼ିଶାରେ ଆରମ୍ଭ ହେଲା କି ଖେଳ! ରାଜ୍ୟ ସଭାରେ ନମ୍ବର ଗେମ୍ ସ୍ଥିର କରିବ ଭାଜପା
ନୂଆଦିଲ୍ଲୀ/ଭୁବନେଶ୍ୱର,୩୧ା୭: ନିକଟରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର(ଭାଜପା) ଆସନରେ ହ୍ରାସ ଘଟିଥାଇପାରେ, କିନ୍ତୁ ଦଳ ନିଶ୍ଚିତ ଭାବରେ ଓଡ଼ିଶାରେ ଏକ ନୂତନ ଦୁର୍ଗ ପାଇଛି। ଭାଜପା କେବଳ ଲୋକ ସଭା ଆସନ ଦୃଷ୍ଟିରୁ ଓଡ଼ିଶାକୁ ପରାସ୍ତ...
”ଯଦି ସରକାର ନିର୍ଦ୍ଦେଶ ଦିଅନ୍ତି; ଆମେ ବେଆଇନ ଆପାର୍ଟମେଣ୍ଟକୁ ଭାଙ୍ଗିଦେବୁ”: ସୁଲୋଚନା
ଭୁବନେଶ୍ୱର,୩୧।୭: ବେଆଇନ ନିର୍ମାଣ, ବିଶେଷକରି ଓଡ଼ିଶାର ବିଭିନ୍ନ ସ୍ଥାନରେ ଆପାର୍ଟମେଣ୍ଟଗୁଡିକ ନିର୍ମାଣ ଉପରେ ଚିନ୍ତା ପ୍ରକଟ ପାଇଛି। ରାଜ୍ୟ ନଗର ଓ ଗୃହ ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବିଧାନସଭାକୁ ସୂଚନା ଦେଇଛନ୍ତି ଯେ, ଭୁବନେଶ୍ୱରରେ ପ୍ରାୟ ୭୦୦...
ଏହିଦିନ ପ୍ରକାଶ ପାଇବ ପିଜି ମେରିଟ୍ ଲିଷ୍ଟ୍
ଭୁବନେଶ୍ୱର,୩୧ା୭: ପିଜି ନାମଲେଖା ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରକାଶ ପାଇଛି। ଅଗଷ୍ଟ ୫ ଅପରାହ୍ନ ୪ଟାରେ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ଅଗଷ୍ଟ ୫ରୁ ୧୨ ତାରିଖ ମଧ୍ୟରେ ଚଏସ୍ ଫିଲିଂ ହେବ। ୨୦ ତାରିଖ...
୨ ସମବାୟ ବୋର୍ଡ ଭାଙ୍ଗିଲେ ରାଜ୍ୟ ସରକାର
ଭୁବନେଶ୍ୱର,୩୧ା୭: ରାଜ୍ୟ ସରକାର ୨ଟି ସମବାୟ ବୋର୍ଡ ଭାଙ୍ଗିଛନ୍ତି। ଦୁର୍ନୀତି ଅଭିଯୋଗରେ ଏହାକୁ ଭାଙ୍ଗିଥିବା ଜଣାପଡ଼ିଛି। ରାଜ୍ୟ ସମବାୟ ବ୍ୟାଙ୍କ ଓ ସମବାୟ ଗୃହ ନିର୍ମାଣ ନିଗମ ଭାଙ୍ଗିଛନ୍ତି ସରକାର। ଏଣିକି ରାଜ୍ୟ ସରକାର ୨ଟି ବୋର୍ଡର ବ୍ୟାପାର ବୁଝାଶୁଝା...
ଇସ୍ତଫା ଦେଲେ ମମତା ମହନ୍ତ: କାହାକୁ ରାଜ୍ୟ ସଭା ପଠାଇବ ଭାଜପା, ଚର୍ଚ୍ଚାରେ…
ଭୁବନେଶ୍ୱର,୩୧।୭: ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ...
ବିଜେଡିରୁ ଇସ୍ତଫା ଦେଲେ ମମତା ମହନ୍ତ: ଦଳ ଛାଡିବା ପଛରେ ରହିଛି ଏମିତି କାରଣ
ନୂଆଦିଲ୍ଲୀ/ଭୁବନେଶ୍ୱର,୩୧।୭: ରାଜ୍ୟ ସଭାରୁ ବିଜେଡି ଏମ୍ପି ମମତା ମହନ୍ତ ଇସ୍ତଫା ଦେବାର କିଛି ସମୟ ପରେ ଦଳରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ଏନେଇ ସେ ଏକ୍ସ ଯୋଗେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ ଆଜି ରାଜ୍ୟ ସଭା ସଦସ୍ୟ...
ରାଜ୍ୟସଭାରୁ ଇସ୍ତଫା ଦେଲେ ମମତା ମହନ୍ତ; ବିଜେଡିକୁ ବଡ଼ ଝଟକା
ଭୁବନେଶ୍ୱର,୩୧।୭: ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟ୍ରେ ନିର୍ବାଚିତ ହୋଇଥିଲେ।...
ସଂସଦରେ ନବୀନ ପଟ୍ଟନାୟକଙ୍କ କଥା ଉଠାଇ ପ୍ରଶଂସା କଲେ ଅମିତ ଶାହା: ଜାଣନ୍ତୁ କେଉଁ ପ୍ରସଙ୍ଗରେ…
ନୂଆଦିଲ୍ଲୀ,୩୧।୭: କେରଳର ଓୟନାଡରେ ଭୟଙ୍କର ଭୂସ୍ଖଳନ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୩୦ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୧୨୮ରୁ ଅଧିକ ଲୋକ ଆହତ ହୋଇଛନ୍ତି। ମାଟି ତଳେ ୪୦୦ରୁ ଅଧିକ ପରିବାର ଫଶି ରହିଥିବା ସୂଚନା ମିଳିଛି।...
Archives


