ମେଟ୍ରୋ

ଆଦିବାସୀଙ୍କ ପାଇଁ ଖୁସି ଖବର, ମୋହନ ସରକାର ନେଇଛନ୍ତି ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ରାଜ୍ୟପାଳ ରଘୁବର ଦାସ ଅଧିବେଶନ ଆରମ୍ଭରେ ଅଭିଭାଷଣ ରଖିଛନ୍ତି। ଓଡ଼ିଶାକୁ ପୂର୍ବ ଭାରତର ଶକ୍ତିଶାଳି ରାଜ୍ୟ କରାଯିବ ବୋଲି ରାଜ୍ୟପାଳ କହିଛନ୍ତି। ଏହି ଅବସରରେ ରାଜ୍ୟପାଳ କହିଛନ୍ତି, ରାଜ୍ୟରେ...

ପୁଣି ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ନବୀନ, କହିଲେ ବଡ କଥା..

ଭୁବନେଶ୍ୱର,୨୨ା୭: ନିର୍ବାଚନ ପରେ ପୁଣିଥରେ ଭି.କେ ପାଣ୍ଡିଆନଙ୍କ ସପକ୍ଷରେ ବାହାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଏକ ଖବର ଉପରେ ପ୍ରତିକ୍ରିୟା ଦେଇ ନବୀନ ବଡ ମନ୍ତବ୍ୟ ଦେଇଛନ୍ତି। ନବୀନ ନିଜ ”ଏକ୍ସ’ ଆକାଉଣ୍ଟରେ ପାଣ୍ଡିଆନଙ୍କ...

୮ ରୁ ୧୭ ବର୍ଷ ବୟସର ଆଥଲେଟଙ୍କୁ ପ୍ରଶିକ୍ଷଣ ପାଇଁ କ୍ରୀଡ଼ା ଏକାଡେମୀ: ଅବସରପ୍ରାପ୍ତ କ୍ରୀଡ଼ାବିତ୍‌ଙ୍କୁ ମିଳବ ବୃତ୍ତି

ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ ତାଙ୍କ ଅଭିଭାଷଣ ରଖିିଛନ୍ତି। ତାଙ୍କ ଅଭିଭାଷଣରେ କ୍ରୀଡ଼ାକୁ ଗୁରୁତ୍ୱ ଦେଇ ସେ କହିଛନ୍ତ ମୋ ସରକାର ଏକ ନୂତନ କ୍ରୀଡ଼ା ନୀତି ଆରମ୍ଭ କରିବାକୁ...

‘ରାଜ୍ୟପାଳଙ୍କ ପୁଅ ଉପରେ କିଛି କାର୍ଯ୍ୟାନୁଷ୍ଠାନ ନହେବା ବ୍ୟଥିତ କରିଛି’: ନବୀନ

ଭୁବନେଶ୍ୱର,୨୨ା୭: ସୋମବାର ବିଧାନସଭା ଆରମ୍ଭ ହୋଇଥିଲା ବେଳେ ରାଜ୍ୟପାଳଙ୍କ ଅଭିଭାଷଣ ଆରମ୍ଭରୁ ଗୃହ ତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଆଉ କଂଗ୍ରେସ। ଏହି ଅବସରରେ ବିରୋଧୀ ଦଳ ନେତା ମୁଖ୍ୟ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ନବୀନ...

ଏଣିକି ଷଷ୍ଠ ଶ୍ରେଣୀରୁ ପିଲାଙ୍କୁ ଦିଆଯିବ କୋଚିଂ

ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ ତାଙ୍କ ଅଭିଭାଷଣ ରଖିିଛନ୍ତି। ତାଙ୍କ ଅଭିଭାଷଣରେ ରାଜ୍ୟରେ ଯୁବବର୍ଗଙ୍କୁ ନିଯୁକ୍ତି ସହିତ କୃଷି, ସ୍ବାସ୍ଥ୍ୟ ଆଦି ବିଭିନ୍ନ କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି। ଏହା ସହ...

ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରସ୍ତାବକୁ ସମର୍ଥନ କଲେ ବିରୋଧୀ ଦଳ ନେତା ନବୀନ

ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ବିଧାନସଭା ବଜେଟ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ ପରେ ଆଗତ ହେଇଛି ଶୋକପ୍ରସ୍ତାବ । ଦିବଙ୍ଗତ ନେତା ତଥା ପୂର୍ବତନ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆଗତ ହେଇଛି। ମୁଖ୍ୟମନ୍ତ୍ରୀ ମୋହନ...

ଏଣିକି ବଦଳିବ ସ୍ବାସ୍ଥ୍ୟକେନ୍ଦ୍ରର ନାମ: କ’ଣ ରହିବ ଜାଣନ୍ତୁ 

ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ  ତାଙ୍କ ଅଭିଭାଷଣ ରଖି କହିଛନ୍ତି, ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରାଯିବ। ଏହା ସମସ୍ତ ଯୋଗ୍ୟ ଓଡ଼ିଶାବାସୀଙ୍କ ପାଇଁ ସାର୍ବଜନୀନ...

୨୦୨୯ ସୁଦ୍ଧା ରାଜ୍ୟରେ ସୃଷ୍ଟି ହେବ ୩.୫ ଲକ୍ଷରୁ ଅଧିକ ନିଯୁକ୍ତି: ରାଜ୍ୟପାଳ

ଭୁବନେଶ୍ୱର,୨୨।୭: ସୋମବାର ଆରମ୍ଭହ ହୋଇଥିବା ବିଧାନସଭା ଅଧିବେଶନରେ ରାଜ୍ୟପାଳ ରଘୁବର ଦାସ ଗୃହରେ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଯୁବବର୍ଗଙ୍କୁ ନିଯୁକ୍ତି ସହିତ କୃଷି, ସ୍ୱାସ୍ଥ୍ୟ ଆଦି ବିଭିନ୍ନ କ୍ଷେତ୍ରକୁ ଗୁରୁତ୍ୱ ଦେବା ନେଇ କହିଛନ୍ତି। ଆସନ୍ତା ୨୦୨୯ ସୁଦ୍ଧା...

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ଛିଡ଼ାହୋଇ ପ୍ରତିବାଦ କଲେ ନବୀନ, ବିଜେଡି, କଂଗ୍ରେସ ବିଧାୟକ କଲେ କକ୍ଷତ୍ୟାଗ

ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ରାଜ୍ୟରେ ଭାଜପା ସରକାରର ଏହା ପ୍ରଥମ ଅଧିବେଶନ। ୨୪ବର୍ଷ ପରେ ବିଜେଡି ବିରୋଧୀ ଦଳରେ ବସିଛି। ତେଣୁ ୨୭ ଦିନିଆ ବିଧାନସଭା ଅଧିବେଶନ ଉପରେ ସମସ୍ତଙ୍କ ନଜର ରହିଛି।...

‘ମୋ ସରକାର ନିରପେକ୍ଷତାର ସହ କାମ କରିବ’

ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ରାଜ୍ୟପାଳ ରଘୁବର ଦାସ ଅଧିବେଶନ ଆରମ୍ଭରେ ଅଭିଭାଷଣ ଦେଇଛନ୍ତି। ରାଜ୍ୟପାଳ କହିଛନ୍ତି, ମୋର ସରକାର ନିରପେକ୍ଷତାର ସହ କାମ କରିବ। ଯୁବକଙ୍କୁ ରୋଜଗାର ଦେବା ମୋ ସରକାରର ପ୍ରାଥମିକତା...

ବିଧାୟକଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ: କହିଲେ, ଏହି ପ୍ରସଙ୍ଗରେ…

ଭୁବନେଶ୍ୱର,୨୨।୭: ଆଜିଠାରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ରାଜ୍ୟରେ ଭାଜପା ସରକାରର ଏହା ପ୍ରଥମ ଅଧିବେଶନ ଅନୁଷ୍ଠିତ ହେବାକୁ ଯାଉଛି। ୨୪ବର୍ଷ ପରେ ବିଜେଡି ବିରୋଧୀ ଦଳରେ ବସିଛି। ତେଣୁ ୨୭ ଦିନିଆ ବିଧାନସଭା ଅଧିବେଶନ ଉପରେ ସମସ୍ତଙ୍କ ନଜର...

ଆଜି ଶ୍ରାବଣର ପ୍ରଥମ ସୋମବାର

ଭୁବନେଶ୍ୱର,୨୨ା୭(ସୂର୍ଯ୍ୟକାନ୍ତ ବେହେରା):ଶ୍ରାବଣ ମାସର ପ୍ରଥମ ସୋମବାର। ଶୈବପୀଠରେ ଜଳଲାଗି ପାଇଁ ବିଭିନ୍ନ ପ୍ରାନ୍ତରୁ ଶ୍ରଦ୍ଧାଳୁଙ୍କ ଆଗମନ ଲାଗି ରହିବ। ଜଳ ଉଠାଇବାଠାରୁ ଠାକୁରଙ୍କ ଜଳଲାଗି ପର୍ଯ୍ୟନ୍ତ ସବୁକିଛି କିପରି ସୁରକ୍ଷିତ ତଥା ଶୃଙ୍ଖଳିତ ଭାବେ ହେବ ସେଥିପାଇଁ କମିଶନରେଟ ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri