ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ
ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସୂଚନା ଯୋଗ୍ୟ, ପ୍ରିୟଙ୍କା ବିବାହିତ ଥିଲେ, ସ୍ବାମୀ ଓ ୩ ବର୍ଷର…
ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା
ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି। ୨୦ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ…
ଟଙ୍କା କାରବାରକୁ କେନ୍ଦ୍ର କରି ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ: ହାତ, ଗୋଡ଼କୁ ହାଣିଲେ….
ଭୁବନେଶ୍ୱର,୩୦।୬: ରାଜଧାନୀ ଭୁବନେଶ୍ୱରର ଲିଙ୍ଗରାଜ ଥାନା ଅଞ୍ଚଳରେ ଟଙ୍କା କାରବାରକୁ କେନ୍ଦ୍ରକରି ଜଣେ ଯୁବକଙ୍କ ଉପରେ ମାରଣାନ୍ତକ ଆକ୍ରମଣ ଘଟିଛି। ମୂଳାପଡ଼ିଆ ନିକଟରେ କିଛି ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ଯୁବକଙ୍କ ହାତ ଓ ଗୋଡ଼କୁ ହାଣି ଗୁରୁତର କରିଥିବା…
ଖଣ୍ଡଗିରି ହତ୍ୟାକାଣ୍ଡ: ପୁଅ ପରେ, ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବାପା
ଭୁବନେଶ୍ୱର,୩୦।୬: ରାଜଧାନୀର ବହୁଚର୍ଚ୍ଚିତ ଖଣ୍ଡଗିରି ହତ୍ୟାକାଣ୍ଡରେ ମୃତକଙ୍କ ପରିବାରକୁ ଆଉ ଏକ ବଡ଼ ଝଟକା ଲାଗିଛି। ହତ୍ୟାକାଣ୍ଡ ସମୟରେ ପୁଅଙ୍କୁ ବଞ୍ଚାଇବାକୁ ଯାଇ ଗୁରୁତର ଆହତ ହୋଇଥିବା ବାପାଙ୍କର ମଧ୍ୟ ଭୁବନେଶ୍ୱର AIIMSରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହି ଘଟଣାରେ…
ସକାଳୁ ସକାଳୁ ଟ୍ବିନସିଟିରେ ପ୍ରବଳ ବର୍ଷା, ଏହି ଜିଲାକୁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ବର,୩୦।୬: ବର୍ଷାରେ ଭିଜିଲା ଟ୍ବିନସିଟି । ସକାଳୁ ସକାଳୁ ଭୁବନେଶ୍ବର ଓ କଟକରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଏହାରି ଭିତରେ ଆଗକୁ ବର୍ଷାର ପରିମାଣ ଆହୁରି ବଢ଼ିପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ଜୁନ…
ସରକାରଙ୍କ ବଡ଼ ନିର୍ଦ୍ଦେଶ, ବିନା ଲାଇସେନ୍ସରେ ଷଣ୍ଢ ରଖିଲେ ଜରିମାନା
ଭୁବନେଶ୍ୱର,୩୦।୬(ରବିନାରାୟଣ ଜେନା): ଦୈନନ୍ଦିନ ବ୍ୟବସାୟରେ ସୁବିଧା(ଇଜ୍ଅଫ୍ ଡୁଇଂ ବିଜ୍ନେସ୍) ଏବଂ ଲୋକଙ୍କ ଜୀବନଯାପନର ସୁବିଧା (ଇଜ୍ ଅଫ୍ ଲିଭିଂ)କୁ ଆଗାମୀ ଦିନରେ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଜନବିଶ୍ୱାସ-୨.୦ ଅଭିଯାନ ଆରମ୍ଭ ହୋଇଛି। ପୂର୍ବରୁ ବିଭିନ୍ନ…
ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳୁଛି…
ଭୁବନେଶ୍ବର,୩୦।୬: ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ହୁତୁହୁତୁ ହୋଇ ୧୫ରୁ ଅଧିକ ଦୋକାନ ଜଳିଯାଇଥିବା ନେଇ ସୂଚନା ରହିଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛି ।…
ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ, ପରିବାର ଲୋକେ ଆଣିଲେ ଅଭିଯୋଗ
ଭୁବନେଶ୍ୱର,୨୯।୬: ଖୋର୍ଦ୍ଧା ଜିଲା ବାଣପୁର ପୋଲିସ ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଏକ ଗଣ୍ଡଗୋଳ ମାମଲାରେ ବାଣପୁର ପୋଲିସ ଜଣେ ଯୁବକଙ୍କୁ ଥାନାକୁ ଆଣିଥିଲା। ହେଲେ ହାଜତରେ ଯୁବକଙ୍କ ଅବସ୍ଥା ଗୁରୁତର ହେବାରୁ…
ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…
ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ ୪ରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ବରଗଡ଼ ଯିବେ। ବରଗଡ଼ରେ ୧୭୫୦ କୋଟି ଟଙ୍କାର…
ରାଜଧାନୀରେ ଯୁବକଙ୍କୁ ବୀଭତ୍ସ ହତ୍ୟା: ପରିବାର ଲୋକଙ୍କ ଆଗରେ ପିଟିପିଟି …
ଭୁବନେଶ୍ୱର,୨୯।୬: ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ ତାଙ୍କ ପରିବାର ଲୋକଙ୍କ ସାମ୍ନାରେ ଅତି ନିର୍ମମ ଭାବେ ପିଟିପିଟି ହତ୍ୟା କରିଥିବା…
ଝାରପଡ଼ା ଜେଲ୍ରେ କଏଦୀଙ୍କ ମୃତ୍ୟୁ, ରାତିରେ ଖାଇପିଇ ଶୋଇଥିଲେ, ସକାଳୁ…
ଭୁବନେଶ୍ୱର,୨୯ା୬: ଝାରପଡ଼ା ଜେଲ୍ରେ ଜଣେ କଏଦୀଙ୍କ ସୋମବାର ସକାଳୁ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ୫୫ ବର୍ଷୀୟ ଯବାନ ନାୟକ। ତାଙ୍କ ଘର ତାରିଣୀ ବସ୍ତିରେ। ସେ ରାତିରେ ଖାଇପିଇ ଶୋଇଥିଲେ, ସକାଳୁ ଆଉ ଉଠି ନ ଥିଲେ। ଚିକିତ୍ସା…
ପୁରୀରେ ମୁଖ୍ୟମନ୍ତ୍ରୀ, ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରି…
ପୁରୀ,୨୯ା୬: ସ୍ନାନପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଓଡ଼ିଶାକୁ ସମୃଦ୍ଧ କରିବାକୁ ପ୍ରାର୍ଥନା କଲି। ସାରା…

