ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…
ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାଶନ କାର୍ଡ ଦିଆଯିବ ବୋଲି ମନ୍ତ୍ରୀ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ୧୫ ଲକ୍ଷ…
ଭୁବନେଶ୍ୱର ଏମ୍ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍ରେ ଫସିବେନି ରୋଗୀ
ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି ଛକରୁ ଏମ୍ସ (AIIMS) ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’ ନିର୍ମାଣ କରାଯିବ। ବୁଧବାର…
୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର
ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍ ଗାଡ଼ି କିଣା ଓ ସେଥିରେ ହୋଇଥିବା ମୋଡିଫିକେସନ ଖର୍ଚ୍ଚକୁ ନେଇ ବିଭାଗରେ ହଇଚଇ ସୃଷ୍ଟି…
ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି
ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା କଥା ହେବା ପରେ ମହମ୍ମଦ ମୋକିମଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ମୋକିମ କହିଛନ୍ତି,…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ
ଭୁବନେଶ୍ୱର ,୧୯।୧୨: ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ ପରିମାଣର ୩୧ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ଏଣିକି ଆଉ ଠିକାରେ…
ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ
ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଖଣ୍ଡଗିରିରୁ ଏମ୍ସ ଯାଏଁ ହେବ ସ୍ବତନ୍ତ୍ର ଆମ୍ବୁଲାନ୍ସ କରିଡର । ବୈଠକରେ ଖଣ୍ଡଗିରିରୁ କଳିଙ୍ଗନଗର…
୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ
ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ ଦ୍ୱାରା କୌଣସି ପୃଥକ୍ ପାଣ୍ଠି ମଞ୍ଜୁର କରାଯାଇନାହିଁ। ଓଟିପି ପାଇଁ ବ୍ୟବହୃତ ମୋବାଇଲ ନମ୍ୱର…
୫୨ ବର୍ଷରେ ଧରିତ୍ରୀ
ପାଳିତ ହୋଇଯାଇଛି ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୨ ତମ ଜନ୍ମ ବାର୍ଷିକୀ ଉତ୍ସବ । ଧରିତ୍ରୀର ପ୍ରତିଷ୍ଠା ଦିବସ ନଭେମ୍ବର ୨୪ରେ ଥିବାବେଳେ ବୁଧବାର ଭୁବନେଶ୍ୱରର ମୁଖ୍ୟକାର୍ଯ୍ୟଳୟ ଠାରେ ଅନୁଷ୍ଠିତ ହୋଇଯାଇଛି ବନ୍ଧୁମିଳନ କାର୍ଯ୍ୟକ୍ରମ।
କିସ୍ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…
ଭୁବନେଶ୍ୱର,୧୭ା୧୨: କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ନେଇ ପୋଲିସ କମିଶନର ସ୍ପଷ୍ଟ କରିବା ପରେ ଏବଂ ସାଂସଦ ବଳଭଦ୍ର ମାଝୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି…
କିସ୍ ଛାତ୍ରଙ୍କୁ ହତ୍ୟା, ପ୍ରେସ୍ମିଟ୍ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…
ଭୁବନେଶ୍ୱର,୧୭ା୧୨: କିସ୍ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍ରେ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର ଗ୍ୟାଙ୍ଗ’ କରି କିଛି ଛାତ୍ର ତଣ୍ଟି ଚିପି ମାରିଛନ୍ତି। ପୋଷ୍ଟମର୍ଟମ ରିପୋର୍ଟରୁ ବେକ ଚାପି…
ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା
ଭୁବନେଶ୍ୱର,୧୭।୧୨: କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି ।ମୋକିମଙ୍କ ସହ କେନ୍ଦ୍ରୀୟ ନେତା କଥା…
ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର
ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି। ଘଟଣା ଅନୁଯାୟୀ, ଶିଶୁ କନ୍ୟାକୁ ବିସ୍କୁଟ୍ ଦେବାର ଲୋଭ ଦେଖାଇ ଅଭିଯୁକ୍ତ…
Archives


