ମେଟ୍ରୋ

୧୭ରୁ ମେଡିକାଲ ନାମଲେଖା କାଉନ୍‌ସେଲିଂ

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ) – ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ୧୭ ତାରିଖରୁ ରାଜ୍ୟର ମେଡିକାଲ କଲେଜଗୁଡ଼ିକରେ କାଉନ୍‌ସେଲିଂ ଆରମ୍ଭ ହେବ। ମୋଟ ୨,୨୦୦ ସିଟ୍‌ ମଧ୍ୟରୁ ୧,୭୦୦ ସିଟ୍‌ ୧୦ଟି ସରକାରୀ ମେଡିକାଲ କଲେଜ ଓ ଦୁଇଟି ଘରୋଇ...

କଳିଙ୍ଗ ଷ୍ଟାଡିୟମରେ ସୁରକ୍ଷା ବ୍ୟବସ୍ଥା କଡାକଡି: ମୁତୟନ ହେବେ ୧୫ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ୧୭ ବର୍ଷରୁ କମ୍‌ ବିଶ୍ୱକପ୍‌ ଫୁଟ୍‌ବଲ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସୋମବାର ପୋଲିସ କମିଶନର ଏବଂ ଡିସିପି ସୁରକ୍ଷା ବ୍ୟବସ୍ଥାକୁ ନେଇ ସମୀକ୍ଷା କରିଛନ୍ତି। ତେବେ ଡିସିପିିଙ୍କ ତତ୍ତ୍ବାବଧାନରେ ୬ ଅତିରିକ୍ତ...

ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ୫ହଜାର ଜରିମାନା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ସ୍ବଚ୍ଛତାକୁ ନେଇ ବିଏମ୍‌ସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏଣିକି ରାଜଧାନୀ ରାସ୍ତାରେ ଅଳିଆ ଫିଙ୍ଗିଲେ ଦେବାକୁ ପଡିବ ଜରିମାନା। ଭୁବନେଶ୍ୱର ୟୁନିଟ୍‌-୧ର ସମସ୍ତ ବ୍ୟବସାୟଙ୍କୁ ଏଭଳି ଚେତାବନୀ ଦେଇଛି ବିଏମ୍‌ସି କମିଶନର। ପଚା ପରିବା ଓ ବର୍ଜ୍ୟବସ୍ତୁ...

ରାଜ୍ୟରୁ ଆଜି ୭୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରାଜ୍ୟରୁ ସୋମବାର ୭୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୯୫୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୬ ଜଣ ଚିହ୍ନଟ...

ଏହି ସବୁ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ସୋମବାର ମଧ୍ୟ କିଛି ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର,...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ଭୁବନେଶ୍ୱର ଜନସ୍ବାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ସୋମବାର ସକାଳୁ ଚଢ଼ାଉ ଜାରି ରହିଛି। ଭୁବନେଶ୍ୱରସ୍ଥିତ ଅଫିସ, କଟକ, ଜଟଣୀ...

ପିଜି ସ୍ପଟ୍‌ ନାମଲେଖା ପାଇଁ ଆଜି ମେଧା ତାଲିକା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ପିଜି ସ୍ପଟ୍‌ ନାମଲେଖା ପାଇଁ ସୋମବାର ଅପରାହ୍ନ ୪ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ରଙ୍କୁ ୧୧ରୁ ୧୨ ତାରିଖ ଅପରାହ୍ନ ୫ଟା ମଧ୍ୟରେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନରେ ନାମ ପଞ୍ଜୀକରଣ...

ମୁହଁ ଖୋଲିଲେ, ତଥାପି ଲୁଚାଇଲେ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ଟଙ୍କା ପାଇଁ ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କୁ ମାୟା ଜାଲରେ ଫସାଇ ବ୍ଲାକ୍‌ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗଙ୍କ କଳାକାରନାମା ଧୀରେ ଧୀରେ ପଦାକୁ ଆସୁଛି। ଗତ...

ନିଗମ ଅଧ୍ୟକ୍ଷ ତାଲିକା ଘୋଷଣା କଲେ ସରକାର

ଭୁବନେଶ୍ବର,୧୦ା୧୦(ବ୍ୟୁରୋ): ସରକାର ରବିବାର ବିଳମ୍ବିତ ସାରେ ନିଗମ ଏବଂ ବୋର୍ଡ ପାଇଁ ଅଧ୍ୟକ୍ଷ ଓ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀରେ ବହୁ ନେତାଙ୍କୁ ଏହି ତାଲିକାରେ ଥଇଥାନ କରାଯାଇଛି। ରାଜନୈତିକ ଦୃଷ୍ଟିକୋଣରୁ ୨୦୨୪...

ଅର୍ଚ୍ଚନା ଏବଂ ଅଧିକାରୀ

ଭୁବନେଶ୍ବର,୧୦ା୧୦(ବ୍ୟୁରୋ): ରାଜ୍ୟର ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ଗିରଫ ଘଟଣାକୁ ନେଇ ବର୍ତ୍ତମାନ ଗୋଟିଏ ପରେ ଗୋଟିଏ କଥା ସାମ୍ନାକୁ ଆସିବାରେ ଲାଗିଛି। ବଡ଼ବଡ଼ିଆଙ୍କୁ ପ୍ରେମ ଜାଲରେ ପକାଇ ସେମାନଙ୍କ ସହ ଅନ୍ତରଙ୍ଗ ମୁହୂର୍ତ୍ତ ସମୟର ଭିଡିଓ କରିବା ପରେ ତାକୁ...

ଧାମନଗର ଉପନିର୍ବାଚନ: ସୂର୍ଯ୍ୟବଂଶୀ ସୂରଜ ଭାଜପା ପ୍ରାର୍ଥୀ

ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ରବିବାର ପ୍ରାର୍ଥୀ ଘୋଷଣା କରିଛି ଭାଜପା।  ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଛି। ତେବେ ବିଷ୍ଣୁଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ଭାଜପା...

ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କରୋନା ପଜିଟିଭ୍‌

ଭୁବନେଶ୍ୱର,୯।୧୦(ବ୍ୟୁରୋ):ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୩ଜଣ ଥିବା ବେଳେ ୩୬ ଲୋକାଲ କେସ୍‌ ରହିଛି। ସେହିଭଳି ୬ ଜଣଙ୍କ ବୟସ ୧୮ ବର୍ଷରୁ କମ୍‌ ରହିଥିବା ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri