ମେଟ୍ରୋ

ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ୯ଟି ଦାବି ରଖିଛନ୍ତି। ଓଡ଼ିଶାର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଅଧିକ…

ଖବରଦାତାଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ଧର୍ମେନ୍ଦ୍ର: ପେନସନ୍‌ ବ୍ୟବସ୍ଥା ପାଇଁ…

ଭୁବନେଶ୍ୱର, ୨୨ା୧୨(ସୁନିତ୍‌ ମିଶ୍ର):ଓଡ଼ିଶାରେ ଖବରଦାତା ବନ୍ଧୁମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ଖବରଦାତା ବନ୍ଧୁମାନଙ୍କ ମଧ୍ୟ ଦାୟିତ୍ୱ ରହିଛି। ଏହି ବନ୍ଧୁମାନଙ୍କ ସୁରକ୍ଷା, ଅଧିକାର ଓ ସୁବିଧା ପାଇଁ ଖବରଦାତା ସୁରକ୍ଷା ଅଧିନିୟମ…

ଆସନ୍ତା ୨୪ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୧୨: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଗତିକରି ଆଗାମୀ ୨୪ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାଶର୍‌ବବର୍ତ୍ତୀ ଉତ୍ତର-ତାଲିମନାଡ଼ୁ ପାଶର୍‌ବବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ହେବାର ସମ୍ଭାବନା ରହିଛି I ପ୍ରଭାବରେ…

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୨୨ା୧୨: ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ହେବ ସେ ହୃଦରୋଗ ଯୋଗୁ ଅସୁସ୍ଥ ଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲ ନେଇଥିଲେ। ସେଠାରେ ହସ୍ପିଟାଲ…

ମହିଳାଙ୍କ ଅଶ୍ଳୀଳ ଭିଡିଓ, ଫଟୋ ଭାଇରାଲ: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୨ା୧୨(ସତ୍ୟଜିତ୍‌ ରାଉତ): ସମ୍ପର୍କରେ ବିଷ ଦେଲେ ଯୁବକ। ମହିଳାଙ୍କ ଆପତ୍ତିଜନକ ଫଟୋ ଓ ଭିଡିଓ ଭାଇରାଲ କରିବାର ଧମକ ଦେବା ସହ ବ୍ଲାକମେଲ୍‌ କରି ନେଇଗଲେ ୪.୯୬ ଲକ୍ଷ। ତେବେ ଅଧିକ ଟଙ୍କା ନ ପାଇବାରୁ ତାଙ୍କ ଫଟୋ ଓ ଭିଡିଓ…

ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ: ବିଜେଡିରେ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଏକ ଦେଶ ଏକ ନିର୍ବାଚନ(ୱାନ୍‌ ନେଶନ ୱାନ୍‌ ଇଲେକ୍ସନ) ପ୍ରସଙ୍ଗରେ ବିଜେଡିର ଆଭିମୁଖ୍ୟ ଅସ୍ପଷ୍ଟ ରହିଛି। ରାଜ୍ୟ ସଭାରେ ଏହି ବିଲ୍‌କୁ ଦଳ ସମର୍ଥନ କରିବ କି ବିରୋଧ କରିବ ସେ ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ…

ବର୍ଷା ଧୋଇନେଲା ବର୍ଷକର ଦାନା

ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଗତ ଦୁଇଦିନ ଧରି ଲାଗି ରହିଥିବା ଲଘୁଚାପ ବର୍ଷା ଧାନ ଫସଲକୁ ଏକ ପ୍ରକାର ଧୋଇନେଇଛି। ପାଣିରେ ଲୋଟୁଛି ପାଚିଲା ଧାନ। ଯଦିଓ ଶନିବାର ଅପରାହ୍ନରୁ ବର୍ଷା ହ୍ରାସ ପାଇଛି ତେବେ ବିଲରେ ପାଣି ଛିଡ଼ା ହୋଇଛି। ପାଣି…

ଭାରତରେ ଜଙ୍ଗଲ ୨୫.୧୭%କୁ ବୃଦ୍ଧି, ପ୍ରଥମ ତିନି ରାଜ୍ୟରେ ଓଡ଼ିଶା

ନୂଆଦିଲ୍ଲୀ,୨୧ା୧୨: ଭାରତରେ ମୋଟ ଜଙ୍ଗଲ ଏବଂ ବୃକ୍ଷଲତା ଥିବା ଜମି ପରିମାଣ ୨୦୨୩ରେ ମୋଟ ଭୌଗୋଳିକ ଅଞ୍ଚଳର ୨୫.୧୭ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୨୧ ପରେ ଜଙ୍ଗଲ ଜମି ପରିମାଣ ୧,୪୪୫ ବର୍ଗ କିଲୋମିଟର ବଢ଼ିଥିବା ସରକାରଙ୍କ ସଦ୍ୟତମ ତଥ୍ୟରୁ ଜଣାପଡ଼ିଛି।…

ଜାନୁଆରୀରୁ ମିଳିବ ମାସିକିଆ ପିଡିଏସ୍‌ ରାସନ, ୨୫ ସୁଦ୍ଧା ବଣ୍ଟନ ପ୍ରକ୍ରିୟା ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧।୧୨: ଖାଦ୍ୟ ସୁରକ୍ଷା ଅଧିନରେ ଥିବା ହିତାଧିକାରୀମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଜାନୁୟାରୀ ୨୦୨୫ଠାରୁ ମାସିକିଆ ରାସନ ପ୍ରଦାନ କରାଯିବ। ଏଥି ନିମନ୍ତେ ରାଜ୍ୟ ସରକାର ସରକାରୀ ଗୋଦାମରୁ ନିର୍ଦ୍ଧାରିତ ସମୟରେ ପିଡିଏସ୍‌ ସାମଗ୍ରୀ ଉଠାଣ ଓ ବଣ୍ଟନ ବ୍ୟବସ୍ଥା କରିବା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭଦ୍ରକରେ ହେବ ବୟନ ପାର୍କ, ଏତିକି କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର,୨୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ଭଦ୍ରକରେ ବୟନ ପାର୍କ ପାଇଁ ୪୩୮୨ କୋଟି ଟଙ୍କା ମଞ୍ଜୁର କରିଥିବା ନେଇ ସୂଚନା ଦେଇଛନ୍ତି। ଆଇଓସିଏଲ୍‌ ଏନେଇ ଅର୍ଥ ମଞ୍ଜୁର କରିଥିବା…

ନୂଆ ବର୍ଷରୁ ନୂଆ ନିୟମ: ଆଉ ୩ ମାସରେ ଥରେ ମିଳିବନି ରାସନ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୧।୧୨: ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ରାସନ ମିଳିବ। ଏନେଇ ଶନିବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ତେବେ ନୂଆ ବର୍ଷରୁ ଏହି ନୂଆ ନିୟମ ଲାଗୁ ହେବ। ପୂର୍ବରୁ ଏକାସାଙ୍ଗରେ ୩…

୨୮ରେ ସମ୍ବଲପୁର ଆସିବେ ଶାହା

ଭୁବନେଶ୍ୱର,୨୧।୧୨: ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୮ରେ ସେ ସମ୍ବଲପୁର ଗସ୍ତ କରିବେ। ଏନେଇ ଶନିବାର ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ସୂଚନା ଦେଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବେ। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?