ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ନୋଟିସ୍
ଭୁବନେଶ୍ୱର,୨୯ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିଛି କଂଗ୍ରେସ। ଶୂନ୍ୟକାଳରେ ବାଚସ୍ପତି ବାଚସ୍ପତି ସୁରମା ପାଢ଼ୀ ନୋଟିସ୍କୁ ଗ୍ରହଣ ମଧ୍ୟ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ପଢ଼ିବା ବେଳେ...
ମନ୍ତ୍ରୀଙ୍କ ଏଭଳି ଉତ୍ତର ଶୁଣି ବିଧାୟକ କହିଲେ ଭୁଲ ତଥ୍ୟ ଦେଉଛନ୍ତି…
ଭୁବନେଶ୍ୱର,୨୯।୭: ବିଧାନସଭା ଅଧିବେଶନର ସୋମବାର ଷଷ୍ଠ ଦିନ। ତେବେ ପ୍ରଶ୍ନକାଳ ଚାଲିଥିବା ବେଳେ ରାଜ୍ୟ ସରକାରଙ୍କୁ ଘେରିଥିଲେ ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡା। ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ପକ୍ଷରୁ ଉତ୍ତର ରଖୁଥିବା ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ସିମୁଳିଆର...
ବିଭିନ୍ନ ବିଭାଗର ତଦାରଖ କରିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ: ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କରିବା ଲାଗି ଏହି ୬ ଅଧିକାରୀଙ୍କୁ ଦିଆଗଲା ଦାୟିତ୍ୱ
ଭୁବନେଶ୍ୱର,୨୯।୭: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ବିଭିନ୍ନ ବିଭାଗର ତଦାରଖ କରିବ । ଏ ନେଇ ସିଏମଓ ଅଧିକାରୀଙ୍କୁ ଦାୟିତ୍ୱ ବାଣ୍ଟି ଦିଆଯାଇଛି। ୬ ଅଧିକାରୀଙ୍କ ମଧ୍ୟରେ ଏହି ଦାୟିତ୍ୱ ବଣ୍ଟନ କରାଯାଇଛି। ସେମାନେ ହେଲେ ନିକୁଞ୍ଜ ବିହାରୀ ଧଳ, ଅରିନ୍ଦମ ଡାକୁଆ,...
କାଉଡ଼ିଆଙ୍କୁ ଅଟକାଇ ପାଦ ଧୋଇଦେଉଛନ୍ତି ମନ୍ତ୍ରୀ: ଯିଏ ଦେଖୁଛି, ସେ କହୁଛି
ଭୁବନେଶ୍ୱର,୨୯।୭: ଉଚ୍ଚଶିକ୍ଷା ମନ୍ତ୍ରୀ ତଥା ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ ପ୍ରତି ବର୍ଷ କାଉଡ଼ିଆଙ୍କ ସେବା କରୁଥିବା ଦେଖିବାକୁ ମିଳିଥାଏ। ଶ୍ରାବଣ ଆସିଲେ ପ୍ରତି ବର୍ଷ କାଉଡିଆ ପାଣିଭାର ନେଇ ଯାଆନ୍ତି ଓ ମନ୍ତ୍ରୀ ସୂର୍ଯ୍ୟବଂଶୀ ସେମାନଙ୍କ ପାଦସେବା କରନ୍ତି।...
ଅବକାରୀ ଜଏଣ୍ଟ କମିଶନରଙ୍କ ଘରେ ରେଡ୍
ଭୁବନେଶ୍ୱର,୨୯ା୭: ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସୋମବାର ଶ୍ରୀ ମିଶ୍ରଙ୍କ ଘରେ ରେଡ୍ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ୍ ଚାଲିଥିବା ଜଣାପଡ଼ିଛି। ଏକାସାଙ୍ଗରେ ୧୦ଟି ସ୍ଥାନରେ ଭିଜିଲାନ୍ସ...
ଚାରମାଳରେ ବଡ଼ଠାକୁର ପଡ଼ିଯିବା ଘଟଣା: ତଦନ୍ତ ଲାଗି ଗଠନ ହୋଇନାହିଁ କମିଟି
ପୁରୀ,୨୯ା୭: ପୁଣି ଭକ୍ତଙ୍କ ଭାବାବେଗ ସହିତ ଖେଳ। ଆଡ଼ପ ମଣ୍ଡପକୁ ପହଣ୍ଡି ବେଳେ ବଡ଼ଠାକୁର ଚାରମାଳ ଉପରେ ପଡ଼ିଯିବା ଘଟଣା ଦେଶ ଦୁନିଆର ଅଗଣିତ ଶ୍ରଦ୍ଧାଳୁଙ୍କ ମନରେ କଷ୍ଟ ଦେଇଥିଲା। ଘଟଣାର ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ...
ଆଜି ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିବ କଂଗ୍ରେସ: ତାରା
ଭୁବନେଶ୍ୱର,୨୯ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିରୋଧରେ ସୋମବାର ସ୍ବାଧିକାର ଭଙ୍ଗ ନୋଟିସ ଆଣିବ କଂଗ୍ରେସ। ଗତ ୨୬ ତାରିଖରେ ଗୃହ ଚାଲିଥିବାବେଳେ ଅଗ୍ନିବୀରମାନଙ୍କ ପାଇଁ ଚାକିରିରେ ୧୦ ପ୍ରତିଶତ ସଂରକ୍ଷଣ ଓ ବୟସ କୋହଳ ନେଇ ମୁଖ୍ୟମନ୍ତ୍ରୀ ଗୃହ...
ରାଜଧାନୀରେ ଡେଙ୍ଗୁ ସଂକ୍ରମଣ ୨ଶହ ଟପିଲା
ଭୁବନେଶ୍ୱର,୨୯।୭ (ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱରରେ ଧୀରେ ଧୀରେ କାୟା ମେଲାଉଛି ଡେଙ୍ଗୁ ସଂକ୍ରମଣ। ଏବେ ବର୍ଷାଋତୁ ଚାଲିଥିବାରୁ ସଂକ୍ରମଣ ବଢ଼ି ଚାଲିଛି। ଜୁଲାଇ ୧୬ ସୁଦ୍ଧା ସହରରୁ ୧୧୫ଜଣ ଡେଙ୍ଗୁ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଏବେ ୨ଶହ ପାର୍...
ଓଡ଼ିଶାକୁ ଆସିବେ ୫ ବାଘ, ସଫଳତାକୁ ନେଇ ଆଶଙ୍କା
ଭୁବନେଶ୍ୱର, ୨୯ା୭(ଅସମାପିକା ସାହୁ): ଓଡ଼ିଶାରେ ବାଘବଂଶ ବୃଦ୍ଧି ପାଇଁ ଯୋଜନା କରିଛି ବନ ବିଭାଗ। ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ରରୁ ୪ ବାଘୁଣୀ ସହ ୫ ମହାବଳ ବାଘ ଆସିବେ। ଏଥିପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍ଟିସିଏ) ଏବଂ କେନ୍ଦ୍ର...
ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ, ପଲାସା-କଟକ, ପୁରୀ-କଟକ ପାସେଞ୍ଜର ବାତିଲ
ଭୁବନେଶ୍ୱର,୨୯।୭: ଭୁବନେଶ୍ବର ମଞ୍ଚେଶ୍ବର ଷ୍ଟେସନ ୟାର୍ଡରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍। ରବିବାର ରାତି ପ୍ରାୟ ୧ଟା ୩୫ ମିନିଟ ସମୟରେ ଲାଇନ୍ଚ୍ୟୁତ ହୋଇଥିବା ନେଇ ରେଲୱେ ପକ୍ଷରୁ ସୂଚନା ମିଳିଛି। ଦୁର୍ଘଟଣା ଖବର ମିଳିବା ପରେ ବରିଷ୍ଠ ଅଧିକାରୀଙ୍କ...
ପୁରୀ-ଚେନ୍ନାଇ ଏକ୍ସପ୍ରେସ୍ରେ ଯାନ୍ତ୍ରିକ ତ୍ରୁଟି: ପଛକୁ ଫେରିଲା ଟ୍ରେନ୍
ଭୁବନେଶ୍ୱର,୨୮।୭: ପୁରୀ-ଚେନ୍ନାଇ ସୁପରଫାଷ୍ଟ ଏକ୍ସପ୍ରେସ୍ରେ ରବିବାର ଯାନ୍ତ୍ରିକ ତ୍ରୁଟି ଦେଖାଯାଇଛି। ଫଳରେ ଟ୍ରେନ୍ଟି ବିଳମ୍ବରେ ଛାଡ଼ିବା ସତ୍ତ୍ବେ ୩ କିମି ଯାତ୍ରା କରି ପଛକୁ ଫେରିଛି। ଟ୍ରେନର ମରାମତି ପାଇଁ ଏବେ ଉଦ୍ୟମ ଜାରି ରହିଛି। ଗନ୍ତବ୍ୟ ସ୍ଥଳରେ ପହଞ୍ଚିବାରେ...
ବଦଳିଲେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ: ଶାଶ୍ୱତ ମିଶ୍ରଙ୍କ ସ୍ଥାନ ନେଲେ ଏହି ଆଇଏଏସ୍
ଭୁବନେଶ୍ୱର,୨୮।୭: ରାଜ୍ୟପାଳ ରଘୁବର ଦାସଙ୍କ ପ୍ରମୁଖ ସଚିବଙ୍କ ବଦଳି ହୋଇଛି। ଏନ୍ବିଏସ ରାଜପୁତଙ୍କୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।...
Archives


