ମେଟ୍ରୋ

୯ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୭।୧୦(ବ୍ୟୁରୋ): କୁଆଁର ପୂର୍ଣ୍ଣିମାରେ ପୁଣି ଉପକୂଳ ଓଡ଼ିଶା ଭିଜିବ। ଅକ୍ଟୋବର ୯ ତାରିଖ କୁଆଁର ପୂର୍ଣ୍ଣିମାରେ ରାଜ୍ୟର ଦକ୍ଷିଣ ଉପକୂଳରେ ବର୍ଷାର ପରିମାଣ ବଢିବ ।୧୦ ତାରିଖରେ ମଧ୍ୟ ଉପକୂଳବର୍ତ୍ତୀ କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।...

ପ୍ରକାଶ ପାଇଲା ଓଏଏସ୍‌ ପରୀକ୍ଷା ଫଳ: ଟପର ତେଜସ୍ବିନୀ ବେହେରା

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଓଡ଼ିଶା ସିଭିଲ ସର୍ଭିସ-୨୦୨୦ (ଓଏଏସ୍‌) ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ମୋଟ ୩୯୨ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୧୪୮ ଜଣ ଓଡ଼ିଆ ଅଛନ୍ତି। ତେଜସ୍ବିନୀ ବେହେରା ଓଏଏସ୍‌ ଟପର ହୋଇଥିବା ବେଳେ ଶୁଭଙ୍କରୀ ସୁଦେଷ୍ଣା...

୯ରୁ ବଢିବ ବର୍ଷା!

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଆସନ୍ତା ୯ ତାରିଖରେ ରାଜ୍ୟର ଦକ୍ଷିଣ ଉପକୂଳରେ ବର୍ଷାର ପରିମାଣ ବୃଦ୍ଧି ପାଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାସହ ୯ ଏବଂ ୧୦ ଅକ୍ଟୋବରରେ କିଛି ଉପକୂଳବର୍ତ୍ତୀ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା...

ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟଣା: ସ୍ତ୍ରୀ,ପଡୋଶୀଙ୍କୁ ପଚରାଉଚରା

ଭୁବନେଶ୍ୱର,୭।୧୦(ବ୍ୟୁରୋ): ପୁରୀ ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟଣାର ଖୋଡତାଳ କରୁଛି ପୋଲିସ। ଶୁକ୍ରବାର ଧର୍ମେନ୍ଦ୍ରଙ୍କ ଶିଶୁପାଳଗଡସ୍ଥିତ ଘରେ ପୋଲିସ ପହଞ୍ଚି ସ୍ତ୍ରୀ, ପରିବାର ଓ କିଛି...

ବାଲେଶ୍ୱରରେ ସର୍ବାଧିକ ବର୍ଷା

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଗତିକାଲିର ଘୂର୍ଣ୍ଣିବଳୟ ଆଜି ସାମାନ୍ୟ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ତେଲେଙ୍ଗାନା ଏବଂ ବିଦର୍ଭ ଅଞ୍ଚଳରେ ବାୟୁମଣ୍ଡଳର୧.୫ ରୁ ୩.୧ କିମି ମଧ୍ୟରେ ସକ୍ରିୟ ରହିଛି। ତେବେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ହାଲୁକା ବର୍ଷା ଜାରି...

ଧାମନଗର ଉପନିର୍ବାଚନ: ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଭଦ୍ରକ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୪ ଯାଏ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ। ୧୭...

ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୭।୧୦(ବ୍ୟୁରୋ): ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ। ଏହାକୁ ନେଇ ଶୁକ୍ରବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ସୂଚନା ଅନୁଯାୟୀ, ନିର୍ବାଚନ ପାଇଁ ଅକ୍ଟୋବର ୧୪ ଯାଏ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ। ୧୫ରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୧୭ରେ...

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୬୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୭୦୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୭ ଜଣ ଚିହ୍ନଟ...

ବର୍ଷାରେ ମା’ଙ୍କୁ ମେଲାଣି

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଭକ୍ତଙ୍କୁ ଦର୍ଶନ ଦେବା ସହ ମହିଷାସୁର ରୂପକ ପାପୀଙ୍କୁ ସଂହାର କରି ମେଲାଣି ନେଇଛନ୍ତି ଦୁର୍ଗତିନାଶିନୀ ମା’ ଦୁର୍ଗା। ମା’ଙ୍କ ଆଶିଷ ନେଇ ଭକ୍ତମାନେ ଜଗତ୍‌ଜନନୀଙ୍କୁ ଭକ୍ତିପୂତ ବିଦାୟ ଦେଇଛନ୍ତି। କରୋନା ମହାମାରୀ ପାଇଁ ୨ବର୍ଷ ପରେ ଚଳିତବର୍ଷ...

ଆହତ ଅଜଗରର ସିଟି ସ୍କାନ୍‌ ହେଲା

ଭୁବନେଶ୍ୱର,୭।୧୦(ବ୍ୟୁରୋ): ବରଗଡ଼ ଫରେଷ୍ଟ ଡିଭିଜନରୁ ଗୁରୁତର ଆହତ ଅବସ୍ଥାରେ ଭୁବନେଶ୍ୱର ଅଣାଯାଇଥିବା ଏକ ଭାରତୀୟ ଅଜଗରର ଗୁରୁବାର ସିଟି ସ୍କାନ କରାଯାଇଛି। ଓୟୁଏଟି ଭେଟେରିନାରି କଲେଜର ସର୍ଜରି ଓ ରେଡିଓଲୋଜି ବିଭାଗ ପ୍ରଫେସର ଡା. ଇନ୍ଦ୍ରମଣି ନାଥ ମଡର୍ନ ହେଲ୍‌ଥ...

ଏସ୍କର୍ଟ ସର୍ଭିସ୍‌ ନାଁରେ ସାଇବର ଠକେଇ: ମାଷ୍ଟରମାଇଣ୍ଡଙ୍କ ସମେତ ୫ ଗିରଫ

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଇଣ୍ଟନେଟ୍‌ରେ ବିଜ୍ଞାପନ ଦେଇ ଭିନ୍ନ ଭିନ୍ନ ଏସ୍କର୍ଟ ସର୍ଭିସ ସେବା ଆଳରେ ଠକେଇ କରୁଥିବା ଏକ ଗ୍ୟାଙ୍ଗ କମିଶନରେଟ ପୋଲିସ ହାତରେ ଧରାପଡ଼ିଛି। ଗ୍ୟାଙ୍ଗ ମୁଖ୍ୟଙ୍କ ସମେତ ୫ ଅଭିଯୁକ୍ତଙ୍କୁ ଭୁବନେଶ୍ୱର ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ...

ହିନ୍ଦୀ ପକ୍ଷ ଉଦ୍‌ଯାପିତ

ଭୁବନେଶ୍ୱର,୭।୧୦:ଭାରତ ସଞ୍ଚାର ନିଗମ ଲିମିଟେଡ୍‌ (ବିଏସ୍‌ଏନ୍‌ଏଲ୍‌) ର ଓଡ଼ିଶା ପରିମଣ୍ଡଳ ଭୁବନେଶ୍ୱର ପକ୍ଷରୁ ହିନ୍ଦୀ ପକ୍ଷ-୨୦୨୨ର ସମାପନ ଏବଂ ପୁରସ୍କାର ପ୍ରଦାନ ସମାରୋହ ନିକଟରେ ଉଦ୍‌ଯାପିତ ହୋଇଯାଇଛି। ବିଏସ୍‌ଏନ୍‌ଏଲ୍‌ ଓଡ଼ିଶା ପରିମଣ୍ଡଳର ମୁଖ୍ୟ ମହାପ୍ରବନ୍ଧକ ରୁଦ୍ରନାରାୟଣ ପଲାଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri