ମେଟ୍ରୋ

ପୁରୀରେ ମୁଖ୍ୟମନ୍ତ୍ରୀ, ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରି…

ପୁରୀ,୨୯ା୬: ସ୍ନାନପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଓଡ଼ିଶାକୁ ସମୃଦ୍ଧ କରିବାକୁ ପ୍ରାର୍ଥନା କଲି। ସାରା…

ଆଜି ୭ ଜିଲାରେ ଝଡ଼ବର୍ଷା, ସତର୍କତା ଜାରି କରି ପାଣିପାଗ ବିଶେଷଜ୍ଞ କହିଲେ ଜୁନ୍‌ ୩୦ ବେଳକୁ…

ଭୁବନେଶ୍ୱର,୨୯ା୬(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେଉଛି। ତେବେ ଜୁନ୍‌ ୩୦ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ଜୁଲାଇ ୨ ବେଳକୁ ଲଘୁଚାପ ହେବା ନେଇ ପାଣିପାଗ…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ ସାଆନ୍ତ ଏବଂ ଦେବୀ ସୁଭଦ୍ରା। ଆଜି ଚତୁର୍ଦ୍ଧାମୂର୍ତ୍ତି ୧୦୮ ଗରା ସୁବାସିତ ଜଳରେ…

ଆସୁଛି ବଡ଼ ବର୍ଷା, ଏହି ତାରିଖରୁ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ୱର,୨୮।୬: ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନୀ ଶରତ ସାହୁ ରବିବାର ଗଣମାଧ୍ୟମକୁ ଏହି ସୂଚନା…

ନିଲମ୍ବିତ ମନୋଜଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ କରିଥିଲେ ୧୫ ବିଧାୟକ

ଭୁବନେଶ୍ୱର,୨୮ା୬(ସୁଚିସ୍ମିତା ସାହୁ): ନୂତନ ପାଠ୍ୟପୁସ୍ତକରେ ଅସଂଖ୍ୟ ତ୍ରୁଟି ଘଟଣାରେ ମୁଖ୍ୟମନ୍ତ୍ରୀ ନିଲମ୍ବନ କରିଥିବା ୪ ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ରାଜ୍ୟ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଟିଇ ଆଣ୍ଡ୍‌ ଏସ୍‌ସିଇଆର୍‌ଟି)ର ତତ୍କାଳୀନ ନିର୍ଦ୍ଦେଶକ ମନୋଜ…

ତାମିଲନାଡୁ ଗ୍ୟାସ୍‌ ଲିକ୍‌: ଆଖି ବୁଜିଲେ ଆଉ ଜଣେ ଜୁଆଙ୍ଗ ଯୁବତୀ

ଭୁବନେଶ୍ୱର,୨୭।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ ଘଟଣାରେ ଶନିବାର ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ ଜୁଆଙ୍ଗ ଯୁବତୀ। ମୃତ ଯୁବତୀ ତେଲକୋଇ ଅଞ୍ଚଳର କବିତା ଜୁଆଙ୍ଗ ବୋଲି ସୂଚନା…

ଶ୍ରୀମନ୍ଦିର ପ୍ରଶାସନର ବଡ଼ ସୂଚନା, ୧୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୨୭।୬: ଦିନକ ପରେ ଶ୍ରୀଜିଉଙ୍କ ପବିତ୍ର ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର। ସ୍ନାନଯାତ୍ରାର ସ୍ବତନ୍ତ୍ର ନୀତିକାନ୍ତି ପାଇଁ ୧୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶନିବାର ଅବଗତ କରାଯାଇଛି। ଶନିବାର ରାତି ସାଢ଼େ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି ଆମବସ୍‌। ସ୍କୁଲରୁ ବାପଝିଅ ଫେରୁଥିବାବେଳେ ରଙ୍ଗ୍‌ରୁଟ୍‌ରେ ଆସି ଆମବସ୍‌ ଧକ୍କା ଦେଇଛି। ଦୁର୍ଘଟଣା…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬: ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ ଭୀମସେନ ଟୁଡୁଙ୍କୁ ସରକାରୀ ଚାକିରିରୁ ବହିଷ୍କାର କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଭୀମସେନ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ ଓଡ଼ିଶା ପୋଲିସକୁ ସମ୍ମାନିତ କରାଯିବ। ଆସନ୍ତା ଜୁଲାଇ ୫ ତାରିଖରେ ଭୁବନେଶ୍ୱରସ୍ଥିତ ୭ମ…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ଏବଂ ସୁଗମ ଦର୍ଶନ ପାଇଁ ପୁରୀ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୯,୫୦୦ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୭ା୬(ସୁନିତ୍‌ ମିଶ୍ର):ପୂର୍ବ ଭାରତରେ ଶିଳ୍ପାୟନର ବିକାଶକୁ ଆହୁରି ତ୍ୱରାନ୍ବିତ କରିବା ଏବଂ ଆଞ୍ଚଳିକ ସହଯୋଗ ମାଧ୍ୟମରେ ସନ୍ତୁଳିତ ଅଭିବୃଦ୍ଧି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ନୂଆ ପ୍ଲାଟ୍‌ଫର୍ମ ‘ଗୋ-ଇଷ୍ଟ’ର ଘୋଷଣା କରିଛନ୍ତି। ଭୁବନେଶ୍ୱରର ଏକ ହୋଟେଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?