ମେଟ୍ରୋ

କଟକରେ ସୀମା ଟପିଲା କଳାବଜାର: ଏହି ସବୁ ଜିଲାରେ ହେଉଥିଲା ବିକ୍ରି

କଟକ,୨୩।୯: ଅତୀତରେ କଟକରୁ ଖାଇବା ଘିଅ, ଡିଟରଜେଣ୍ଟ ପାଉଡରଠାରୁ ଆରମ୍ଭ ନାନା ପ୍ରକାର ଖାଦ୍ୟ ସାମଗ୍ରୀର ଅପମିଶ୍ରଣ କରାଯାଉଥିବା ଦେଖିବାକୁ ମିଳିଥିଲା। ଏବେ କିଛି ଖଳ ପ୍ରକୃତିର ଲୋକେ ଏକ ଘରୋଇ କମ୍ପାନୀର ନାଁ’ରେ କଳାବଜାରୀ କରୁଥିବା କାରଖାନାକୁ ସିଲ୍ କରିଛି…

ଭରତପୁର ଥାନା: ଏଣେତେଣେ ପଡ଼ିଥିବା ସିସିଟିଭକୁ ନେଇ ବଢ଼ୁଛି…

ଭୁବନେଶ୍ୱର,୨୩।୯: ଭରତପୁର ଥାନା ବର୍ତ୍ତମାନ ଚର୍ଚ୍ଚାରେ ଥିବା ବେଳେ  ଥାନାରେ ଏଣେତେଣେ ପଡ଼ିଥିବା ସିସିଟିଭକୁ ନେଇ ରହସ୍ୟ ବଢ଼ୁଛି । ଗଦା ଗଦା ସିସିଟିଭି କ୍ୟାମେରା ଖୋଲା ଯାଇଛି। ତେବେ ଏହା ଆଗରୁ ଥିଲା ନା ଏବେ ଖୋଲା ଯାଇଛି? ତଳେ…

ପୁଣି ଚର୍ଚ୍ଚାରେ ଭରତପୁର: ନୂତନ ଆଇଆଇସି କଲେ ଯଜ୍ଞ, ଲଙ୍କା, ଲେମ୍ବୁ ଲଗାଇ…

ଭୁବନେଶ୍ୱର,୨୩।୯:  ଭରତପୁର ଥାନା ବର୍ତ୍ତମାନ ଚର୍ଚ୍ଚାରେ ଥିବା ବେଳେ  ଆଉ ଏକ ଫର୍ଦ୍ଦ   ଚର୍ଚ୍ଚାରେ ଜୋଡି ହୋଇଯାଇଛି।  ଥାନାରେ ନୂଆ ଆଇଆଇସି ପୂଜାପାଠ କରିଛନ୍ତି । କାର୍ଯ୍ୟରେ ଯୋଗଦେଇ ଯଜ୍ଞରେ କର୍ତ୍ତା  ହୋଇବସିଛନ୍ତି ଆଇଆଇସି  ଦୀପକ ଖଣ୍ଡାୟତ ରାୟ।  ବ୍ରାହ୍ଣଣ ଆସି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ପୀଡ଼ିତାଙ୍କ ବାପା କହିଲେ ଝିଅ ସବୁବେଳେ ରାତିରେ…

ଭୁୁବନେଶ୍ୱର,୨୩।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ନେଉନି । ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଭରତପୁର ଥାନାରେ ନିର୍ଯାତନା ଅଭିଯୋଗ ଆଣିଥିବା ଯୁବତୀ ତାଙ୍କ ବାପା ଓ ମେଜର। ଅବସରପ୍ରାପ୍ତ…

ସଫଳତା ଛୁଇଁବାରେ ପ୍ରତିବନ୍ଧକ ସାଜେନି ଶବ୍ଦ

ଭୁବନେଶ୍ୱର,୨୩ା୯ (ବନ୍ଦନା ସେଠୀ): ପରସ୍ପର ମଧ୍ୟରେ ଭାବ ଆଦାନ ପ୍ରଦାନର ମୁଖ୍ୟ ମାଧ୍ୟମ ହେଉଛି ଭାଷା। ଆମେ କହୁଥିବା ପ୍ରତିଟି ଶବ୍ଦକୁ ନେଇ ତିଆରି ହୁଏ ଭାଷା। ତେବେ ଭାଷା ବା ଶବ୍ଦ କେବେ ମନର ଭାବ ପ୍ରକାଶ କରିବାରେ ପ୍ରତିବନ୍ଧକ…

ବନ୍ଦ ଡାକରା ପ୍ରତ୍ୟାହୃତ କରିନେଲା ବିଜେଡି, କହିଲା ଏହି ବଡ଼ କାରଣ…

ଭୁବନେଶ୍ୱର,୨୩ା୯: ବିଜେଡି ପକ୍ଷରୁ ୨୩ ତାରିଖ ମଙ୍ଗଳବାର ପାଇଁ ଦିଆଯାଇଥିବା ୬ ଘଣ୍ଟିଆ ବନ୍ଦ ଡାକରାକୁ ପ୍ରତ୍ୟାହାର କରିନିଆଯାଇଛି। ଏନେଇ ବିଜେଡି ପକ୍ଷରୁ ସୋମବାର ଏକ ଖବରଦାତା ସମ୍ମିଳନୀ କରାଯାଇ ଘୋଷଣା କରାଯାଇଛି। ଭରତପୁର ଥାନାରେ ଘଟିଥିବା ଘଟଣା ପାଇଁ ଏହି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମେଜର-ବାନ୍ଧବୀ, ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସୋମବାର ଲୋକସେବା ଭବନରେ ଭେଟିଛନ୍ତି ମେଜର ଏବଂ ତାଙ୍କ ବାନ୍ଧବୀ। ତାଙ୍କ ସହ ତାଙ୍କ ବାପା ମଧ୍ୟ ଅଛନ୍ତି। କିଛି ଅବସରପ୍ରାପ୍ତ ସେନା ଅଧିକାରୀ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା…

ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି, ଯଦି ଏହି ଘଟଣା ସହ ଆଉ…

ଭୁବନେଶ୍ୱର,୨୩ା୯: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଉକ୍ତ ବିଜ୍ଞପ୍ତିରେ ଯୁବତୀ, ମେଜର ଏବଂ ପୋଲିସକୁ ଦୁର୍ବ୍ୟବହାର ଏବଂ ମାଡ଼ ଅଭିଯୋଗର ତଦନ୍ତ…

ଆସୁଛି ଆଉ ଏକ ଲଘୁଚାପ, ୧୨ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୩।୯: ମୌସୁମୀ ଟ୍ରପ୍‌ ଲାଇନ୍‌ ବଙ୍ଗୋପସାଗରର ଦକ୍ଷିଣପୂର୍ବ ଦିଗରେ ଅଗ୍ରସର ହେଉଛି। ସେହିପରି ଆନ୍ଧ୍ରପ୍ରଦେଶ ଉପକୂଳରୁ ଦକ୍ଷିଣ ଉପକୂଳବର୍ତ୍ତୀ ମ୍ୟାନ୍‌ମାର ମଧ୍ୟରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଦୁଇ ଘୂର୍ଣ୍ଣବଳୟ ପ୍ରଭାବରେ ସୋମବାର ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ…

ଭରତପୁର ମାମଲା: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ୬୦ ଦିନରେ…

ଭୁବନେଶ୍ୱର,୨୩।୯: ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଉଚ୍ଚସ୍ତରୀୟ ବୈଠକ ପରେ  ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ  ତଦନ୍ତ କରାଯିବ । ୬୦ ଦିନ ମଧ୍ୟରେ…

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬ ରୁ ଦିନ ୧ ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରିବ ବିଜେଡି। ଭରତପୁର ଥାନାରେ…

୩ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଏସବୁ ସ୍ଥାନରେ…

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri