ମେଟ୍ରୋ

ଦାୟିତ୍ୱ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ପିତାମ୍ବର ଆଚାର୍ଯ୍ୟ

ଭୁବନେଶ୍ବର,୨୨।୭: ରାଜ୍ୟ ଆଡଭୋକେଟ ଜେନେରାଲ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପିତାମ୍ବର ଆଚାର୍ଯ୍ୟ ସୋମବାର ସନ୍ଧ୍ୟାରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପିତାମ୍ବର ଆଚାର୍ଯ୍ୟଙ୍କୁ ତାଙ୍କ ନୂତନ...

୨୪ ବର୍ଷ ପରେ ବିଧାନସଭାରେ ବଦଳିଲା ନବୀନଙ୍କ ଆସନ, ବସିଲେ ଏହି ନେତାଙ୍କ ସିଟ୍‌ରେ

ଭୁବନେଶ୍ୱର,୨୨।୭: ୨୪ ବର୍ଷ ପରେ ବିଧାନସଭାରେ ନବୀନ ପଟ୍ଟନାୟକଙ୍କ ଆସନ ବଦଳିଛି। ୫ ଥରର ମୁଖ୍ୟମନ୍ତ୍ରୀ ଥିବା ନବୀନ ଆଜି ବିରୋଧୀ ଆସନରେ ବସିଛନ୍ତି। ନବୀନ ପୂର୍ବତନ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଆସନରେ ବସିଛନ୍ତି। ନବୀନ ପଟ୍ଟନାୟକଙ୍କ...

ଶାଶୁ, ସ୍ତ୍ରୀଙ୍କୁ ଶାବଳ ଭୁସି ମାରିଦେଲେ: ଦେଢ଼  ବର୍ଷର ପୁଅକୁ ଧରି ଥାନାରେ ପହଞ୍ଚିଲେ 

ଭୁବନେଶ୍ୱର,୨୨।୭: ଶାଶୁ ଓ ସ୍ତ୍ରୀଙ୍କୁ ହତ୍ୟା ପରେ ଦେଢ଼ ବର୍ଷର ପୁଅକୁ ଧରି ଥାନାରେ ଆତ୍ମସମର୍ପଣ କରିଛନ୍ତି ଜ୍ୱାଇଁ। ସୋମବାର ଏପରି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ଅଞ୍ଚଳରେ। ଜ୍ୱାଇଁ ମିଥୁନ ସାହୁ କହିଛନ୍ତି, ୪...

ବିଧାନସଭାରେ ନବୀନ କହିବା ବେଳେ ବନ୍ଦ କରିଦେଲେ ମାଇକ! ବିଜେଡି କହିଲା…

ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ୨୪ ବର୍ଷ ଧରି ଶାସନ କାଳରେ ବିଜେଡି ଆଜି ପ୍ରଥମ ଥର ପାଇଁ ବିରୋଧୀ ଆସନରେ ବସିଛି। ଭାଜପା ସରକାର ବିରୋଧରେ ରଣନୀତି ପ୍ରସ୍ତୁତ କରିବା ଲାଗି ବିଜେଡି...

ବର୍ଷିଲେ ପ୍ରମିଳା, କହିଲେ ରାଜନୀତି ଛାଡି ଜ୍ୟୋତିଷ ହୋଇଗଲେଣି କି ଜୟନାରାୟଣ…

ଭୁବନେଶ୍ୱର,୨୨।୭: ଭାଜପା ନେତା ଜୟନାରାୟଣ ମିଶ୍ର ବିଜେଡ଼ିକୁ ନେଇ ଭବିଷ୍ୟବାଣୀ କରି କହିଛନ୍ତି, ବିଜେଡିର ଆୟୁଷ ବହୁତ କମ୍‌। ବିଜେଡ଼ି ସରକାରକୁ ଫେରିବ ବୋଲି କହୁଛି, ହେଲେ ସେ ସେତେବେଳ ଯାଏ ସେ ବଞ୍ଚିଥିବେ ତ ସରକାରକୁ ଫେରିବ। ତେବେ...

୨୪ରେ ଉପବାଚସ୍ପତି ନିର୍ବାଚନ: ୨୫ରେ ଉପସ୍ଥାପିତ ହେବ ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ୱର,୨୨।୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ବଜେଟ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ରଘୁବର ଦାସ ଅଭିଭାଷଣ ରଖିଥିଲେ। ରାଜ୍ୟପାଳଙ୍କ ଅଭିଭାଷଣ ପରେ ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ...

ଜୟନାରାୟଣଙ୍କ ବଡ଼ ଭବିଷ୍ୟବାଣୀ, କହିଲେ ବିଜେଡି ସରକାରକୁ ଫେରିବା ପାଇଁ ହେଲେ…

ଭୁବନେଶ୍ୱର,୨୨।୭: ଭାଜପା ନେତା ଜୟନାରାୟଣ ମିଶ୍ର ବିଜେଡିକୁ ଟାର୍ଗେଟ୍‌ କରିଛନ୍ତି। ଜୟନାରାୟଣ କହିଛନ୍ତି, ବିଜେଡିର ଆୟୁଷ ବହୁତ କମ୍‌। ସରକାରକୁ ଫେରିବା ପାଇଁ ହେଲେ ସେ ସେତେବେଳେ ପର୍ଯ୍ୟନ୍ତ ବଞ୍ଚିଥିଲେ ତ। ବିଜେଡିକୁ ରାଜନୈତିକ ଶିଷ୍ଠାଚାର ଜଣାନଥିଲା ଆମେ ଶିଷ୍ଠାଚାର...

ନୂଆ ମିଡିଆ ଟିମ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁ ନେତାଙ୍କୁ ମିଳିଲା ସୁଯୋଗ

ଭୁବନେଶ୍ୱର,୨୨।୭: ସୋମବାର ବିଜେଡି ନୂଆ ମିଡିଆ ଟିମ ଘୋଷଣା କରିଛି। ଏଥିରେ ୧୬ ଜଣଙ୍କୁ ସାମିଲ କରାଯାଇଛି। ନୂଆ କରି ଘୋଷଣା କରାଯାଇଥିବା ଏହି ଟିମରେ ପ୍ରଶାନ୍ତ ମୁଦୁଲିଙ୍କ ସହ ବ୍ୟୋମକେଶ ରାୟ, ସୁବାସ ସିଂ, ଗୌତମ ବୁଦ୍ଧ ଦାସ,...

ନୂଆ ଏଜି ଭାବେ ଦାୟିତ୍ୱ ନେଲେ ପୀତାମ୍ବର ଆଚାର୍ଯ୍ୟ

ଭୁବନେଶ୍ୱର,୨୨।୭: ନୂଆ ଏଜି ଭାବେ ଦାୟିତ୍ୱ ନେଲେ ପୀତାମ୍ବର ଆଚାର୍ଯ୍ୟ। ସୋମବାର ହାଇକୋର୍ଟ ସ୍ଥିତ କାର୍ଯ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ତେବେ କାର୍ଯ୍ୟରେ ଯୋଗ ଦେବା ପରେ ସେ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପୀତାମ୍ବର କହିଛନ୍ତି, ବିନା...

ସଂସଦରେ ଗର୍ଜିଲେ ବିଜେଡି ଏମ୍‌ପି: ଓଡ଼ିଶାକୁ ଦିଆଯାଉ ସ୍ବତନ୍ତ୍ର ରାଜ୍ୟ ପାହ୍ୟା

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭର ପ୍ରଥମ ଦିନରେ ଓଡ଼ିଶାର ବିଜେଡି ଏମ୍‌ପି ରାଜ୍ୟ ସଭାରେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପ୍ରସଙ୍ଗ ଉଠାଇଛନ୍ତି। ବିଜେଡି ଏମ୍‌ପି ମୁନା ଖାଁ ଗୃହରେ କହିଛନ୍ତି,...

ରତ୍ନଭଣ୍ଡାର ନେଇ ପୁଣି ଏମିତି କହିଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର,୨୨।୭: ରତ୍ନଭଣ୍ଡାର ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଦିନେ ଦୁଇଦିନ ମଧ୍ୟରେ ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରିବ ଏଏସ୍‌ଆଇ। ଯାଞ୍ଚ କଲା ପରେ ଭିତର ଭଣ୍ଡାର ମରାମତି ନେଇ ନିଷ୍ପତ୍ତି ହେବ।...

ସୁଜିତ୍‌ ଆଉଟ୍‌ ଶୁଭାଶିଷ ଇନ୍‌ : ରାଜ୍ୟ ସଭା ପ୍ୟାନେଲରେ ସାମିଲ ହେଲେ ଶୁଭାଶିଷ ଖୁଣ୍ଟିଆ

ଭୁବନେଶ୍ୱର,୨୨।୭: ବିଜେଡି ଏମ୍‌ପି ଶୁଭାଶିଷ ଖୁଣ୍ଟିଆ ରାଜ୍ୟ ସଭା ପ୍ୟାନେଲରେ ସ୍ଥାନିତ ହୋଇଛନ୍ତି। ଶୁଭାଶିଷଙ୍କୁ ରାଜ୍ୟ ସଭା ଉପାଧ୍ୟକ୍ଷ ପ୍ୟାନେଲରେ ସ୍ଥାନ ଦିଆଯାଇଛି। ବିଜେଡି ଏମ୍‌ପି ସୁଜିତ କୁମାରଙ୍କ ସ୍ଥାନରେ ଶୁଭାଶିଷଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ସୂଚନାଯୋଗ୍ୟ, ରାଜ୍ୟସଭା ଅଧ୍ୟକ୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri