ମେଟ୍ରୋ

ଅଢୁଆରେ ସୁର, କ୍ୟାପିଟାଲ ଥାନାରେ ଏତଲା ଦେଲା ଭାଜପା

ଭୁବନେଶ୍ୱର, ୨୯ା୭ : ସ୍ବାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂଙ୍କ ପ୍ରତି ବରିଷ୍ଠ ନେତା ସୁରେଶ କୁମାର ରାଉତରାୟ ଦେଇଥିବା ଅପମାନଜନକ ମନ୍ତବ୍ୟକୁ ନେଇ ବିଭିନ୍ନ ଆଡୁ ସମାଲୋଚନା କରାଯାଉଛି। ଭାଜପା ଏହାର ତୀବ୍ର ପ୍ରତିବାଦ କରିଛି। ଏପରିକି ଭାଜପା...

ନୀତି ଆୟୋଗ ବୈଠକରୁ ଫେରିବା ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୭: ନୀତି ଆୟୋଗ ବୈଠକରେ ଯୋଗ ଦେଇ ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ଓଡ଼ିଶା ଫେରିବା ପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାରେ ଆଗାମୀ ୫ ବର୍ଷରେ ବିରାଟ ପରିବର୍ତ୍ତନ ହେବ । ୨୦୩୬ରେ ସ୍ବତନ୍ତ୍ର ଉତ୍କଳ...

ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଲେ ବଡ଼ ବୟାନ, କହିଲେ ଖୁବ୍‌ଶୀଘ୍ର…

ଭୁବନେଶ୍ୱର,୨୯।୭: ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା କରିଛି। କୋଲକାତାରୁ ଆଳୁ ଆସିବା ନେଇ ଆଲୋଚନା ହୋଇଛି। ଆମ ହକ ଦେବା ପାଇଁ ମୁଁ...

ବିଧାନସଭାରେ ବାଚସ୍ପତିଙ୍କ ଉପରକୁ ବହି ଫିଙ୍ଗିଲେ ତାରା

ଭୁବନେଶ୍ୱର,୨୯।୭: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ହୋହଲ୍ଲା ଜାରି ରହିଛି। ଏହି ସମୟରେ କଂଗ୍ରେସ ନେତା ତାରା ବାହିନୀପତି ବାଚସ୍ପତିଙ୍କ ଉପରକୁ ବହି ଫିଙ୍ଗିଥିବା ସୂଚନା ମିଳିଛି। ପ୍ରଥମେ ପୋଡ଼ିୟମ ଉପରକୁ ଚଢ଼ିଥିଲେ ଆଉ ଏବେ ବହି ଫିଙ୍ଗିଥିବା ଜଣାପଡିଛି। ବିଧାନସଭାରେ...

ରତ୍ନଭଣ୍ଡାରକୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ କମିଟି ସଦସ୍ୟ: କହିଲେ, ସନ୍ଦେହ ବଢୁଛି

ଭୁବନେଶ୍ୱର,୨୯।୭: ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏସବୁ ଭିତରେ ରତ୍ନଭଣ୍ଡାରକୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି ରତ୍ନଭଣ୍ଡାର ଖୋଲିବା ପାଇଁ ଗଢା ଯାଇଥିବା ଉଚ୍ଚସ୍ତରୀୟ...

ପ୍ରବଳ ବର୍ଷା ନେଇ ଆସନ୍ତାକାଲି ୫ ଜିଲାକୁ ୟେଲୋ ୱାର୍ନିଂ, ସତର୍କ ରହିବାକୁ ଏସ୍‌ଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୯।୭: ପ୍ରବଳ ବର୍ଷା ନେଇ ଆସନ୍ତାକାଲି ୫ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ସେହି ଜିଲାଗୁଡିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ରହିଛି। ଏହି ସବୁ ଜିଲାରେ ପ୍ରବଳ ବର୍ଷା ହେବ।...

ନବୀନଙ୍କ ବୟାନ ପରେ ଗୃହରେ ହଙ୍ଗାମା, ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚଢ଼ିଗଲେ ତାରା, ତା’ପରେ…

ଭୁବନେଶ୍ୱର,୨୯।୭: ବିଧାନସଭାରେ ବିରୋଧୀ ଦଳ ନେତା ନବୀନଙ୍କ ବୟାନ ପରେ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି। କଂଗ୍ରେସ ବିଧାୟକ ତାରା ବାହିନୀପତି ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚଢ଼ିଯାଇ ହଙ୍ଗାମା କରିଛନ୍ତି। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଗୃହ ୩୦ ମିନିଟ...

ମୋହନ ସରକାରଙ୍କ ନାଁରେ ଏମିତି ଅଭିଯୋଗ ଆଣି ବର୍ଷିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୯।୭: ବିଧାନସଭାରେ ବଜେଟ ଆଲୋଚନାବେଳେ ମୋହନ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଏଥର ବଜେଟ ଗେମ ଚେଞ୍ଜର ନୁହେଁ, ନେମ ଚେଞ୍ଜର। ବିଜେଡି ସରକାରର ୮୦%ରୁ ଅଧିକ ଯୋଜନା ଆପଣେଇଛନ୍ତି ନୂଆ...

ଆସିଲା ସାମ୍ବାଦିକା ମଧୁମିତାଙ୍କ ପୋଷ୍ଟମର୍ଟମ ରିପୋର୍ଟ, ଏଥିରେ ରହିଛି…

ଭୁବନେଶ୍ୱର,୨୯।୭: ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ପୋଷ୍ଟମର୍ଟମ ରିପୋର୍ଟ ସୋମବାର ଆସିଛି। ମଧୁମିତାଙ୍କ ଦେହରେ ଏକାଧିକ କ୍ଷତ ଥିବା ପୋଷ୍ଟମର୍ଟମ ରିପୋର୍ଟରେ ଉଲ୍ଲେଖ ଅଛି । ଟ୍ରେନ ଆଗକୁ ଡେଇଁବା ପରେ ସେ ଘୋଷାଡ଼ି ହୋଇ କିଛି ସମୟ ବଞ୍ଚିଥିଲେ ।...

କଂଗ୍ରେସକୁ ଭଟ୍‌ଲି ବିଧାୟକ ଇରାଶିଷ ଆଚାର୍ଯ୍ୟଙ୍କ ନାଲିଆଖି କହିଲେ…

ଭୁବନେଶ୍ୱର,୨୯।୭: କଂଗ୍ରେସ ସଦସ୍ୟଙ୍କ ବିରୋଧରେ ପାଲଟା ସ୍ବାଧିକାର ନୋଟିସ ଆଣୁଛି ବୋଲି କହିଛନ୍ତି ଭଟ୍‌ଲି ବିଧାୟକ ଇରାଶିଷ ଆଚାର୍ଯ୍ୟ। ସେ କହିଛନ୍ତି କଂଗ୍ରେସ ସ୍ବାଧିକାର ନୋଟିସ ଆଣିବ କିପରି ଗଣମାଧ୍ୟମକୁ ଆସିଲା। ବାଚସ୍ପତିଙ୍କ ବିନା ଅନୁମତିରେ କିପରି ଏହା ପ୍ରକାଶ...

ରତ୍ନଭଣ୍ଡାରକୁ ନେଇ ଜଷ୍ଟିସ୍‌ ବିଶ୍ୱନାଥ ଦେଲେ ଏହି ବଡ଼ ସୂଚନା, କହିଲେ ପ୍ରଥମେ…

ପୁରୀ,୨୯ା୭: ସୋମବାର ବସିଥିବା ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ବୈଠକ ପରେ ଜଷ୍ଟିସ୍‌ ବିଶ୍ବନାଥ ରଥ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମେ ରତ୍ନଭଣ୍ଡାର ଭିତରେ ଥିବା ଖାଲି ଆଲମିରାକୁ କଢ଼ାଯିବ। ଏହା ପରେ ମନ୍ଦିର ପ୍ରଶାସନ ପକ୍ଷରୁ...

ବାଚସ୍ପତିଙ୍କ ବିବୃତି ପରେ ହଟ୍ଟଗୋଳ: ୪ଟା ଯାଏ ଗୃହ ମୁଲତବି

ଭୁବନେଶ୍ୱର,୨୯।୭: ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ୪ଟା ଯାଏ ଗୃହ ମୁଲତବି ରହିଛି। ସବୁ ନୋଟିସ ଉପରେ ଆଲୋଚନା କରି କହିବି ବୋଲି ବାଚସ୍ପତି ସୁରମା ପାଢ଼ୀ କହିଥିଲେ। ପରେ ବାଚସ୍ପତିଙ୍କ ଏହି ବିବୃତି ପରେ କଂଗ୍ରେସ ସଦସ୍ୟ ହଟ୍ଟଗୋଳ କରିଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri