ମେଟ୍ରୋ

ଆସନ୍ତା ୨୮ରେ ଖୋଲିବ ହୀରାକୁଦ ଗେଟ୍‌

ଭୁବନେଶ୍ୱର,୨୫।୭: ଆସନ୍ତା ୨୮ ତାରିଖରେ ଖୋଲିବ ହୀରାକୁଦ ଗେଟ୍‌। ଉପର ମୁଣ୍ଡରେ ବର୍ଷା ହେଉଥିବାରୁ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଉଛି। ଏଣୁ ଗେଟ୍‌ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବାକୁ ଥିବାରୁ ମହାନଦୀ ତଳ...

ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ସରକାର: ହଇଜା, ମ୍ୟାଲେରିଆ, ଡେଙ୍ଗୁ ଜଗ

ଭୁବନେଶ୍ୱର,୨୫।୭: ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିଲା ବେଳେ ହଇଜା, ମ୍ୟାଲେରିଆ, ଡେଙ୍ଗୁ ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ସରକାର ସମସ୍ତ ଜିଲାପାଳ, ମୁନିସିପାଲ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷା ଦିନରେ ହଇଜାରେ ପ୍ରାୟ ୧୦ ବର୍ଷରୁ କମ୍ ଶିଶୁ...

ସାମ୍ବାଦିକା ଆତ୍ମହତ୍ୟା ମାମଲାରେ ସାମ୍ନାକୁ ଆସିଲା ସାଙ୍ଘାତିକ ସତ; ମୃତ୍ୟୁ ପୂର୍ବରୁ…

ଭୁବନେଶ୍ୱର,୨୫।୭: ରାଜଧାନୀରେ ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ଆତ୍ମହତ୍ୟା ଖବର ଚର୍ଚ୍ଚାର ବିଷୟ ପାଲଟିଛି। ବୁଧବାର ରାତିରେ ସେ ଟେନ୍‌ ସମ୍ମୁଖକୁ ଡେଇଁ ଆତ୍ମହତ୍ୟା କରିବା ପୂର୍ବରୁ ସେ ମା’ଙ୍କୁ ଭେଟିଥିଲେ। ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ ପରେ ଘରକୁ ମୁହଁରେ...

ସାମ୍ବାଦିକା ମୃତ୍ୟୁ ଘଟଣା: ଗିରଫ ହେଲେ ସ୍ବାମୀ, ପଚରାଉଚରା ବେଳେ କହିଲେ…

ଭୁବନେଶ୍ୱର,୨୫।୭: ସାମ୍ବାଦିକା ମଧୁମିତା ମୃତ୍ୟୁ ମାମଲାରେ ତାଙ୍କ ସ୍ବାମୀ ଶ୍ରୀଧର ଜେନାଙ୍କୁ ପୋଲିସ ଗିରଫ କରିଛି। ମଧୁମିତାଙ୍କ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଥିବା ବେଳେ ଶ୍ରୀଧରଙ୍କୁ ପୋଲିସ ପଚରାଉଚରା କରିଥିଲେ। ଯାହା ପରେ ଭୁବନେଶ୍ୱରର ଧଉଳି ଥାନା ପୋଲିସ...

ଓଡ଼ିଶାରେ ଏବେ ୯ ଲକ୍ଷ ଲୋକେ ବେକାର: ମୁଣ୍ଡପିଛା ଆୟ ଏତିକି

ଭୁବନେଶ୍ୱର,୨୫।୭: ଓଡ଼ିଶାରେ ଏବେ ୯ ଲକ୍ଷ ଲୋକେ ବେକାରୀ ଥିବା ଜଣାପଡିଛି। ବୁଧବାର ସରକାର ଉପସ୍ଥାପନା କରିଥିବା ରିପୋର୍ଟରୁ ଏହି ତଥ୍ୟ ସାମ୍ନାକୁ ଆସିଛି। ଓଡ଼ିଶାରେ ୧୫ ଓ ଉର୍ଦ୍ଧ ବୟସର ଜନସଂଖ୍ୟା ପ୍ରାୟ ୩.୫୧ କୋଟି ରହିଛନ୍ତି। ଏମାନଙ୍କ...

କାହିଁକି ପରିବର୍ତ୍ତନ ହେଲା ଲକ୍ଷ୍ମୀ ବସ୍‌ର ରଙ୍ଗ-ନାମ, ବଡ଼ କାରଣ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୨୫।୭: ବିଧାନସଭାରେ ଉଠିଲା ଲକ୍ଷ୍ମୀ ବସ୍‌ ପ୍ରସଙ୍ଗ । ଗୁରୁବାର ଲକ୍ଷ୍ମୀ ବସକୁ ନେଇ ବିଧାନସଭାରେ ଘେରିଛନ୍ତିି ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ଲକ୍ଷ୍ମୀ ବସ୍‌ର ରଙ୍ଗ ଓ ନାମ ପରିବର୍ତ୍ତନ କରିବାର କାରଣ କଣ? ଏହାଦ୍ୱାରା...

OAS ଦେବ ପ୍ରସାଦଙ୍କ ଉପରୁ ନିଲମ୍ବନ ଉଠାଇଲେ ସରକାର, ଦେଲେ ଏହି ବଡ଼ ଦାୟିତ୍ୱ

ଭୁବନେଶ୍ୱର,୨୫ା୭: ଓଏଏସ୍‌ ଦେବ ପ୍ରସାଦ ଦାଶଙ୍କ ଉପରୁ ନିଲମ୍ବନ ଉଠାଇଛନ୍ତି ସରକାର। ତେବେ ନିଲମ୍ବନ ଉଠିବା ପରେ ତାଙ୍କୁ ଏକ ବଡ଼ ଦାୟିତ୍ୱ ଦେଇଛନ୍ତି ସରକାର। ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗର ଯୁଗ୍ମ ସଚିବ ଭାବେ ତାଙ୍କୁ ଦାୟିତ୍ୱ...

ଶୂନ୍ୟକାଳରେ ହୋ ହଲ୍ଲା: ବାଚସ୍ପତିଙ୍କ ମାଇକ୍‌ ଟାଣିଲେ ତାରା, ଟେବୁଲ ଉପରେ ଚଢିଲେ କାଡାମ

ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ତାତିଲା ବିଧାନସଭା । ଗୃହରେ ବିରୋଧୀ ବିଧାୟକ ହଟ୍ଟଗୋଳ କରିବା ସହ ଗୃହକୁ ବାଚସ୍ପତି ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି । ଗୁରୁବାର ବିଧାନସଭା ଶୂନ୍ୟକାଳରେ ଉଠିଥିଲା ପୋଲାଭରମ ପ୍ରସଙ୍ଗ । ଶୂନ୍ୟକାଳରେ ହୋ...

ଶାସକ-ବିରୋଧୀ ମୁହାଁମୁହିଁ, ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୫ା୭: ଗୁରୁବାର ପୁଣି ବିଧାନସଭାରେ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ଏହି ହଟ୍ଟଗୋଳ ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ପଏଣ୍ଟ ଅଫ ଅର୍ଡର ମାଗିଥିଲା ବିରୋଧୀ ବିଜେଡି। ଏଥିସହିତ ବିରୋଧୀଦଳ ନେତାଙ୍କୁ ଗିରଫ...

ଏସ୍‌ସିବିରେ ଜମିରହୁଛି ଆବର୍ଜନା

କଟକ,୨୫ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ (ଏସ୍‌ସିବି)ର ବିଭିନ୍ନ ବିଭାଗ ପରିସରରେ କୁଢ଼ କୁଢ଼ ଆବର୍ଜନା ଜମି ରହିଛି। ଏହାଦ୍ୱାରା ପୂତ୍ତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି। ଫଳରେ ସେହି ବାଟ ଦେଇ ଯାତାୟାତ କରୁଥିବା...

ବିଶ୍ୱର ୧୧ ଉତ୍ତମ ବାସୋପଯୋଗୀ ସହର ମଧ୍ୟରେ ଭୁବନେଶ୍ୱର

ଭୁବନେଶ୍ୱର, ୨୫ା୭(ଅନୁରାଧା ମହାରଣା): ବିଶ୍ୱର ଉତ୍ତମ ବାସୋପଯୋଗୀ ୧୧ ସହର ଭିତରେ ଭୁବନେଶ୍ୱର ରହିଛି। ୟୁଏନ୍‌ ହାବିଟାଟ୍‌ ସର୍ଭେରୁ ଏହା ଜଣାପଡିଛି। ଏବେ ଶ୍ରେଷ୍ଠ ସହର ଚୟନ ସହ ର଼୍ୟାଙ୍କିଙ୍ଗ୍‌ ପାଇଁ ପ୍ରକ୍ରିୟା ଚାଲିଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ମହାନଗର...

ଓଡ଼ିଆ ଅସ୍ମିତାର ସୁରକ୍ଷା, ପ୍ରସାର: ୨୦୦ କୋଟିର କର୍ପସ୍‌ ପାଣ୍ଠି

ଭୁବନେଶ୍ୱର, ୨୫।୭(ସୁନିତ୍‌ ମିଶ୍ର)ଓଡ଼ିଶା ରାଜ୍ୟ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଅବସରରେ ଏହି ପବିତ୍ର ଗୃହରେ ରାଜ୍ୟପାଳଙ୍କ ଅଭିଭାଷଣକୁ ସ୍ବାଗତ କରୁଛି। ଓଡ଼ିଶାର ସାଢ଼େ ୪ କୋଟି ଜନସାଧାରଣଙ୍କ ଆଶା, ଆକାଂକ୍ଷା ଓ ସ୍ବପ୍ନକୁ ସାକାର କରିବା ପାଇଁ ଆମର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri