ଆଜି ରାଜ୍ୟ ବଜେଟ
ଭୁବନେଶ୍ୱର,୨୫ା୭(ଅନିଲ ଦାସ)୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହେବ। ଗତ ଫେବୃଆରୀରେ ବିଜେଡି ସରକାର କାମଚଳା ବଜେଟ ଆଣିଥିଲେ। ତତ୍କାଳୀନ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସେ ସମୟରେ ମୋଟ ୨ ଲକ୍ଷ...
ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ସାମ୍ବାଦିକା; ମୃତ୍ୟୁ ପୂର୍ବର ଭିଡିଓ ଭାଇରାଲ୍
ଭୁବନେଶ୍ୱର,୨୪ା୭: ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ସାମ୍ବାଦିକା। ବାପୁଜୀ ନଗର ନିକଟ ରେଳ ଧାରଣାରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମହିଳା ଜଣଙ୍କ ଏକ ୱେବ୍ ଚ୍ୟାନେଲରେ କାମ କରୁଥିଲେ। ତେବେ ମହିଳାଜଣକ ଆତ୍ମହତ୍ୟା କରିବା ପୂର୍ବରୁ...
‘କାଳିଆ ଯୋଜନା’କୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ; ଜାଣନ୍ତୁ ବିଧାନସଭାରେ କ’ଣ କହିଲେ…
ଭୁବନେଶ୍ୱର, ୨୪।୭: ରାଜ୍ୟରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ବିଜେଡି ସମୟରେ କରାଯାଇଥିବା ‘କାଳିଆ ଯୋଜନା’ ବନ୍ଦ ହେବ କି ନାହିଁ ସେନେଇ ଅନେକଙ୍କ ମନରେ ପ୍ରଶ୍ନ। ବୁଧବାର ଏହି ପ୍ରସଙ୍ଗକୁ ନେଇ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ...
ଡ୍ୟାମ୍ରେ ଦୁଇ ଛାତ୍ର ବୁଡ଼ିଯିବା ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪ା୭: କଟକ ଜିଲା ଚୌଦ୍ୱାର ମଙ୍ଗରାଜପୁର ଡମଣୀ ଡ୍ୟାମ୍ରେ ବୁଡି ବୁଧବାର ୨ ଛାତ୍ର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦୁଃଖପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ମୃତକଙ୍କ...
ନାବାଳକ ଗାଡ଼ି ଚଳାଉଥିଲେ ସାବଧାନ! ଏଣିକି ଗାଡ଼ି ଜବତ ସହ ମା’ବାପାଙ୍କ ବିରୋଧରେ ରୁଜୁ ହେବ ମାମଲା…
ଭୁବନେଶ୍ୱର,୨୪।୭: ରାଜ୍ୟରେ ବଢ଼ୁଥିବା ବେପାରୁଆ ଗାଡ଼ିଚାଳନା ତଥା ଦୁର୍ଘଟଣାକୁ ଦୃଷ୍ଟିରେ ରଖି କଠୋର ହୋଇଛି ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍ଟିଏ)। ଆସନ୍ତା ସପ୍ତାହରୁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରାଯିବ। ନାବାଳକ ଗାଡ଼ି ଚଳାଉଥିବା ଧରାପଡ଼ିଲେ ଗାଡ଼ି ଜବତ ହେବା ସହ ୨୫...
ଘୁଞ୍ଚିଲା ଓଟିଇଟି ପରୀକ୍ଷା, ଜାଣନ୍ତୁ କେବେ ହେବ…
କଟକ,୨୪।୭: ଘୁଞ୍ଚିଲା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷା। ଅଗଷ୍ଟ ୯ ବଦଳରେ ୧୭ ତାରିଖରେ ପରୀକ୍ଷା ହେବ। ଉକ୍ତ ଦିନ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଥିବା ଯୋଗୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।...
ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମ
ଭୁବନେଶ୍ୱର,୨୪ା୭: ବୁଧବାର ବିଧାନସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ମାଧ୍ୟମିକ ସ୍ତରରେ ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମ ବୋଲି ସାଂଘାତିକ ତଥ୍ୟ ପ୍ରକାଶ ପାଇଛି। ଓଡ଼ିଶାରେ ଏବେ ମାଧ୍ୟମିକ ସ୍ତରରେ ପାଠ...
ଆସନ୍ତା ଶୁକ୍ରବାର ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ; ରହିଛି ବଡ଼ ବୈଠକ
ଭୁବନେଶ୍ୱର,୨୪ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୭ତାରିଖ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ସାଧାରଣ ପରିଷଦ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ...
ଓଡ଼ିଶାକୁ ଭାଜପା ଧୋକ୍କା ଦେଇଛି କାହିଁକି ଏମିତି କହିଲେ ସୁର ରାଉତ ରାୟ
ଭୁବନେଶ୍ୱର,୨୪।୭: ବରିଷ୍ଠ ନେତା ସୁର ରାଉତରାୟ ବୁଧବାର ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଭରଜପା ନେତାମାନେ ବାରମ୍ବାର ଶସ୍ତା ମନ୍ତବ୍ୟ, ଫାଲତୁ ମନ୍ତବ୍ୟ ଦେଉଛନ୍ତି। କେନ୍ଦ୍ରୀୟ ବଜେଟ୍ରେ ଓଡ଼ିଶା ପାଇଁ ଟଙ୍କାଟିଏ ନାହିଁ। ସ୍ପେଶାଲ ପ୍ୟାକେଜ କୁଆଡେ ଗଲା।...
ଉପସ୍ଥାପନ ହେଲା ଓଡ଼ିଶା ଅର୍ଥନୈତିକ ସର୍ଭେ ରିପୋର୍ଟ; ମୁଣ୍ଡପିଛା ଆୟ ଏତିକି ଟଙ୍କା
ଭୁବନେଶ୍ୱର,୨୪ା୭: ଓଡ଼ିଶାରେ ଭାଜପା ସରକାର ଆସିବା ପରେ ଆସନ୍ତା କାଲି ଅର୍ଥାତ ଜୁଲାଇ ୨୫ ତାରିଖରେ ଆଗତ ହେବ ନୂଆ ସରକାରର ପ୍ରଥମ ବଜେଟ। ଏହା ପୂର୍ବରୁ ବିଧାନସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନା ହୋଇଛି। ରିପୋର୍ଟ ଅନୁସାରେ ଓଡ଼ିଶାରେ...
ଉପବାଚସ୍ପତି ହେଲେ ଭବାନୀ ଭୋଇ
ଭୁବନେଶ୍ୱର,୨୪ା୭: ସୁନ୍ଦରଗଡ ଜିଲା ତଳସରା ବିଧାୟକ ଭବାନୀ ଭୋଇ ଉପବାଚସ୍ପତି ଭାବେ ନିର୍ଦ୍ୱଦ୍ୱରେ ନିର୍ବାଚିତ ହୋଇଛନ୍ତି। ତଳସରାରୁ ସେ ବିଧାନସଭାକୁ ଦୁଇଥର ନିର୍ବାଚିତ ହୋଇଛନ୍ତି। ବାଚସ୍ପତି ସୁରମା ପାଢ଼ୀ ପ୍ରଥମେ ଭବାନୀଙ୍କ ନାଁ ଘୋଷଣା କରିଥିଲେ। ସେ ନିର୍ଦ୍ୱନ୍ଦ୍ୱରେ ଉପବାଚସ୍ପତି...
ଓଡ଼ିଶା ପାଇଁ ରେଳ ଅନୁଦାନ ଘୋଷଣା କଲେ ରେଳ ମନ୍ତ୍ରୀ: ଜାଣନ୍ତୁ କେତେ ମିଳିଲା
ଭୁବନେଶ୍ୱର, ୨୪।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପାର୍ଲାମେଣ୍ଟରେ ୨୦୨୪-୨୫ ଆର୍ଥିକବର୍ଷର ବେଜଟ୍ ଉପସ୍ଥାପନ କରିଛନ୍ତି। ଏଥର ରେଳକୁ ୨.୬୨ ଲକ୍ଷ କୋଟି ଅନୁଦାନ ମିଳିଛି। ତେବେ ଓଡ଼ିଶାରେ ରେଳର ବିକାଶ ପାଇଁ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ...
Archives


