ପୁଣି ଧର୍ମେନ୍ଦ୍ରଙ୍କ ବଡ଼ ବୟାନ, କହିଲେ ବଲାଙ୍ଗୀର, ସମ୍ବଲପୁରରେ ସବୁଠୁ ଶାସନ…
ଭୁବନେଶ୍ୱର,୯।୯(ସୁନିତ୍ ମିଶ୍ର): ଓଡ଼ିଶାରେ ଜନାଦେଶ ସ୍ବୀକୃତି ପାଇଥିବା ଭାଜପା ସରକାର ବହୁତ କମ୍ ସମୟ ମଧ୍ୟରେ ଅନେକ କଲ୍ୟାଣକାରୀ ଯୋଜନାକୁ କାର୍ଯ୍ୟକାରୀ କରୁଛି। ଗରିବ, ଚାଷୀ, ମହିଳା, ଯୁବକ, ପଛୁଆ ତଥା ସବୁ ବର୍ଗର ଉନ୍ନତି ଡବଲ ଇଞ୍ଜିନ ସରକାରର ପ୍ରତିବଦ୍ଧତାରେ…
କାହିଁକି ଭଙ୍ଗାହେବ ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ: ରାଜ୍ୟ ସରକାର କହିଲେ…
ଭୁବନେଶ୍ୱର,୯।୯: ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ଭଙ୍ଗାହେବ । ଏହାକୁ ରାଜ୍ୟ ସରକାର ବିପଦପୂର୍ଣ୍ଣ ଘୋଷଣା କରିଛନ୍ତି । ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ ସ୍ଥିତ ଓଡ଼ିଶାର ୩ଟି ଭବନ ଓଡ଼ିଶା ନିବାସ,…
୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୯ା୯: ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ସୋମବାର ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩…
ପ୍ରଥମ ଥର ମୁହଁ ଖୋଲିଲେ ମନୋଜ ମିଶ୍ରଙ୍କ ସ୍ତ୍ରୀ, କହୁ କହୁ କହିଦେଲେ ଏମିତି…
ଭୁବନେଶ୍ୱର,୮।୯: ଓଡ଼ିଆ ସିନେମାର ସ୍ଥିତି ଏବେ ଏବେ କିଛି ମାତ୍ରାରେ ସୁଧୁରିବାବେଳେ ବିବାଦ ଓ କଳି ସିନେ ଜଗତକୁ ପୁଣି ପଛକୁ ନେଇଯାଉଛି। ପାଖାପାଖି ବର୍ଷେ ତଳେ ଓଲିଉଡକୁ ନେଇ ଏକ ବଡ଼ ବିବାଦ ମୁଣ୍ଡ ଟେକିଥିଲା। ସେ କଥାର ସମାଧାନ…
ସିଏମ କିଷାନକୁ ନେଇ ଟାର୍ଗେଟ କଲେ ସମ୍ବିତ ରାଉତରାୟ, କହିଲେ ନାଁ ବଦଳାଇଦେଲେ…
ଭୁବନେଶ୍ୱର,୮।୯: ରାଜ୍ୟର ଭାଜପା ସରକାର ନୂଆଖାଇ ଅବସରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାକୁ ନେଇ ରାଜ୍ୟ ସରକାର ଚାଷୀଙ୍କ ଉପକାର ହେବ ବୋଲି କହୁଥିବା ବେଳେ ଟାର୍ଗେଟ କରିଛି ବିରୋଧୀ ବିଜେଡି। ଏହି ଯୋଜନାକୁ ନେଇ ଶାସକ…
ଧର୍ମେନ୍ଦ୍ରଙ୍କ ବିସ୍ଫୋରକ ବୟାନ, କହିଲେ ମଉଜ ପାଇ ନବୀନ-ପାଣ୍ଡିଆନ…
ସମ୍ବଲପୁର,୮।୯: ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତେବେ ଏ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ତେବେ ଏଥିରେ ସେ ସମ୍ବୋଧନ କରି କହିଛନ୍ତି, ଓଡ଼ିଆ ଅସ୍ମିତାର ବିଜୟ…
ସମ୍ବଲପୁରରେ ହେବ ଦ୍ୱିତୀୟ ଏମ୍ସ, ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା
ଭୁବନେଶ୍ୱର,୮।୯: ରାଜ୍ୟରେ ହେବାକୁ ଯାଉଛି ଦ୍ୱିତୀୟ ଏମ୍ସ। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସିଏମ କିଷାନ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖୁବ୍ଶୀଘ୍ର ଏମ୍ସ ସମ୍ବଲପୁରରେ ହେବାକୁ ଯାଉଛି । ରାଜ୍ୟ ସରକାର ଏନେଇ…
CM Kisan Yojana: କୃଷକଙ୍କ ପାଇଁ ଖୁସି ଖବର, ଜାଣନ୍ତୁ ଖାତାକୁ ଆସିବ କେତେ ଟଙ୍କା…
ଭୁବନେଶ୍ୱର,୮।୯: ନୂଆଁଖାଇରେ ବଡ଼ ଭେଟି ଦେଲେ ସରକାର। ଆଜି ଆକାଉଣ୍ଟକୁ ଆସିବ ସିଏମ କିଷାନ ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତିକ୍ଷିତ ସି.ଏମ. କିଷାନ ଯୋଜନାର ରବିବାର ନୂଆଁଖାଇ ଅବସରରେ ଶୁଭାରମ୍ଭ କରିଛନ୍ତି। ସମ୍ବଲପୁରସ୍ଥିତ ତପସ୍ବିନୀ ପ୍ରେକ୍ଷାଳୟରେ ଆୟୋଜିତ…
ଦୁର୍ଗା ପୂଜା ଭସାଣିରେ ଲେଜର୍ ଲାଇଟ୍ ଓ ଫାୟାର୍ ଗନ୍ ମନା
କଟକ,୮।୯: ଚଳିତବର୍ଷ ଦୁର୍ଗାପୂଜା ଭସାଣି ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବାକୁ ଅଣ୍ଟା ଭିଡିଛି ଦୋୖତ ନଗରୀ ପୋଲିସ । ପୂର୍ବରୁ ଭସାଣି ସମୟରେ ଡିଜେ ନ ବଜାଇବାକୁ ନିଷ୍ପତ୍ତି ହୋଇଥିବା ବେଳେ ଏବେ ଲେଜର୍ ଲାଇଟ୍ ଓ ଫାୟାର୍ ଗନ୍…
ନୂଆପଡ଼ା MVI ଗିରଫ: ୧ ଲକ୍ଷ ୩୨ ହଜାର ଟଙ୍କା ସହ ମାଡ଼ିବସିଥିଲା ଭିଜିଲାନ୍ସ
ଭୁବନେଶ୍ୱର,୮।୯: ନୂଆପଡ଼ା MVI ବିଜୟ କୁମାର ବେହୁରିଆ ଗିରଫ ହୋଇଛନ୍ତି । ନୂଆପଡ଼ାରୁ ଭୁବନେଶ୍ବର ଯାଉଥିବା ବେଳେ ଗତକାଲି ବିଜୟଙ୍କ ଗାଡ଼ିରୁ ୧ ଲକ୍ଷ ୩୨ ହଜାର ଟଙ୍କା ଭିଜିଲାନ୍ସ ଜବତ କରିଥିଲା । ଖୋର୍ଦ୍ଧା ମେଡିକାଲ ସାମ୍ନାରେ ଗାଡ଼ି ଅଟକାଇ…
କାହିଁକି ବାଣୀବିହାର ଓଭରବ୍ରିଜରୁ ଡେଇଁଥିଲେ ଯୁବତୀ: ସାମ୍ନାକୁ ଆସିଲା ଏହି ବଡ଼ କାରଣ, ଘଟଣା ପଛରେ…
ଭୁବନେଶ୍ୱର,୮।୯: ବାଣୀବିହାର ଓଭରବ୍ରିଜରୁ ଶନିବାର ଜଣେ ଯୁବତୀ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ପରେ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ତେବେ ତାଙ୍କ ମେରୁଦଣ୍ଡ ହାଡ଼ ଭାଙ୍ଗିଯାଇଥିବା ବେଳେ ଚିକିତ୍ସା ଚାଲିଛି। ଯୁବତୀଙ୍କ…
ଆଳୁ ପରେ କୁକୁଡା, ଅଣ୍ଡା ଗାଡ଼ିକୁ ଛଡ଼ାଯାଉନି : ଆଜିବି ସୀମାରେ ଅଟକିଛି ଓଡ଼ିଶା ନମ୍ବର ଥିବା ଗାଡ଼ି
ଭୁବନେଶ୍ୱର,୮।୯: ଆଳୁ ପରେ ଓଡ଼ିଶାରେ କୁକୁଡା ଓ ଅଣ୍ଡା ଗାଡ଼ିକୁ ଛାଡୁନି ପଶ୍ଚିମବଙ୍ଗ ପୋଲିସ। ପଶ୍ଚିମବଙ୍ଗ ସୀମାନ୍ତ ସୋନାକଣିଆ ଚେକ ପୋଷ୍ଟ ନିକଟରେପୋଲିସ ଗାଡ଼ିକୁ ଅଟକାଉଛି । ଦିନ ସାରା ଓ ଗାଡି ଚେକ ପୋଷ୍ଟରେ ଛିଡା ହେଉଥିବା ଦେଖିବାକୁ ମିଳୁଛି।…
Archives


