ବନ୍ୟାକୁ ନେଇ ଏମିତି କହିଲେ ଅତିରିକ୍ତ ଏସ୍ଆରସି
ଭୁବନେଶ୍ୱର,୨୮।୭:ରାଜ୍ୟରେ ବନ୍ୟା ପରିସ୍ଥିତି ନାହିଁ ବୋଲି ଅତିରିକ୍ତ ଏସ୍ଆରସି କହିଛନ୍ତି। ୩୦ ସୁଦ୍ଧା ଖଇରମାଳ ଓ ମୁଣ୍ଡଳିରେ ସାଢ଼େ ୪ ଲକ୍ଷ କ୍ୟୁସେକ ପ୍ରବେଶ କରିବ। ଏ ନେଇ ବିଭିନ୍ନ ଜିଲାକୁ ଏସଆର୍ସିଙ୍କ ତରଫରୁ ସତର୍କ ରହିବାକୁ କୁହାଯାଇଛି। ସମ୍ବଲପୁର,...
ଆଇଏଏସ୍ ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ: ଏବେ ଏହି ବିଭାଗରେ ହେଲା ନିଯୁକ୍ତି
ଭୁବନେଶ୍ୱର,୨୮।୭: ଆଇଏଏସ୍ ଅଫିସର ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ। ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ତାଙ୍କୁ ନିଯୁକ୍ତି ମିଳିଛି। ଏହାଛଡ଼ା ଓଏସ୍ଏସ୍ଏସ୍ସି ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିଭଳି ଆଇଏଏସ୍ ଅଫିସର ଏନ୍.ବି.ଏସ୍. ରାଜପୁତଙ୍କୁ...
ଚାବି ହଜିବାକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ, କହିଲେ ରତ୍ନଭଣ୍ଡାର ନ ଖୋଲିବା ଷଡ଼ଯନ୍ତ୍ରର…
ପୁରୀ,୨୮।୭: ଖୁବ୍ ଶୀଘ୍ର ରତ୍ନଭଣ୍ଡାର ମରାମତି ହେବ ବୋଲି ରବିବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ସେ କହିଛନ୍ତି, ପ୍ରାଥମିକ ଯାଞ୍ଚ ସରିଛି, ଖୁବ୍ ଶୀଘ୍ର ଏଏସ୍ଆଇ ମରାମତି ଆରମ୍ଭ କରିବ। ଏସ୍ଓପିରେ କିଛି ସଂଶୋଧନ ଦରକାର ଥିଲା,...
ଓଡ଼ିଆ ଅସ୍ମିତା ଲାଗି ସରକାରଙ୍କ କଡ଼ା ଆଭିମୁଖ୍ୟ: ବିଭାଗୀୟ ସଚିବଙ୍କ ଅଡୁଆ…
ଭୁବନେଶ୍ୱର,୨୮।୭: ଓଡ଼ିଆ ଅସ୍ମିତାକୁ ପ୍ରସଙ୍ଗ କରି ନିର୍ବାଚନୀ ସଫଳତା ପାଇଥିବା ଭାଜପା ସରକାରଙ୍କ କଡ଼ା ଆଭିମୁଖ୍ୟ ଯୋଗୁ ଏବେ ବିଭାଗୀୟ ସଚିବଙ୍କ ଅଡୁଆ ବଢ଼ିବାରେ ଲାଗିଛି । ସମସ୍ତ ବିଭାଗର ନଥିପତ୍ର କାର୍ଯ୍ୟ ଓଡ଼ିଆ ଭାଷାରେ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ...
ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି
ଭୁବନେଶ୍ୱର,୨୮ା୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ଆସନ୍ତାକାଲି ଜୁଲାଇ ୨୯ ତାରିଖ (ସୋମବାର) ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା...
୩୧ ଯାଏ ବର୍ଷିବ
ଭୁବନେଶ୍ୱର, ୨୭।୭(ଅସମାପିକା ସାହୁ)- ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ରଓଡ଼ିଶାରେ ଏବେ ଲଘୁଚାପ କେନ୍ଦ୍ରୀଭୂତ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଏହା ଗତି କରିବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୩୧ତାରିଖ ପର୍ଯନ୍ତ ପ୍ରବଳ ବର୍ଷା...
କେନ୍ଦ୍ର ବଜେଟରେ ରାଜ୍ୟକୁ ଉପେକ୍ଷା ଉଦ୍ବେଗର ବିଷୟ: ଡି. ରାଜା
ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ): ୨୦୨୪-୨୫ କେନ୍ଦ୍ର ବଜେଟ ସମ୍ପୂର୍ଣ୍ଣ ବିପର୍ଯ୍ୟୟକର ଓ ଏଥିରେ ରାଜ୍ୟକୁ ଉପେକ୍ଷା କରାଯିବା ଅତ୍ୟନ୍ତ ଉଦ୍ବେଗର ବିଷୟ ବୋଲି ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ଡି. ରାଜା କହିଛନ୍ତି। ଶନିବାର ସିପିଆଇ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ...
ଭାଜପା ପକ୍ଷରୁ ୧ କି.ମି.ର ତ୍ରିରଙ୍ଗା ଯାତ୍ରା
ଭୁବନେଶ୍ୱର, ୨୮।୭(ଅସମାପିକା ସାହୁ): କାର୍ଗିଲ ଯୁଦ୍ଧରେ ଶହୀଦ ହୋଇଥିବା ବୀର ସୈନିକଙ୍କ ସ୍ମୃତିରେ ଶୁକ୍ରବାର ଦେଶବ୍ୟାପୀ ୨୫ତମ କାର୍ଗିଲ ବିଜୟ ଦିବସ ପାଳନ କରାଯାଇଥିବାବେଳେ ଶନିବାର ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।...
ଦମ୍ରେ ଆଳୁ ନାହିଁ
କଟକ,୨୮ା୭(କାର୍ତ୍ତିକ ସାହୁ): ଖାଉଟିଙ୍କୁ ଘାଇଲା କରିଛି ବର୍ଦ୍ଧିତ ଆଳୁ ଦର। ଓଡ଼ିଶା ବଜାରକୁ ପଶ୍ଚିମବଙ୍ଗ ଆଳୁ ପର୍ଯ୍ୟାପ୍ତ ଭାବେ ନ ଆସିବା କାରଣରୁ ପରିସ୍ଥିତି ସଙ୍ଗିନ ହୋଇଛି। ଗୃହିଣୀଙ୍କ ହାଣ୍ଡିଶାଳଠାରୁ ଆରମ୍ଭକରି ରାସ୍ତାକଡ଼ ବ୍ୟବସାୟୀଙ୍କ ଖାଦ୍ୟ ବେପାର ପ୍ରଭାବିତ ହୋଇଛି।...
ଅଚାନକ ‘ମିଲ୍କି ମୁ’ କ୍ଷୀର ପ୍ଲାଣ୍ଟରେ ପହଞ୍ଚିଲେ ମନ୍ତ୍ରୀ, ଆସିଥିଲା ଅନିୟମିତତା ଅଭିଯୋଗ
ଭୁବନେଶ୍ୱର,୨୭।୭: ରାଜ୍ୟ ଖାଦ୍ୟଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି ନିମାପଡା ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ଗୋପସ୍ଥିତ ‘ମିଲ୍କି ମୁ’ କ୍ଷୀର ପ୍ଲାଣ୍ଟରେ ଅଚାନକ ପରିଦର୍ଶନ କରିବା ସହ ମନ୍ତ୍ରୀ ପାତ୍ର ଏଠାରେ...
ପୋଲାଭରମ ପାଇଁ ସରକାର କ’ଣ କରୁଛି: ତାରା ବାହିନୀପତି
ଭୁବନେଶ୍ୱର,୨୭।୭: ନୀତି ଆୟୋଗ ବୈଠକକୁ ନେଇ କଂଗ୍ରେସ ବିଧାୟକ ତାରା ବାହିନୀପତି ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ଓଡିଶାରୁ ୨୦ ଏମ୍ପି ଯାଇଛନ୍ତି। ତେଣୁ ପ୍ରଥମେ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ପୋଲାଭରମ ଓ ସତନ୍ତ୍ର ପ୍ୟାକେଜ...
ରାଜ୍ୟ ସରକାରଙ୍କ ଉପରେ ରାଗିଗଲେ ପ୍ରମିଳା: କହିଲେ କିଛି ଜାଣି ନାହାନ୍ତି…
ଭୁବନେଶ୍ୱର,୨୭।୭: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି ରାଜ୍ୟ ସରକାର କୌଣସି ବିଷୟ ଜାଣି ନାହାନ୍ତି କି ଜାଣିବାକୁ ଆଗ୍ରହ ପ୍ରକାଶ କରୁ ନାହାନ୍ତି। ବିଧାନସଭା ଚାଲିବା ସମୟରେ ବାହାର...
Archives


