ମେଟ୍ରୋ

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁନେଶ୍ୱର,୧୭।୯ : ଭୁବନେଶ୍ୱରେ ପହଞ୍ଚିଲେ ମୋଦି। ସ୍ବତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରେ ପହଞ୍ଚିଛନ୍ତି। ତାଙ୍କୁ ସ୍ବାଗତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝି ଓ ଭାଜପାର ନେତୃବୃନ୍ଦ ଉପସ୍ଥିତ ଥିଲେ। ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଏହି…

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଥାନାରେ ମାଡ଼: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ….

ଭୁବନେଶ୍ୱର,୧୭।୯ : ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଥାନାରେ ମାଡ଼ ଓ ଗିରଫ ମାମଲରେ ମଙ୍ଗଳବାର ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ  ଦେଇଛନ୍ତି ପୋଲିସ ଡିଜି। ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।  ମେଜରଙ୍କ…

ଫୁଲୁଛୁ ନଦୀ, ପଶୁଛି ପାଣି: ଭାଙ୍ଗିଲା ଜାମକୁଣ୍ଡା ସ୍ଲୁଇସ୍‌ ଗେଟ୍‌

ଭୁବନେଶ୍ୱର,୧୭।୯: ମୟୁରଭଞ୍ଜ, ବାଲେଶ୍ବର ପରେ ଏବେ ସୁନ୍ଦରଗଡ଼ ଓ କେନ୍ଦୁଝରରେ ଅତି ପ୍ରବଳ ବର୍ଷା ନେଇ ପ୍ରବଳ ବର୍ଷିବ। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଏହି ୨ ଜିଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି। ଏହି ୨ ଜିଲାରେ ପ୍ରବଳ ବର୍ଷା…

ଏହି ମହିଳାଙ୍କ ହାତରୁ କ୍ଷିରୀ ଖାଇବେ ମୋଦି

ଭୁବନେଶ୍ୱର,୧୭।୯ : ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ଚଳଚଞ୍ଚଳ ହୋଇ ଉଠିଛି ଜନତା ମଇଦାନ । ସୁଭଦ୍ରା ଯୋଜନା ପାଇଁ ଉତ୍ସାହିତ ହୋଇପଡ଼ିଛନ୍ତି ମହିଳା। ତେବେ କେବଳ ସୁଭଦ୍ରା ନୁହେଁ ଆଜି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ପ୍ରଥମ…

ନିର୍ବାଚନ ପୂର୍ବରୁ ଗୋଟେ କଥା, ଶାସନକୁ ଆସିବା ପରେ ଦ୍ୱନ୍ଦ୍ୱ ସୃଷ୍ଟି….

ଭୁବନେଶ୍ୱର, ୧୭।୯(ସୁନିତ୍‌ ମିଶ୍ର): ବର୍ତ୍ତମାନ ରାଜ୍ୟ ସରକାର ସୁଭଦ୍ରା ଯୋଜନାକୁ ନେଇ ବେଶ୍‌ ଉତ୍ସାହିତ। ଏହାର ପ୍ରଚାର ପ୍ରସାର ପାଇଁ ରାଜ୍ୟ ରାଜକୋଷରୁ ବିପୁଳ ଅର୍ଥ ଖର୍ଚ୍ଚ କରାଯାଉଛି। ମାତ୍ର ବାସ୍ତବରେ ଏହା ଭାଜପା ସରକାରର ଆଉ ଏକ ଜୁମ୍‌ଲା। କାରଣ…

ନାରୀଶକ୍ତିକୁ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ସୁଭଦ୍ରା: ମୋଦି

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହି ଅବସରରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କ…

ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ। ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କ…

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର,୧୬ା୯(ସତ୍ୟଜିତ୍‌ ରାଉତ): ସୁଭଦ୍ରା ଯୋଜନାର ଶୁଭାରମ୍ଭ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭୁବନେଶ୍ୱର ଆସୁଛନ୍ତି। ଏଥିପାଇଁ ରାଜଧାନୀରେ ବିପୁଳ ଜନସମାଗମ ହେବାର ଆଶଙ୍କା ଥିବାରୁ ଏହାକୁ ଦୃଷ୍ଟିରେ ରଖି କମିଶନରେଟ୍‌ ପୋଲିସ ପକ୍ଷରୁ ସୋମବାର…

ଭୁବନେଶ୍ୱର ରାଜରାସ୍ତାରେ ବେପରୁଆ ଡ୍ରାଇଭିଂ ଘଟଣା: ୫ ଜଣଙ୍କୁ ବାନ୍ଧିଲା ପୋଲିସ, ୨ଟି ଗାଡ଼ି ଜବତ

ଭୁବନେଶ୍ବର,୧୬।୯: ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ଏଥିସହିତ ୨ଟି ଗାଡ଼ି ମଧ୍ୟ ଜବତ କରାଯାଇଛି । ଅଭିଯୁକ୍ତମାନେ ରାସ୍ତାରେ ବେପରୁଆ ଭାବେ ୪ଟି କାର୍‌ ଚଳାଇ ଆତଙ୍କ ଖେଳାଇଥିଲେ ।…

ଅତିପ୍ରବଳ ବର୍ଷା: ହୋଇପାରେ ଭୂସ୍ଖଳନ, କାଲି ସକାଳଯାଏ….

ଭୁବନେଶ୍ବର,୧୬।୯:  ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ଏହି ବର୍ଷା ଆହୁରି ଦୁଇ ଦିନ ଜାରି ରହିବ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମଙ୍ଗଳବାର ସକାଳ ଯାଏଁ…

ଆକାଉଣ୍ଟକୁ ୧ ଟଙ୍କା ଆସି ନ ଥିଲେ ସୁଭଦ୍ରା ଟଙ୍କା ପାଇବେ ନା ନାହିଁ: ଦ୍ୱନ୍ଦ୍ୱ ଦୂର କଲେ ଉପମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର,୧୬।୯: ରାଜ୍ୟରେ ଏବେ ‘ସୁଭଦ୍ରା’ କ୍ରେଜ୍‌ ଚାଲିଛି। ଗାଁଠୁ ସହର ପର୍ଯ୍ୟନ୍ତ ସବୁଆଡେ ସୁଭଦ୍ରା ଯୋଜନାକୁ ନେଇ ଆଲୋଚନା ଚାଲିଛି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନିଜ ଜନ୍ମଦିନରେ ଭୁବନେଶ୍ୱର ଆସି ଏହି ଯୋଜନାର ଶୁଭାରମ୍ଭ କରିବେ। ସୁଭଦ୍ରା ହିତାଧିକାରୀ ପ୍ରଥମ କିସ୍ତିରେ ୫-୫…

ଆଳୁ ପିଆଜ ପରେ ବଢ଼ିଲା…

ଭୁବନେଶ୍ବର,୧୬।୯: ବଢୁଛି ଜରୁରୀ ସାମଗ୍ରୀର ଦାମ ବଢ଼ି ଚାଲିଛି । ଆଳୁ ପିଆଜ ପରେ ଏବେ ତେଲ ମହଙ୍ଗା ହୋଇଛି । କେନ୍ଦ୍ର ସରକାର ପାମୋଲିନ, ସୂର୍ଯ୍ୟମୁଖୀ ଏବଂ ସୋୟାବିନ ତେଲ ଉପରେ ଆମଦାନୀ ଶୁଳ୍କ ବଢ଼ାଇଥିଲେ ଯାହା ଗ୍ରାହାକଙ୍କ ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri