ମେଟ୍ରୋ

ପାରିବାରିକ ମାମଲା: ଅଡୁଆରେ ଅନୁଭବ

ଭୁବନେଶ୍ୱର,୨୩।୭: ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉ ନଥିବା ବେଳେ ମଙ୍ଗଳବାର ଅନୁଭବଙ୍କୁ ଜେରା କରାଯାଇଛି। ଅଗଷ୍ଟ ୧୬ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ପୁରୀଘାଟ ଥାନାରେ ଅଭିଯୋଗ ହୋଇଥିଲା । ନିକଟରେ ଅନୁଭବ-ବର୍ଷା ଛାଡପତ୍ର ପାଇଁ...

ଆର୍‌ ସନ୍ଥଗୋପାଳନ ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ

ଭୁବନେଶ୍ୱର,୨୩।୭: ରାଜ୍ୟର ନୂଆ ସିଇଓ ହେଲେ ଆଇଏଏସ ଅଫିସର ଆର୍‌ ସନ୍ଥଗୋପାଳନ । ୨୦୦୧ ବ୍ୟାଚର ଏହି ଆଇଏଏସ ଅଫିସରଙ୍କୁ ରାଜ୍ୟର ନୂଆ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରାଯାଇଛି । ଏନେଇ ଇସିଆଇ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ...

ଉପବାଚସ୍ପତିଙ୍କ ନାଁ ଘୋଷଣା କଲା ଭାଜପା

ଭୁବନେଶ୍ୱର,୨୩।୭: ଉପବାଚସ୍ପତି ପଦ ପାଇଁ ମଙ୍ଗଳବାର ନାଁ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ସୁନ୍ଦରଗଡ ଜିଲା ତଳସରା ବିଧାୟକ ଭବାନୀ ଭୋଇ ଉପବାଚସ୍ପତି ହେବେ ବୋଲି ଘୋଷଣା କରାଯାଇଛି। ଜୁଲାଇ ୨୪ ତାରିଖରେ ଉପ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ...

ଭାଙ୍ଗିଲା କଂଗ୍ରେସ କମିଟି, ହଟିଲେ ଶରତ, ଏବେ କିଏ ଧରିବେ ଓଡ଼ିଶା କଂଗ୍ରେସର ମଙ୍ଗ, ଚର୍ଚ୍ଚାରେ…

ଭୁବନେଶ୍ୱର,୨୩।୭: ରାଜ୍ୟରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଓଡ଼ିଶା ପ୍ରଦେଶର ସମସ୍ତ କମିଟି ଭଙ୍ଗ କରିଛି ଭାରତୀୟ ଜାତୀୟ କଂଗ୍ରେସ(ଏଆଇସିସି)। କଂଗ୍ରେସ ପିସିସି ସମେତ କାର୍ଯ୍ୟକାରୀ କମିଟି, ଜିଲା, ବ୍ଲକ ଓ ମଣ୍ଡଳସ୍ତରୀୟ କମିଟି...

ଶାହାଙ୍କ ମନ୍ତବ୍ୟ ଶୁଣି ରାଗିଗଲେ ଅଜିତ ଗୋଷ୍ଠୀର ନେତା

ପୁଣେ,୨୩।୭: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪ ପୂର୍ବରୁ ମହାୟୁତିରେ ଆଲୋଡ଼ନ ହେବାର ସମ୍ଭାବନା ଅଛି। କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ଶରଦ ପାୱାରଙ୍କୁ ନେଇ କହିଥିଲେ ଯେ ସେ ଦୁର୍ନୀତିକୁ ସଂସ୍ଥାପିତ କରିଛନ୍ତି। ଏହା ଉପରେ ଅଜିତ ପାୱାର ଦଳର...

ଏହି ଦିନ ଦେଖାଦେବ ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ ଲୁଚିବ ଶନି

ଭୁବନେଶ୍ୱର, ୨୩ା୭(ଅସମାପିକା ସାହୁ):ଆସନ୍ତା ୨୪ ତାରିଖରେ ଏକ ବିରଳ ତଥା ସୁନ୍ଦର ମହାଜାଗତିକ ଘଟଣା ଦେଖିବାର ସୁଯୋଗ ମିଳିବ। ବୁଧବାର ମଧ୍ୟରାତ୍ର ପରେ ଖାଲି ଆଖିରେ ଦେଖାଯାଉଥିବା ଶନି ଗ୍ରହ ଚନ୍ଦ୍ର ପଛରେ ଲୁଚି ଯାଇ ଅଦୃଶ୍ୟ ହୋଇଯିବ। କିଛି...

ଆହୁରି ୪ଦିନ ବର୍ଷିବ: ୪ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୩ା୭(ଅସମାପିକା ସାହୁ):ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ସୋମବାର ପୁରୀରେ ସର୍ବାଧିକ ୪୬ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଅଧିକାଂଶ ଜିଲାରେ ପ୍ରବଳ ବର୍ଷିଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ଏହିଭଳି ସ୍ଥିତି ଜାରି ରହିବ। ଦୁଇଦିନ...

ମୋଦିଙ୍କ ନେତୃତ୍ୱକୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୩। ୭(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଇନୋଭେଶନକୁ ପ୍ରୋତ୍ସାହିତ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାର ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଅଟଳ ଇନୋଭେଶନ ମିଶନ ଏବଂ ୱିପୋ(ୱାଲର୍‌ଡ୍‌ ଇଣ୍ଟେଲେକ୍ଚ୍ୟୁଆଲ୍‌ ପ୍ରପର୍ଟି ଅର୍ଗାନାଇଜେଶନ) ମଧ୍ୟରେ...

କଂଗ୍ରେସ ବିଧାୟକ ଦଳ ବୈଠକରେ ତାରାଙ୍କ ଅନୁପସ୍ଥିତି ନେଇ ଚର୍ଚ୍ଚା

ଭୁବନେଶ୍ୱର, ୨୩। ୭(ସୁନିତ୍‌ ମିଶ୍ର): କଂଗ୍ରେସ ବିଧାୟକ ଦଳ ବୈଠକ ସୋମବାର ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଛି। ନୂତନ ଭାବେ ନିଯୁକ୍ତ ହୋଇଥିବା ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ନେତୃତ୍ୱରେ ଏହି ବୈଠକ ଅନୁଷ୍ଠିତ ହୋଇଥିବା...

ସରକାରଙ୍କ ବଡ଼ ଘୋଷଣା: ସରୋଜ ପ୍ରଧାନ ହେଲେ ସରକାରୀ ଦଳ ମୁଖ୍ୟ ସଚେତକ ଉପମୁଖ୍ୟ ସଚେତକ ଦାୟିତ୍ୱ ମିଳିଲା…

ଭୁବନେଶ୍ୱର,୨୨।୭(ଅସମାପିକା ସାହୁ): ବୌଦ୍ଧ ବିଧାୟକ ସରୋଜ ପ୍ରଧାନ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ନିଯୁକ୍ତ ହୋଇଛନ୍ତି। ସେହିପରି ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସଙ୍କୁ ସରକାରୀ ଦଳ ଉପମୁଖ୍ୟ ସଚେତକ ଦାୟିତ୍ୱ ଦିଆଯାଇଛି। ଏନେଇ ସୋମବାର ରାଜ୍ୟ ସଂସଦୀୟ...

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ବଦଳିବା ବିଜ୍ଞପ୍ତିକୁ ପ୍ରତ୍ୟାହାର କଲା କ୍ରୀଡ଼ା ବିଭାଗ

ଭୁବନେଶ୍ୱର,୨୨।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ବଦଳିବା ବିଜ୍ଞପ୍ତିକୁ ସୋମବାର କ୍ରୀଡ଼ା ବିଭାଗ ବିଧିବଦ୍ଧ ଭାବେ ପ୍ରତ୍ୟାହାର କରିନେଇଛି। ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନର ନାଁ ବଦଳରେ ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ ରହିବ ବୋଲି ଗତ ୧୯...

ପାଣ୍ଡିଆନଙ୍କ ବାବଦରେ ପ୍ରକାଶିତ ଖବରକୁ ନେଇ କ୍ଷମା ମାଗିଲା ଇଂରାଜୀ ଦୈନିକ

ଭୁବନେଶ୍ୱର,୨୨।୭: ପାଣ୍ଡିଆନଙ୍କ ବାବଦରେ ପ୍ରକାଶିତ ଖବରକୁ ନେଇ କ୍ଷମାପ୍ରାର୍ଥନା କଲା ଦୈନିକ ଇଂରାଜୀ ଖବରକାଗଜ। ବିଜେଡିକୁ ଦି ଫାଳ କରିବାକୁ ପାଣ୍ଡିଆନ ଉଦ୍ୟମ କରୁଥିବା ଖବର ପ୍ରକାଶ ପାଇଥିଲା। ଏଥିସହ ଭାଜପା ସ୍ବାର୍ଥରେ କାମ କରିବାକୁ ପାଣ୍ଡିଆନ ଉଦ୍ୟମ କରୁଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri