ମେଟ୍ରୋ

ଭୁବନେଶ୍ୱରରେ ଷ୍ଟ୍ରିଟ୍ ଫୁଡ୍ ବିକ୍ରେତାମାନଙ୍କ ପାଇଁ ବିଏମସିର ନୂଆ ନିର୍ଦ୍ଦେଶାବଳୀ ଜାରି; ଖାଇବା ଥାଳିରେ ଦେବାକୁ ହେବ ଅଏଲ୍ ପେପର

ଭୁବନେଶ୍ୱର,୧୩।୯: ଲୋକମାନଙ୍କୁ ଉତ୍ତମ ସ୍ଵଛ ଏବଂ ପରିଷ୍କାର ଖାଦ୍ୟ ଉପଲବ୍ଧ କରାଇବାକୁ ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଷ୍ଟ୍ରିଟ୍ ଫୁଡ୍ ବିକ୍ରେତାମାନଙ୍କ ପାଇଁ ନୂଆ ନିର୍ଦ୍ଦେଶାବଳୀ ଜାରି କରିଛି। ସହରର ସମସ୍ତ ରାସ୍ତା କଡ଼ରେ ଥିବା ଖାଦ୍ୟ ଆଉଟଲେଟ୍ ପାଇଁ ଏକ…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୩।୯: ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବାଂଲାଦେଶ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ଦିଗରୁ ଦକ୍ଷିଣ-ଉତ୍ତର-ଦକ୍ଷିଣ ଦିଗରେ ଅଗ୍ରସର ହେବା ସହିତ ଅବପାତରେ ପରିଣତ ହୋଇ ଶୁକ୍ରବାର ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳକୁ…

ରାଜ୍ୟରେ ଲାଗୁ ହେବ କାମଧେନୁ ଯୋଜନା, ମୁଖ୍ୟମନ୍ତ୍ରୀ କହିଲେ ୧୪୨୪ କୋଟି…

ଭୁବନେଶ୍ୱର,୧୩।୯: ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ ହେବ କାମଧେନୁ ଯୋଜନା। ଜାତୀୟ ମୌସୁମୀ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏହି ସୂଚନା ଦେଇଛନ୍ତି। କାମଧେନୁ ଯୋଜନା ପାଇଁ ଖର୍ଚ୍ଚ ହେବ ୧୪୨୪ କୋଟି ଟଙ୍କା। ଗାଈଗୋରୁଙ୍କ ସ୍ବାସ୍ଥ୍ୟ ଓ…

ଲିଭ୍‌ଇନ୍‌ରେ ରହୁଥିଲେ ଯୁବତୀ, ସନ୍ଦେହଜନକ ଭାବେ ଆପାର୍ଟମେଣ୍ଟରୁ ମିଳିଲା ମୃତଦେହ, ପୁରୁଷ ବନ୍ଧୁ….

ଭୁବନେଶ୍ୱର,୧୩।୯: ଆପାର୍ଟମେଣ୍ଟରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଏଭଳି ଅଭାନୀୟ ଘଟଣା ଘଟିଛି ଭୁବନେଶ୍ୱରସ୍ଥିତ ଖଣ୍ଡଗିରିରେ। ଖଣ୍ଡଗିରି ଏକ ଆପାର୍ଟମେଣ୍ଟରୁ ଯୁବତୀଙ୍କ ମୃତଦେହ ମିଳିଥିବା ବେଳେ ତାଙ୍କ ପୁରୁଷବନ୍ଧୁ ଫେରାର୍‌ ଅଛନ୍ତି। ଅନ୍ୟପକ୍ଷେ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ତାଙ୍କ…

୨୧ରେ ‘ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ’: ଜାଣନ୍ତୁ କାହାକୁ ମିଳିବ ପୁରସ୍କାର

ଭୁବନେଶ୍ୱର, ୧୩।୯ (ବନ୍ଦନା ସେଠୀ):ପଲ୍ଲୀବାଣୀ ମିଶନ ପକ୍ଷରୁ ପ୍ରତିଭାସମ୍ପନ୍ନ ସାମ୍ବାଦିକମାନଙ୍କୁ ଦିଆଯାଉଥିବା ‘ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ’ର ଷଷ୍ଠ ସଂସ୍କରଣ ଆସନ୍ତା ୨୧ ତାରିଖରେ ପ୍ରଦାନ କରାଯିବ। ନୂଆଦିଲ୍ଲୀର ଲୋଧିରୋଡ୍‌ସ୍ଥିତ ସାଇ ଇଣ୍ଟରନ୍ୟାଶନାଲ ସଭାଗୃହରେ ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି…

ଭୁବନେଶ୍ୱରବାସୀଙ୍କ ପାଇଁ ଖୁସିଖବର: ଏଣିକି ବସିବ ଓମ୍‌ଫେଡ୍‌ ଭେଣ୍ଡିଂ ମେଶିନ, ଜାଣନ୍ତୁ କେଉଁଠି….

ଭୁବନେଶ୍ୱର,୧୩।୯: ଭୁବନେଶ୍ୱରରେ ଖୁବ୍‌ ଶୀଘ୍ର ଓମ୍‌ଫେଡ୍‌ ଭେଣ୍ଡିଂ ମେଶିନ ଆରମ୍ଭ ହେବ। ଏ ନେଇ ଓମ୍‌ଫେଡ୍‌ ଏମ୍ଡି ବିଜୟ ଅମୃତା କୁଲାଙ୍ଗେଙ୍କ ସୂଚନା ଦେଇଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ଜନପଥରେ ଭେଣ୍ଡିଂ ମେଶିନ ବସାଇବା ଯୋଜନା ହୋଇଛି। ପରେ ୨୦ଟି ଭେଣ୍ଡି ମେଶିିନ…

ରାଗିଗଲେ ମୁଖ୍ୟମନ୍ତ୍ରୀ ବସ୍‌ ଡ୍ରାଇଭର ଅନ୍ୟଜଣେ ଡ୍ରାଇଭରଙ୍କୁ ଟାଙ୍ଗିଆରେ ହାଣିଦେଲେ

ବଲାଙ୍ଗୀର,୧୩।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡା ତାରିଣୀ ମନ୍ଦିର ନିକଟରେ ମୁଖ୍ୟମନ୍ତ୍ରୀ ବସ୍‌ର ଜଣେ ଡ୍ରାଇଭର ଅନ୍ୟ ଜଣେ ଡ୍ରାଇଭରଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଛନ୍ତି। ଗୁରୁତର ଡ୍ରାଇଭର ଜଣକ ହେଲେ ଆଦିତ୍ୟ ବିଶ୍ବାଳ। ଗୁରୁତର ଆଦିତ୍ୟଙ୍କୁ ପ୍ରଥମେ ବେଲପଡା…

ରେଭେନ୍ସା ନାଁ ବଦଳି ଦିଆଯିବ କି ଏହି ନାଁ ? କାହିଁକି ଏମିତି କହିଲେ ହରପ୍ରସାଦ ଦାସ

ଭୁବନେଶ୍ୱର,୧୩।୯: ରେଭେନ୍ସା ବିଶ୍ବବିଦ୍ୟାଳୟ ନାଁ ପରିବର୍ତ୍ତନକୁ ନେଇ ଦ୍ୱନ୍ଦ ଚାଲିଥିବା ବେଳେ ଶୁକ୍ରବାର ସାହିତି୍ୟକ ହରପ୍ରସାଦ ଦାସଙ୍କ ପ୍ରସ୍ତାବ ନୂଆ ମୋଡ଼ ନେଇଛି। ଯାହାକୁ ନେଇ ଏବେ ଚର୍ଚ୍ଚା ବଢ଼ୁଛି। କ’ଣ ସତରେ ରେଭେନ୍ସା ବିଶ୍ବବିଦ୍ୟାଳୟ ନାଁ ପରିବର୍ତ୍ତନ କରାଯାଇ ଗଜପତି…

ଅବକାରୀ ନୀତିକୁ ନେଇ ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି, ପୁରୀ ବେଳାଭୂମି ସହ ପୁରୀରେ ମଦ ଦୋକାନ ଖୋଲିବ…

ପୁରୀ,୧୩।୯: ଅବକାରୀ ନୀତିରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର। ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବା ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ମୋହନ ସରକାର। ମୋହନ ସରକାରଙ୍କ ନିଷ୍ପତ୍ତି ଅନୁସାରେ, ରାଜ୍ୟର ଧର୍ମାନୁଷ୍ଠାନ ଅଞ୍ଚଳରେ ମଦ ଦୋକାନ ଖୋଲିବନି। ଏପରିକି ଅନ୍ୟ…

ଥାନାର ଦ୍ୱାରସ୍ଥ ହେଲେ ଅଭିନେତା ମନୋଜ ମିଶ୍ର: ଦ୍ୱିତୀୟ ସ୍ତ୍ରୀଙ୍କୁ ନେଇ…

ଭୁବନେଶ୍ୱର,୧୩ା୯(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱର ସାଇବର ଥାନାରେ ଅଭିନେତା ମନୋଜ ମିଶ୍ର ଓ ତାଙ୍କ ସ୍ତ୍ରୀ କିଛି ୟୁଟ୍ୟୁବର ଓ ୱେବ୍‌ ଚ୍ୟାନେଲ ମାଲିକଙ୍କ ବିରୋଧରେ ଗୁରୁବାର ଏଫ୍‌ଆଇଆର ଦାଖଲ କରିଛନ୍ତି। ସେମାନଙ୍କ ବୈବାହିକ ଜୀବନକୁ ନେଇ ସୋସିଆଲ୍‌ ମିଡିଆରେ ସମ୍ମାନହାନି କରିବା ଭଳି…

Subhadra yojana: ମହିଳାଙ୍କ ପରେ ଛାତ୍ରୀଛାତ୍ରଙ୍କୁ ପାଇଁ ବଡ଼ ସୁଯୋଗ, ପ୍ରତି ପଞ୍ଚାୟତରେ ହେବ…

ଭୁବନେଶ୍ୱର,୧୩।୯: ରାଜ୍ୟରେ କୋଣ ଅନୁକୋଣରେ ବଢି ଚାଲିଛି ସୁଭଦ୍ରା ପାଇଁ ଉତ୍ସାହ। ତେବେ ୧୧ ତାରିଖ ଅର୍ଥାତ୍‌ ବୁଧବାର ସୁଦ୍ଧା ରାଜ୍ୟରେ ୪୫ ଲକ୍ଷ ଆବେଦନକାରୀ ପଞ୍ଜିକରଣ କରିଛନ୍ତି। ଏନେଇ ଘରେଘରେ ସୁଭଦ୍ରା ବାବଦରେ କଲେଜର ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଭାର ପ୍ରତିଯୋଗିତା…

ଓଡ଼ିଶା ଆସିବେ ମୋଦି: ଏହି ୪ ପ୍ରସଙ୍ଗକୁ ଭାଜପାର ଗୁରୁତ୍ୱ

ଭୁବନେଶ୍ୱର, ୧୩।୯(ସୁନିତ୍‌ ମିଶ୍ର):ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବାର ମାତ୍ର ୧୦୦ ଦିନ ଭିତରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ରାଜ୍ୟବାସୀଙ୍କ ପ୍ରିୟଭାଜନ ହୋଇପାରିଛି। ଶ୍ରୀମନ୍ଦିରର ୪ ଦୁଆର ଖୋଲିବାଠାରୁ ଆରମ୍ଭକରି ଧାନ କୁଇଣ୍ଟାଲ ପିଛା ୩୧୦୦ ଟଙ୍କାକୁ ବୃଦ୍ଧି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri