ମେଟ୍ରୋ

ମୁଖ୍ୟ ପ୍ରସଙ୍ଗରୁ ନଜର ହଟାଇବାକୁ ରାଜ୍ୟ ସରକାରଙ୍କ ପ୍ରୟାସ

ଭୁବନେଶ୍ୱର,୧୯।୯(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ଓ ୧୦୦ ଦିନ ଅବଧିର ମୋହନ ସରକାର ରାଜ୍ୟବାସୀଙ୍କ ପ୍ରତି କେବଳ ଧୋକା । ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନ ପାଳନ କରିବାକୁ ଓଡ଼ିଶା ଆସିବାରେ ରାଜ୍ୟ ରାଜକୋଷରୁ ବହୁ କୋଟି ଟଙ୍କା ବ୍ୟୟ…

ମୁହଁ ଖୋଲିଲେ ସୁଜିତ୍‌: ରାଜ୍ୟବାସୀଙ୍କ ସେବା ପାଇଁ…

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର):କିଛିଦିନ ତଲେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ପୂର୍ବତନ ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ବୁଧବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଅବସରରେ ଭାଜପା…

ଭାଜପା ସରକାରକୁ ପୂରିଛି ୧୦୦ ଦିନ: ସଫଳତା ବଖାଣିଲେ ମନମୋହନ

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର):ଦୀର୍ଘ ୬୦ ବର୍ଷ ପରେ ଏକମାତ୍ର ନେତା ଭାବେ ନରେନ୍ଦ୍ର ମୋଦି ୩ୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏକ କ୍ଷୁଦ୍ର ଗ୍ରାମରେ ଜନ୍ମ ନେଇ ବିଶ୍ୱର ସବୁଠୁ ବଡ଼ ଗଣତାନ୍ତ୍ରିକ ରାଷ୍ଟ୍ର…

୧୦୦ ଦିନରେ ଭାଜପାର ସଫଳତା ଅପେକ୍ଷା ବିଫଳତା ତାଲିକା ଲମ୍ବା

ଭୁବନେଶ୍ୱର,୧୯।୯(ଅନିଲ ଦାସ):ରାଜ୍ୟ ଭାଜପା ସରକାରଙ୍କ ୧୦୦ ଦିନର କାର୍ଯ୍ୟକ୍ରମରୁ ସ୍ପଷ୍ଟ ହେଉଛି ଯେ, ଏହି ସରକାର ସମୟରେ ଓଡ଼ିଶାର ବିକାଶ ଦୁଇ ପାଦ ପଛକୁ ଯିବ ବୋଲି ବିଜେଡି ମୁଖପାତ୍ର ତଥା ପୂର୍ବତନ ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ନିର୍ବାଚନ ପୂର୍ବରୁ…

ବିଜେଡିରେ ସଙ୍କଟ:ବହୁ କର୍ମକର୍ତ୍ତା ପଦ ଛାଡ଼ିଲେ

ଡେରାବିଶ,୧୯ା୯(ବେବର୍ତ୍ତା ଅଜୟ ଦାସ):ଗତ ନିର୍ବାଚନରେ ବିଜେଡି ବିଧାୟକ ଭାବେ ଅରବିନ୍ଦ ମହାପାତ୍ର ଜିତିବାର ୩ ମାସ ନ ବିତୁଣୁ ପ୍ରଥମେ ଡେରାବିଶ ବ୍ଲକ ବିଜେଡି ସଭାପତି ଦେବାଶିଷ ଆଚାର୍ଯ୍ୟ ନିଜ ପଦରୁ ଇସ୍ତଫା ଦେଇଥିଲେ। ବୁଧବାର ବ୍ଲକ ବିଜେଡିର ପ୍ରମୁଖ ନେତା…

ଉତ୍କଳ ବିଶ୍ୱବିଦ୍ୟାଳୟରେ ଛାତ୍ରୀ ଅସଦାଚରଣ ଘଟଣା:ଆସିଷ୍ଟାଣ୍ଟ ପ୍ରଫେସର ନିଲମ୍ବିତ

ଭୁବନେଶ୍ୱର,୧୯ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଉତ୍କଳ ବିଶ୍ୱବିଦ୍ୟାଳୟ ପିଜି ଅର୍ଥନୀତି ବିଭାଗର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଘଟଣାର ମାସକ ପରେ କାର୍ଯ୍ୟାନୁଷ୍ଠାନ ହୋଇଛି। ସମ୍ପୃକ୍ତ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ବୁଧବାର ନିଲମ୍ବନ କରାଯାଇଛି। ବିଶ୍ୱବିଦ୍ୟାଳୟ ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ଆଇସିସି)ର ସୁପାରିସ ଆଧାରରେ କୁଳପତି ଏହି ପଦକ୍ଷେପ…

ଚଳିତ ବର୍ଷରେ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରିବେ ସରକାର: ଏମ୍‌ଏସ୍‌ପି ୩୧୦୦ ଟଙ୍କାରେ ଧାନ ବିକିବେ ଚାଷୀ

ଭୁବନେଶ୍ୱର,୧୮ା୯: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା କରିଛନ୍ତି। କୃଷକମାନଙ୍କ ହିତକୁ ଦୃଷ୍ଟିରେ ରଖି ଧାନର ବର୍ଦ୍ଧିତ ସର୍ବନିମ୍ନ ସହାୟକ ମୂଲ୍ୟ ଲାଗୁ…

ଆସନ୍ତା ୨୩ ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି: ଜାଣନ୍ତୁ କିପରି କରିବେ ଅନ୍‌ଲାଇନ୍‌ ପଞ୍ଜୀକରଣ

ନୂଆଦିଲ୍ଲୀ,୧୮ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆସନ୍ତା ୨୩ ତାରିଖ ସୋମବାର ଦିନ ଅନୁଷ୍ଠିତ ହେବ । ଭୁବନେଶ୍ୱର ୟୁନିଟ୍‌-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଏହି ଅଭିଯୋଗ ଶୁଣାଣି ହେବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ…

କାହିଁକି ଆକାଉଣ୍ଟକୁ ଗଲା ନାହିଁ ସୁଭଦ୍ରା ଟଙ୍କା, ଏହାର ବଡ଼ କାରଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୯: ସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। ୨ ହଜାର ମହିଳାଙ୍କ ଆବେଦନ ଖାରଜ ହୋଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ତେବେ ଖାରଜ ହେବାର କାରଣ ମଧ୍ୟ କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ଆକାଉଣ୍ଟ ସଠିକ୍‌ ନ…

ବାଲେଶ୍ବର ବନ୍ୟାଞ୍ଚଳ ବୁଲି ମୁଖ୍ୟମନ୍ତ୍ରୀ କହିଲେ ସ୍ଥିତି…

ବାଲେଶ୍ୱର,୧୮।୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲାରେ ବନ୍ୟାସ୍ଥିତି ଉଦ୍‌ବେଗଜନକ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ବନ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ  ଏଭଳି ସୂଚନା ଦେଇଛନ୍ତ। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ୩ ନଦୀରେ ଜଳସ୍ତର ବଢ଼ିଛି। ବାଲେଶ୍ବର ଜିଲାର ୬ଟି…

୩ ଘଣ୍ଟା ପ୍ରବଳରୁ ଅତିପ୍ରବଳ ଛେଚିବ: ଘଡ଼ଘଡ଼ି ସହ ବର୍ଷା ନେଇ…

ଭୁବନେଶ୍ୱର,୧୮।୯: ଟୁଇନ ସିଟରେ ପ୍ରବଳ ଛେଚିବ। ବୁଧବାର ପାଣିପାଗକେନ୍ଦ୍ର ପକ୍ଷରୁ ଏ ନେଇ ପୂର୍ବାନୁମାନ କରାଯାଇଛି। ଭୁବନେଶ୍ବର ଓ କଟକ ପାଇଁ ୟେଲୋ ୱାର୍ନିଂ ଜାରି ହୋଇଛି। ଘଡ଼ଘଡ଼ି ସହ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ସତର୍କ ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri