ମେଟ୍ରୋ

ରାଜ୍ୟରେ ଉତ୍କଟ ବେକାରୀ ସମସ୍ୟା: ପଞ୍ଜିକରଣ କରିଛନ୍ତି ୧୨ ଲକ୍ଷ, ୨୦୦୦ଙ୍କୁ ମିଳିଛି ନିଯୁକ୍ତି

ଭୁବନେଶ୍ୱର,୬।୧୨: ଗତ ପାଞ୍ଚ ବର୍ଷ ମଧ୍ୟରେ ସରକାରଙ୍କ ନିଯୁକ୍ତି ବିନିମୟ(ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ) କାର୍ଯ୍ୟାଳୟରେ ୧୨ ଲକ୍ଷରୁ ଅଧିକ ଚାକିରି ଆଶାୟୀ ପଞ୍ଜୀକୃତ ହୋଇଛନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ମାତ୍ର ୨୨୭୪ ଜଣଙ୍କୁ ଏପର୍ଯ୍ୟନ୍ତ ନିଯୁକ୍ତ କରାଯାଇଛି। ରାଉରକେଲା ବିଧାୟକ ସାରଦା ପ୍ରସାଦ…

ନବୀନଙ୍କ ବଡ଼ ପ୍ରତିକ୍ରିୟା: କହିଲେ ଆଗରୁ ବିଜେଡି ରାଜ୍ୟର ସ୍ବାର୍ଥ ପାଇଁ ଲଢ଼େଇ କରୁଥିଲା, ଆଉ ଏବେ…

ଭୁବନେଶ୍ୱର,୬ା୧୨: ପୋଲାଭରମ୍‌ ପ୍ରସଙ୍ଗରେ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବିଜେଡି ଆଗରୁ ବି ରାଜ୍ୟର ସ୍ବାର୍ଥ ପାଇଁ ଲଢ଼େଇ କରୁଥିଲା। ଆଉ ଆଗକୁ ବି ଲଢ଼େଇ ଜାରି ରହିବ ବୋଲି ନବୀନ କହିଛନ୍ତି। ପୋଲାଭରମ୍‌ ପ୍ରସଙ୍ଗରେ…

ରାଜ୍ୟ ସଭା ରେସ୍‌ରେ ମନମୋହନ! ଚର୍ଚ୍ଚା ମଧ୍ୟରେ ଦେଲେ ବଡ଼ ବୟାନ

ଭୁବନେଶ୍ୱର,୬।୧୨: କିଏ ଯିବେ ରାଜ୍ୟ ସଭା ଚର୍ଚ୍ଚା ମଧ୍ୟରେ ମନମୋହନ ସାମଲ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟ ସଭା ରେସ୍‌ରେ ମୁଁ ଆଦୌ ନାହିଁ । ଏ ଚର୍ଚ୍ଚା କପୋଳକଳ୍ପିତ। ରାଜ୍ୟ ସଭା କିଏ ଯିବେ ତାହା ଭାଜପା…

ଭିଜିଲାନ୍ସ ଜାଲରେ ଫସିଲେ ଏସିଏଫ୍‌

ସମ୍ବଲପୁର,୬।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍‌ ରେବତୀ ରମଣ ଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଥିବା ସୂଚନା ମିଳିଛି। ଦୁର୍ନୀତି…

୪ ଦିନରେ ୪ ଡିଗ୍ରୀ ଖସିବ ତାପମାତ୍ରା

ଭୁବନେଶ୍ୱର,୬ା୧୨ (ଅନୁରାଧା ମହାରଣା):ଆସନ୍ତା ଶନିବାର ପରଠାରୁ ୪ଦିନ ମଧ୍ୟରେ ୨ରୁ ୪ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ଖସିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଗୁରୁବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ରାତି…

ଅନ୍‌ଲାଇନ ଗେମ୍‌ରେ ଟଙ୍କା ହାରି ଜୀବନ ହାରିଲେ ସେବାୟତ

ଭୁବନେଶ୍ୱର,୬।୧୨(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଅନ୍‌ଲାଇନ ଗେମ୍‌ରେ ଟଙ୍କା ହାରିବା ପରେ ଜଣେ ଯୁବକ ମାନସିକ ଚାପରେ ପଡ଼ି ଆତ୍ମହତ୍ୟା କରିଛନ୍ତି। ଶ୍ରୀ ଲିଙ୍ଗରାଜ ଥାନା ଅନ୍ତର୍ଗତ ବଢ଼େଇବାଙ୍କ ଛକ ନିକଟ ବଡୁ ସାହିରେ ଏହି ଘଟଣା ଘଟିଛି।…

ପ୍ରଫୁଲ୍ଲ ସାମଲ ବିଜେଡି ଶ୍ରମିକ ସାମ୍ମୁଖ୍ୟ ରାଜ୍ୟ ସଭାପତି

ଭୁବନେଶ୍ୱର, ୬ା୧୨(ଅନିଲ ଦାସ)- ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ପ୍ରଫୁଲ ସାମଲ ବିଜୁ ଶ୍ରମିକ ସାମ୍ମୁଖ୍ୟର ରାଜ୍ୟ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି । ଶୁକ୍ରବାର ଏ ନେଇ ବିଜେଡି ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି।…

ଓଡ଼ିଶାର ଦୁଇ ଜିଲାରେ ଅଛି ସୁନା ଖଣି, ମନ୍ତ୍ରୀ ଦେଲେ ବଡ ଖବର

ଭୁବନେଶ୍ୱର, ୫ା୧୨: ଓଡିଶା ମାଟି ଖଣିଜ ସମ୍ପଦ ଭରା ହୋଇଥିବା ବେଳେ ରାଜ୍ୟର ଦୁଇଟି ଜିଲାରେ ସୁନାର ସନ୍ଧାନ ମିଳିଛି। ଏନେଇ ଇସ୍ପାତ ଏବଂ ଖଣିଜ ସମ୍ପଦ ମନ୍ତ୍ରୀ ବିଭୁତି ଭୂଷଣ ଜେନା ବିଧାନସଭାରେ ସୂଚନା ଦେଇଛନ୍ତି। ଜଳେଶ୍ୱର ବିଧାୟକ ଅଶ୍ବିନୀ…

ନୂଆ ଜୁଡିସିଆଲ କମ୍ପ୍ଲେକ୍ସର ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୫।୧୨: ଭୁବନେଶ୍ୱରର ନବ ନିର୍ମିତ ଜୁଡିସିଆଲ କମ୍ପ୍ଲେକ୍ସର ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦେଇ ନୂଆ ଜୁଡିସିଆଲ କମ୍ପ୍ଲେକ୍ସର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ରଘୁବର ଦାସ, ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏସବୁ ଜିଲାରେ ବର୍ଷା, ଜାରି ହେଲା ସତର୍କ ସୂଚନା

ଭୁବନେଶ୍ୱର,୫ା୧୨: ବର୍ତମାନ ପର୍ଯ୍ୟନ୍ତ ଓଡ଼ିଶାରେ ଶୀତର ପ୍ରଭାବ ବିଶେଷ ଦେଖିବାକୁ ମିଳିନାହିଁ। କିନ୍ତୁ ଆସନ୍ତା ୨୪ ଘଣ୍ଟା ମଧ୍ୟର ରାଜ୍ୟର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ସତର୍କ ସୂଚନା…

ଯୁବତୀଙ୍କୁ ମାଡ଼ ମାରିଲେ ଘର ମାଲିକଙ୍କ ୨ ପୁଅ

ଭୁବନେଶ୍ୱର,୫।୧୨(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର ଖାରବେଳନଗରସ୍ଥିତ ପ୍ଲଟ ନଂ-୨୨କୁ ଭଡ଼ାରେ ନେଇଥିବା ଘର ଖାଲି କରିବାକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଛି। ଭଡ଼ାରେ ରହୁଥିବା ଯୁବତୀ ଓ ମାଲିକଙ୍କ ପରିବାର ସଦସ୍ୟଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ ହୋଇଛି। ଯୁବତୀଙ୍କୁ ମାଡ଼ ମାରିବା ସହ ଦୁର୍ବ୍ୟବହାର ଘଟଣାରେ…

୨୦୨୫ ଆରମ୍ଭ ବେଳକୁ ଆର୍‌ଆଇ, ଅମିନ ପଦବୀ ଖାଲି ନ ଥିବ: ମନ୍ତ୍ରୀ

ଭୁବନେଶ୍ୱର,୫ା୧୨(ସୁନିତ୍‌ ମିଶ୍ର):ବିଜେଡି ୨୪ ବର୍ଷ ଧରି ସରକାରରେ ଥିବାବେଳେ ଯଦି ସବୁ ସମସ୍ୟାର ସମାଧାନ କରିଦେଇଥାଆନ୍ତେ ତେବେ ଆଜି ଗୃହରେ ଏତେ ଗୁଡ଼ାଏ କଥା ସେମାନଙ୍କୁ କହିବାକୁ ପଡୁ ନ ଥାଆନ୍ତା। ଭାଜପା ରାଜ୍ୟରେ ୫ ମାସ ହେଲା ସରକାରକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?