ମେଟ୍ରୋ

ଆସୁଛି ଆଉ ଏକ ଲଘୁଚାପ, ୧୨ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୩।୯: ମୌସୁମୀ ଟ୍ରପ୍‌ ଲାଇନ୍‌ ବଙ୍ଗୋପସାଗରର ଦକ୍ଷିଣପୂର୍ବ ଦିଗରେ ଅଗ୍ରସର ହେଉଛି। ସେହିପରି ଆନ୍ଧ୍ରପ୍ରଦେଶ ଉପକୂଳରୁ ଦକ୍ଷିଣ ଉପକୂଳବର୍ତ୍ତୀ ମ୍ୟାନ୍‌ମାର ମଧ୍ୟରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଦୁଇ ଘୂର୍ଣ୍ଣବଳୟ ପ୍ରଭାବରେ ସୋମବାର ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ…

ଭରତପୁର ମାମଲା: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ୬୦ ଦିନରେ…

ଭୁବନେଶ୍ୱର,୨୩।୯: ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଉଚ୍ଚସ୍ତରୀୟ ବୈଠକ ପରେ  ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ  ତଦନ୍ତ କରାଯିବ । ୬୦ ଦିନ ମଧ୍ୟରେ…

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬ ରୁ ଦିନ ୧ ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରିବ ବିଜେଡି। ଭରତପୁର ଥାନାରେ…

୩ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଏସବୁ ସ୍ଥାନରେ…

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ…

କାହିଁକି ଦୀପାଳିଙ୍କ ନାଁରେ ଏତଲା? 

କାହିଁକି ଦୀପାଳିଙ୍କ ନାରେ ଏତଲା? ଭୁବନେଶ୍ୱର,୨୨।୯: ଝାରସୁଗୁଡ଼ାର ପୂର୍ବତନ ବିଧାୟକ ଦୀପାଳି ଦାସ ଓ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲଙ୍କ ନାଁରେ ଏତଲା  ହୋଇଛି। ସମ୍ବଲପୁରସ୍ଥିତ ଠେଲକୁଲି ଥାନାରେ  ଏକ କମ୍ପାନୀ କର୍ତ୍ତୃପକ୍ଷ ଏତଲା ଦିଆଯାଇଛି। ଶୁକ୍ରବାର ବିସ୍ଥାପିତଙ୍କ ସମସ୍ୟାକୁ ନେଇ…

କଂଗ୍ରେସ ବିଜେଡି ମେଣ୍ଟ: ବିଜେଡିର ଚକ୍ରାନ୍ତ ଲୋକମାନେ ଜାଣନ୍ତି …

ଜାଣିଛନ୍ତଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମ୍‌ପି ଦେବାଶିଷ ସାମନ୍ତରାୟ। ତେବେ ଦେବାଶିଷ ସାମନ୍ତରାୟଙ୍କ ମେଣ୍ଟ ପ୍ରସଙ୍ଗରେ ମହମ୍ମଦ ମୋକିମ୍‌ଙ୍କ ପ୍ରତିକ୍ରିୟା ରଖିଛନ୍ତି।…

ଓଡ଼ିଶାରେ ହେବ ବିଜେଡି-କଂଗ୍ରେସ ମେଣ୍ଟ! ଭିତିରି ପ୍ଲାନ କହିଦେଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମପି ଦେବାଶିଷ ସାମନ୍ତରାୟ। ପାରାଦୀପର କୁଜଙ୍ଗରେ ଆୟୋଜିତ ଏକ ଦଳୀୟ କାର୍ଯ୍ୟକ୍ରମରେ କର୍ମୀଙ୍କୁ ଉଦବୋଧନ ଦେବା…

ମଙ୍ଗଳବାର ଭୁବନେଶ୍ୱର ବନ୍ଦ, ହେବ ବଡ଼ ଆନ୍ଦୋଳନ…

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬ ରୁ ଦିନ ୧ ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରିବ ବିଜେଡି। ଭରତପୁର ଥାନାରେ…

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ…

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ ଯାଉ ବୋଲି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ କହିଛନ୍ତି। କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ଖ୍ରୀଷ୍ଟିଆନ୍‌…

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା କରିବା ପରେ କ୍ରାଇମ୍‌ବ୍ରାଞ୍ଚ ୨ଟି ମାମଲା ଆଧାରରେ ତଦନ୍ତ ଚଳାଇଛି। ଏହାରି ମଧ୍ୟରେ ପୋଲିସ…

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର ହାଉସ୍‌କିପିଂ ଟେଣ୍ଡରରେ ଅନିୟମିତତା କରାଯାଇଥିବା ଉଲ୍ଲେଖ କରାଯାଇଛି। ଏହାର ତଦନ୍ତ କରି ଟେଣ୍ଡରର ପୁନଃ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri